ରାସ୍ତାରେ ପାର୍କିଂ କଲେ ଗାଡ଼ି ଟେକିନେବ ପୋଲିସ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଯେତେ ନିୟମ ହେଉଛି, ଗାଡ଼ି ଚାଳକ ସେତେ ଅମାନିଆ ହେଉଛନ୍ତି। ଫଳରେ ସ୍ମାର୍ଟସିଟି ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ତେଣୁ ନିୟମ ଉଲ୍ଲଂଘନ କରି ମନଇଚ୍ଛା ପାର୍କିଂ କରୁଥିବା ଗାଡ଼ି ଚାଳକଙ୍କ ଉପରେ କଡ଼ା…
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍ସ୍ଥିତ କମାନୀ ଅଡିଟୋରିୟମ୍ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି ତଥା ଗୀତିକାର…
ଅହମଦାବାଦରୁ ଫେରିଲା ଓଡ଼ିଆ ଶ୍ରମିକମାନଙ୍କ ମୃତଦେହ; ଓଡ଼ିଶା:ମୋ ପରିବାର ସଙ୍ଗଠନର ସହାୟତା
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସହରରେ କାର୍ଯ୍ୟରତ ଯାଜପୁର ଜିଲାର ଜମାଦାର ଗ୍ରାମ ପଞ୍ଚାୟତର ରେକାବି ବଜାରର ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଉଛନ୍ତି- ଦୟାନିଧି ଖୁଣ୍ଟିଆ, ଚିନ୍ମୟ ଖୁଣ୍ଟିଆ ଏବଂ କମଲେଶ ସିଂ। ଏହି ଖବର ଗଣମାଧ୍ୟମରେ ପ୍ରକାଶ ହେବା…
ସ୍ବାଭାବିକ ହେଲା ବଜେଟ ଆଲୋଚନା
ଭୁବନେଶ୍ୱର,୨୬।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ କରାଯାଇଥିବା ବଜେଟ ଉପରେ ମଙ୍ଗଳବାର ଆଲୋଚନା ହୋଇଛି। ସୋମବାର ବିରୋଧୀ ଦଳଗୁଡ଼ିକର ହଟ୍ଟଗୋଳ ଯୋଗୁ ଆଲୋଚନା ସମ୍ଭବ ହୋଇପାରି ନ ଥିଲା। ମଙ୍ଗଳବାର ଆଲୋଚନା ଅସମାପ୍ତ ରହିଛି,…
ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: ‘ଦେଶର ସ୍ଥିତି ନେଇ ଗଭୀର ମର୍ମାହତ’
ଭୁବନେଶ୍ୱର,୨୬।୨(ବ୍ୟୁରୋ)/ପୁରୀ ଅଫିସ: ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ମମତା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ଥିଲେ। ସେଠାରୁ ସିଧାସଳଖ ସଡ଼କ ପଥରେ ପୁରୀ ଯାଇ…
ଚର୍ଚ୍ଚାରେ ରାଜ୍ୟ ସଭା ଲଢ଼େଇ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡିଶାର ୩ଟି ରାଜ୍ୟ ସଭା ଆସନ ଏପ୍ରିଲ ୨ତାରିଖରେ ଖାଲି ହେବାକୁ ଥିବାବେଳେ ଗୋଟିଏ ଆସନ ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ବାହାରିବା ପରଠାରୁ ଖାଲି ପଡିଛି। କଂଗ୍ରେସ ଏମ୍ପି ରଞ୍ଜୀବ ବିଶ୍ୱାଳ, ବିଜେଡିର ନରେନ୍ଦ୍ର କୁମାର ସ୍ବାଇଁ ଏବଂ…
ଓଡ଼ିଶାର ୨୪ ଜିଲାରେ ମହାପ୍ରଭୁଙ୍କ ସମ୍ପତ୍ତି
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ ପୁରୀଙ୍କର ଓଡ଼ିିଶାର ୨୪ଟି ଜିଲାରେ ୬୦,୪୨୬.୯୪୩ ଏକର ଜମି ରହିଥିବା ଚିହ୍ନଟ କରାଯାଇଛି। ସେଥିରୁ ଏ ପର୍ଯ୍ୟନ୍ତ ୩୪,୮୦୩.୦୧୩ ଏକର ପରିମିତ ଜମିର ଚୂଡାନ୍ତ ସ୍ବତ୍ୱଲିପି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ପ୍ରାପ୍ତ ହୋଇଛି। ବିନା କାଗଜାତରେ…
ଆଇଏଫ୍ଏସ୍ ଅଧିକାରୀ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ଭାରତୀୟ ବନ ସେବା(ଆଇଏଫ୍ଏସ) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍ ଅଧିକାରୀ ସୁରେଶ ପନ୍ଥଙ୍କୁ ପିସିସିଏଫ୍ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ସୁରେଶ ବ୍ରହ୍ମପୁର…
ମାର୍ଚ୍ଚ ୨୬ରେ ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ନିର୍ବାଚନ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟ ସଭାର ୫୫ ଆସନ ଆସନ୍ତା ଏପ୍ରିଲରେ ଖାଲି ହେବାକୁ ଯାଉଛି। ଏହି ସବୁ ଆସନ ୧୭ଟି ରାଜ୍ୟର ହୋଇଥିବାବେଳେ ଏଥିରୁ ଓଡ଼ିଶାର ୪ଟି ରହିଛି। ଏହି ୫୫ ଆସନରେ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଭାରତର…
ସୋମନାଥ ପରିଡ଼ାଙ୍କୁ ଆଜୀବନ ଜେଲ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ସ୍ତ୍ରୀ ଉଷାଶ୍ରୀଙ୍କୁ ହତ୍ୟା ପରେ ୩ଶହ ଖଣ୍ଡ କରି କାଟିଥିଲେ ଅବସରପ୍ରାପ୍ତ ସେନା ଡାକ୍ତର ତଥା ଲ୍ୟୁଟନାଣ୍ଟ କଲୋନେଲ ସୋମନାଥ ପରିଡ଼ା। ନୟାପଲ୍ଲୀ ଥାନା ଅନ୍ତର୍ଗତ ଆଇଆର୍ସି ଭିଲେଜରେ ଘଟିଥିବା ଏହି ବହୁ ଚର୍ଚ୍ଚିତ ହତ୍ୟା ମାମଲାର ରାୟ ମଙ୍ଗଳବାର…
ବିପଦପୂର୍ଣ୍ଣ ଅବସ୍ଥାରେ ଘାଟି ରାସ୍ତା
କେନ୍ଦୁଝର,୨୬ା୨(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ ନୁଦୁରପଡାଠାରୁ ଖରବା ଦେଇ ତେଲକୋଇ ବ୍ଲକର କାଳିଆହୋତା ପର୍ଯ୍ୟନ୍ତ ବଣଜଙ୍ଗଲ ଓ ପର୍ବତମାଳା ଦେଇ ଦୀର୍ଘ ପ୍ରାୟ ୫୦ କି.ମି. ରାସ୍ତାର ଉନ୍ନତୀକରଣ କରାଗଲେ ଦୁର୍ଗମ ଆଦିବାସୀବହୁଳ ବହୁ ଗ୍ରାମର ବିକାଶ ହେବା ସହ କେନ୍ଦୁଝର…
ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି
ମାଲକାନଗିରି,୨୫।୨(ଡି.ଏନ୍.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ କମୁଳୁ ବେଟି। ଛତିଶଗଡ଼ ବିଜାପୁର ଜିଲା କମକା ଗ୍ରାମରେ ତାଙ୍କ ଘର ବୋଲି…
Archives


