ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି
ମାଲକାନଗିରି,୨୫।୨(ଡି.ଏନ୍.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ କମୁଳୁ ବେଟି। ଛତିଶଗଡ଼ ବିଜାପୁର ଜିଲା କମକା ଗ୍ରାମରେ ତାଙ୍କ ଘର ବୋଲି…
ମାର୍ଚ୍ଚ ୩୧ ଯାଏ ଧାନ କିଣା ହେବ, ଯୋଗାଣ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି
ଭୁବନେଶ୍ୱର,୨୫।୨(ବ୍ୟୁରୋ): ଧାନକିଣାକୁ ନେଇ ଗତ ଦୁଇଦିନ ଧରି ବିଧାନସଭାକୁ ବିରୋଧୀ ଦଳ ଅଚଳ କରି ରଖିଥିଲେ। ବାଚସ୍ପତି ଏହି ସମସ୍ୟାର ସମାଧାନ ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ। ବୈଠକ ପରେ ବିରୋଧୀ ଗୃହରେ ଆଉ କୌଣସି ଗଣ୍ଡଗୋଳ କରି ନ ଥିଲେ…
ଦଶବର୍ଷରେ ୧୭,୧୨୪ ହେକ୍ଟର ଜଙ୍ଗଲ ଜମି ବରବାଦ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ଖଣି, ଶିଳ୍ପ, ଜଳସେଚନ, ରାସ୍ତା ଏବଂ ରେଳପଥ ନିର୍ମାଣ ଲାଗି ରାଜ୍ୟର ୧୮ଟି ଜିଲାରେ ଗତ ଦଶ ବର୍ଷରେ ୧୭୧୨୪.୭୧୩ ହେକ୍ଟର ଜଙ୍ଗଲ ଜମି ନଷ୍ଟ ହୋଇଛି। ବିଜେଡି ସଭ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ…
ରଣଝାଲି ଗ୍ରାମରେ ପାନୀୟ ଜଳ ସଙ୍କଟ: ହାଣ୍ଡି ମାଠିଆ ଧରି ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ମହିଳା
ପୁରୁଷୋତ୍ତମପୁର,୨୫।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରଣଝାଲି ଗ୍ରାମର ୪ ଓ ୫ ନଂ ୱାର୍ଡରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏ ନେଇ ଦୀର୍ଘଦିନ ଧରି ଲୋକେ ବ୍ଲକ ଓ ଜିଲା ପ୍ରଶାସନଠାରେ ବାରମ୍ବାର ଅଭିଯୋଗ କରୁଥିଲେ ମଧ୍ୟ…
ଭିଜିଲାନ୍ସ ଜାଲରେ ବଡ଼ବିଲ ସହକାରୀ ରାଜସ୍ବ ନିରୀକ୍ଷକ: ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ
ବଡ଼ବିଲ,୨୫।୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। କାରାକୋହ୍ଲ ଅଞ୍ଚଳର ଜାକ୍ରିଏସ କିସପଟା ନାମକ ବ୍ୟକ୍ତିଙ୍କ ଜମି ଚିହ୍ନଟ ପାଇଁ ଏଆର୍ଆଇ(ସହକାରୀ ରାଜସ୍ବ ନିରୀକ୍ଷକ) ରାମେଶ୍ୱର ମାରାଣ୍ଡି ୩ ହଜାର ଟଙ୍କା…
ବିଧାନସଭାରେ ପୁଣି ଧାନ ତାତି, ଗୃହ ମୁଲତବୀ, ବିରୋଧୀଙ୍କ ହଟ୍ଟଗୋଳ
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଚାଷୀଙ୍କଠାରୁ ଧାନ ସଂଗ୍ରହକୁ ନେଇ ବିଧାନସଭାରେ ପୁଣି ହଙ୍ଗାମା ହୋଇଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ସୋମବାର ଗୃହକୁ ଅଚଳ କରିଥିବା ବେଳେ ମଙ୍ଗଳବାର ମଧ୍ୟ ହେ-ହଲ୍ଲା କରିଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଦଳ ସଦସ୍ୟ…
ରାଜ୍ୟରେ ଲଗାଣ ବର୍ଷା: ଆଉ ୩୬ ଘଣ୍ଟା ବର୍ଷିବ, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ମେଘୁଆ ପାଗ ସହିତ ଝିପି ଝିପି ବର୍ଷା ଲାଗିରହିଛି। କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା…
ଆଧୁନିକୀକରଣ କାର୍ଯ୍ୟ ଯୋଗୁ ପ୍ରଭାବିତ ହେବ ଟ୍ରେନ୍ ଚଳାଚଳ
ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ରେଳପଥର ଦାନାପୁର ରେଳମଣ୍ଡଳ ଅନ୍ତର୍ଗତ କିଉଲ ଷ୍ଟେଶନଠାରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ପୂର୍ବତଟ ରେଳପଥକୁ ଆସୁଥିବା ଏବଂ ଏହାର ପରିସୀମାରୁ ଛାଡ଼ିବାକୁ ଥିବା କେତେକ ଟ୍ରେନକୁ ବାତିଲ ଓ ମାର୍ଗ ପରିବର୍ତ୍ତନ କରାଯାଇଛି। ପୁରୀ-ଜୟନଗର-ପୁରୀ…
ବଳାତ୍କାର ମାମଲାରେ ବିଏସ୍ଏଫ୍ ଅଧିକାରୀ ଗିରଫ
ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଯୁବତୀଙ୍କୁ ବଳାତ୍କାର କରି ଏହାର ଭିଡିଓ ଦେଖାଇ ବ୍ଲାକ୍ମେଲ୍ କରିବା ଓ ୨୦ଲକ୍ଷ ଠକିନେବା ଅଭିଯୋଗରେ ସୋମବାର ଗିରଫ ହୋଇଛନ୍ତି ବିଏସ୍ଏଫ୍ ଡିଏସ୍ପି ସରୋଜ ମନୋଜ କୁମାର ମହାକୁଡ଼। ମହିଳା ଥାନା ପୋଲିସ ତାଙ୍କୁ ଗିରଫ କରିବା ପରେ କ୍ୟାପିଟାଲ…
ରାଜ୍ୟର ପ୍ରଥମ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ ସଫଳ: ସୁସ୍ଥହୋଇ ଘରକୁ ଫେରିଲେ ଫିରୋଜ
କଟକ ଅଫିସ,୨୫ା୨: ରାଜ୍ୟର ପ୍ରଥମ କାଡାଭେରିକ୍ ଟ୍ରାନ୍ସପ୍ଲାଣ୍ଟ ବା ଜଣେ ମସ୍ତିଷ୍କ ମୃତ(ବ୍ରେନ୍ ଡେଡ୍) ବ୍ୟକ୍ତିଙ୍କ ଶରୀରରୁ କିଡ୍ନୀକୁ ନେଇ ଜଣେ ଜୀବିତଙ୍କ ଶରୀରରେ ପ୍ରତିରୋପଣ ଅସ୍ତ୍ରୋପଚାର ସଫଳ ହୋଇଛି। କଟକ ଏସ୍ସିବି ମେଡିକାଲରେ କିଡ୍ନୀ ପ୍ରତିରୋପଣ ସହ ତିନି ସପ୍ତାହ…
ହାତୀ ଗଲା, ଭୟ ରହିଲା
ଭୁବନେଶ୍ୱର(ବ୍ୟୁରୋ)/ପିପିଲି(ସ୍ବ.ପ୍ର.)/ବଳଙ୍ଗା, ୨୫ା୨(ଡି.ଏନ୍.ଏ.): ଗତ ତିନିଦିନ ହେଲା ପୁରୀ ଜିଲାର ପିପିଲି, ନିମାପଡ଼ା, କଣାସ, ଡେଲାଙ୍ଗ ଏବଂ ଖୋର୍ଦ୍ଧା ଜିଲାର ଜଟଣୀ ବ୍ଲକ ଅଞ୍ଚଳରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ସୋମବାର ଭୁବନେଶ୍ୱର ଉପକଣ୍ଠ ହୋଇ ଚନ୍ଦକା ଜଙ୍ଗଲ ଅଭିମୁଖେ ଯାଇଛି। କିନ୍ତୁ ଉପରୋକ୍ତ…
‘ଶିଶୁପାଳଗଡ଼ ଗଡ଼ଖାଇର ହେବ ପୁନରୁଦ୍ଧାର’
ପୁରୁଣା ଭୁବନେଶ୍ୱର, ୨୫ା୨ (ଡି.ଏନ.ଏ.): ଐତିହ୍ୟ ସଂରକ୍ଷିତ ରଖିବା ନେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଯେତେ ଘୋଷଣା, ଯୋଜନା ପ୍ରସ୍ତୁତ କଲେ ମଧ୍ୟ ଜବରଦଖଲ ଯୋଗୁ ଏସବୁ କାର୍ଯ୍ୟ ଆଗେଇ ପାରୁନାହିଁ। ଜବରଦଖଲ ଯୋଗୁ ବର୍ଷ ବର୍ଷ ହେବ…
Archives


