ଲଗାଣ ବର୍ଷା: ଭାଙ୍ଗିଲା ଘରର କାନ୍ଥ, ପରିବାର ବାସହରା
ରଘୁନାଥପୁର, ୨୭। ୯ (ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ ଭାଙ୍ଗିଗଲା ଚାଳ ଛପର ମାଟି ଘରର କାନ୍ଥ। ପରିବାର ଲୋକେ ଭୋଗୁଛନ୍ତି ହୀନସ୍ତା। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ରଘୁନାଥପୁର ତହସିଲ ରାଢଙ୍ଗ ଗଁ।ର ଦିନ ମଜୁରିଆ ଅଭିମନ୍ୟୁ...
୧୪ ଗ୍ରାମ ବ୍ରାଉନସୁଗାର ଜବତ: ଗିରଫ ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଖୋର୍ଦ୍ଧା ଅଫିସ,୨୭ା୯: ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ସ୍ବପ୍ନେଶ୍ୱର ମନ୍ଦିର ନିକଟରୁ ଗୁରୁବାର ଗିରଫ କରିଥିବା କୋରାପୁଟ ଜିଲା ଜୟପୁରର ଟି. ରାଜେଶ କୁମାର ପାତ୍ର ଓ ଖୋର୍ଦ୍ଧା ସଦର ଥାନା ଛତିପୁର ଟାଙ୍ଗିସାହିର ମହେଶ୍ୱର...
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କାଟୁ କରୁନି: ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲଙ୍କ ରାଜ
ଖୋର୍ଦ୍ଧା ଅଫିସ,୨୭ା୯: ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ବେଆଇନ ଭାବେ କାର୍ଯ୍ୟ କରୁଥିବା ମଧ୍ୟସ୍ଥ ଓ ଦଲାଲଙ୍କୁ ହଟାଇବାକୁ ଏସ୍ପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି। ତେବେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍ଏଚ୍)ରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କାଟୁ କରୁନି। ବିଭିନ୍ନ ଘରୋଇ...
ଓସିଏ ନିର୍ବାଚନ: ପଙ୍କଜ ସଭାପତି, ସଞ୍ଜୟ ହେଲେ ସମ୍ପାଦକ
ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଶେଷ ହୋଇଛି ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ୍(ଓସିଏ)ର କର୍ମକର୍ତ୍ତା ନିର୍ବାଚନ। ବାରବାଟୀ ଷ୍ଟାଡିୟମର ଓସିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ନିର୍ବାଚନରେ ସଭାପତି ଭାବେ ବୈାଦ୍ଧ ଜିଲାର ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ ହୋଇଛନ୍ତି। ସେହିଭଳି...
ଓସିଏ ନିର୍ବାଚନ: ବାଲଟରେ ଭୋଟ ଦେଲେ ଆଶୀର୍ବାଦ
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ନିର୍ବାଚନରେ ଭୋଟ ଦେଇଛନ୍ତି ଆଶୀର୍ବାଦ ବେହେରା। ବାଲଟ ପେପରରେ ସେ ଭୋଟ ଦେଇଥିବା ଜଣାପଡ଼ିଛି। ଓସିଏର ପୂର୍ବତନ ସମ୍ପାନଦ ଆଶୀର୍ବାଦ ଗତ ୧୯ ତାରିଖରେ ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇଛନ୍ତି। ହେଲେ...
ଜୁନାଗଡ଼ ଗଣବଳାତ୍କାର ମାମଲାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗ ଭିତ୍ତିହୀନ: ଦିବ୍ୟଶଙ୍କର
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଜୁନାଗଡ଼ ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ବିଜେଡି ନେତାଙ୍କ ଲିଙ୍କ ଅଭିଯୋଗକୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଖଣ୍ଡନ କରିଛନ୍ତି। ଭାଜପା ପକ୍ଷରୁ କରାଯାଇଥିବା ଅଭିଯୋଗ ଭିତ୍ତିହୀନ। ଘଟଣାକୁ ରାଜନୀତିକରଣ କରାନଯାଉ। ଏହା ଏକ ସମ୍ବେଦନଶୀଳ ଘଟଣା।...
ଓଡ଼ିଶାରେ ରାଷ୍ଟ୍ରପତି
ଭୁବନେଶ୍ୱର,୨୭।୯(ବ୍ୟୁରେ): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ରେ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରାଷ୍ଟ୍ରପତି କୋବିନ୍ଦ ସସ୍ତ୍ରୀକ ପହଞ୍ଚିଥିଲେ। ସେଠାରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ,...
ବିଜେପୁର ଉପନିର୍ବାଚନରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ, ଲୋକମତ ସଂଗ୍ରହ କରିବୁ: ନିରଞ୍ଜନ
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏଥିରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ। କେବଳ ଲୋକମତ ସଂଗ୍ରହ କରିବୁ। ନିରାଡ଼ମ୍ବରରେ ନାମାଙ୍କନ ଦାଖଲ କରିବୁ। ବିଜେଡି ଏବଂ ଭାଜପା ସହ ପଟୁଆରରେ ପ୍ରତିଯୋଗିତା କରିବୁ ନାହିଁ ବୋଲି ଶୁକ୍ରବାର ପିସିସି...
ଜୁନାଗଡ଼ ଗଣବଳାତ୍କାର ଘଟଣା: ବିଜେଡି ନେତାଙ୍କ ଲିଙ୍କ୍ ଥିବା ଅଭିଯୋଗ ଆଣିଲା ଭାଜପା
ଭୁବନେଶ୍ୱର, ୨୭।୯(ବ୍ୟୁରୋ): କଳାହାଣ୍ଡି ଜିଲା ଜୁନାଗଡ଼ ଗଣବଳାତ୍କାର ଘଟଣା ନୂଆ ମୋଡ଼ ନେଇଛି। ବିଜେଡି ନେତାଙ୍କ ଡ୍ରାଇଭର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ। ପୀଡ଼ିତାଙ୍କ ବୟାନକୁ ଭିତ୍ତିକରି ଏଭଳି ସଂଗୀନ ଅଭିଯୋଗ ଆଣିଛି ଭାଜପା। ଏହି ଘଟଣାରେ ବିଜେଡି ନେତାଙ୍କ...
ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା
ଜୁନାଗଡ଼,୨୭।୯(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍ ଚ୍ୟାନେଲକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ଏହି ଘଟଣାରେ ତାଙ୍କୁ ବାଇକ୍ରେ ଲିପ୍ଟ ଦେଇଥିବା...
ଡକାୟତି ଯୋଜନା ପଣ୍ଡ କଲା ବ୍ରଜରାଜନଗର ପୋଲିସ: ୩ ଅଭିଯୁକ୍ତ ଗିରଫ, ୪ ଫେରାର
ଝାରସୁଗୁଡା ଅଫିସ/ଲଖନପୁର, ୨୭।୯(ଡି.ଏନ.ଏ.)-ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଦିନକୁୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅସାମାଜିକ ବ୍ୟକ୍ତିମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଅଞ୍ଚଳରେ ନିଜର କାୟା ବିସ୍ତାର କରିଚାଲିଛନ୍ତି। ପୋଲିସ ମଧ୍ୟ ଏମାନଙ୍କ ଉପରେ କଡା...
କାଳିଆଙ୍କ ଅବସ୍ଥା ଗୁରୁତର: ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା
କଟକ ଅଫିସ, ୨୬।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ଯମଜ ଶିଶୁ ଜଗା କାଳିଆ। ଗୁରୁବାର କାଳିଆଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଶୁକ୍ରବାର ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି। ଏକ...
Archives


