ରାଜ୍ୟ

‘ପାଟଣାଗଡ଼’ ରିଲିଜ୍‌ ଉପରେ ରୋକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଉପରେ ନିର୍ମିତ ଫିଲ୍ମ ‘ପାଟଣାଗଡ଼’କୁ ନେଇ ପୁଣିଥରେ ବିବାଦ ଦେଖାଦେଇଛି। ଫିଲ୍ମ ରିଲିଜ୍‌ ପୂର୍ବରୁ ଏହା ଉପରେ ସୋମବାର ଅଙ୍କୁଶ ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ପୁଞ୍ଜିଲାଲଙ୍କ ପତ୍ନୀ ଦାଏର କରିଥିବା ମାମଲା ଉପରେ…

ହାତୀ ଆକ୍ରମଣ ନେଇ ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ପୁରୀ ଜିଲା ପିପିଲି ଓ ବଳଙ୍ଗାରେ ଏକ ଦନ୍ତାହାତୀ ଆକ୍ରମଣରେ ରବିବାର ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫ଜଣ ଆହତ ହୋଇଥିଲେ। ସେହିଭଳି ସୋମବାର ମଧ୍ୟ ରାଜଧାନୀରେ ଜଣେ ମହିଳା ହାତୀ ଆକ୍ରମଣର ଶିକାର ହୋଇଥିଲେ। ଏହି ସ୍ପର୍ଶକାତର ଘଟଣାକୁ ନେଇ…

ପୋଲିସ ବିଭାଗରେ ୧୦,୦୫୪ ପଦବୀ ଖାଲି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଦେଶ ତଥା ରାଜ୍ୟରେ ନାଗରିକଙ୍କୁ ସୁରକ୍ଷା ଦେବା ପାଇଁ ପୋଲିସ ପ୍ରଶାସନ କାର୍ଯ୍ୟ କରିଥାଏ। ସେହିଭଳି ଜାତୀୟ ସମ୍ପତ୍ତି ସୁରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ଆପରାଧିକ ଅନୁସନ୍ଧାନ, ସମସ୍ତ ପ୍ରକାର ନିର୍ବାଚନ ପରିଚାଳନା ମଧ୍ୟ ପୋଲିସ ପ୍ରଶାସନ ଦ୍ୱାରା କରାଯାଇଥାଏ। ଜନସଂଖ୍ୟା…

୩ ଦିନ ବର୍ଷା: ଘଣ୍ଟାକୁ ୩୦ରୁ ୪୦ କି.ମି. ପବନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳର ଭୂପୃଷ୍ଠରୁ ୯କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଜିଲା…

ରାଜ୍ୟରେ କମୁଛି ଦଣ୍ଡବିଧାନ ହାର

ଭୁବନେଶ୍ୱର,୨୫ା୨(ବ୍ୟୁରେ): ପୋଲିସର ଦୁର୍ବଳ ତଦନ୍ତ ହେଉ ବା ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଅଭାବରୁ ଅବା ଆଇନର ଗଳାବାଟ ଯୋଗୁ ଅନେକ ଦୋଷୀ ଦଣ୍ଡ ନ ପାଇ ଖସି ଯାଉଛନ୍ତି। ଫଳରେ ରାଜ୍ୟରେ ଦଣ୍ଡବିଧାନ ହାର କମି କମି ଯାଉଛି। ବିଧାନସଭାରେ ଗୃହ…

ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଘଟଣା:ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୨୫ା୨: ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଆତ୍ମାହୁତି ଘଟଣା ସୋମବାର ନୂଆ ମୋଡ଼ ନେଇଛି। ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ମୀନାକ୍ଷୀ ଆତ୍ମାହୁତି ଦେଇଥିବା ଯୋଗୁ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅଭୟ। ଏହି ମାମଲାର…

ନରହନ୍ତା ଦନ୍ତା ଚନ୍ଦକାମୁହାହାଁ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ପିପିଲି, ନିମାପଡ଼ା, କଣାସ ଓ ଡେଲାଙ୍ଗ ବ୍ଲକ ଅଞ୍ଚଳରେ ତିନି ଦିନ ଧରି ଉପଦ୍ରବ କରିଥିବା ଦନ୍ତାହାତୀ ସୋମବାର ସନ୍ଧ୍ୟାରେ ଚନ୍ଦକା ଜଙ୍ଗଲମୁହାଁ ହୋଇଛି। ତା’ର ଆକ୍ରମଣରେ ରବିବାର ପିପିଲି ଓ ବଳଙ୍ଗା ଥାନା ଅଞ୍ଚଳର ୪ଜଣଙ୍କ ଜୀବନ ଯାଇଥିବାବେଳେ ୫ଜଣ…

ବିଧାନସଭାରେ ଧାନ ଝଡ଼

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଆକାଶରେ ମେଘ ବାଦଲ। ଆଗାମୀ ତିନିଦିନ ଧରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ଛେଚିବ। କେବଳ ମେଘ ନୁହେଁ, ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଏନେଇ…

ମାଟ୍ରିକ୍‌ ପରୀକ୍ଷା: କପି କରି ଧରାପଡ଼ିଲେ ୧୧୮ ପରୀକ୍ଷାର୍ଥୀ

କଟକ ଅଫିସ,୨୫ା୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷାରେ ସୋମବାର ୧୧୮ଜଣ ପରୀକ୍ଷାର୍ଥୀ କପି କରି ଧରା ପଡ଼ିବା ସହ ମାଲପ୍ରାକ୍ଟିସ(ଏମ୍‌ପି) ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମାଟ୍ରିକ ପରୀକ୍ଷାର ୧୦୮ଜଣ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ…

ଅଯୋଗ୍ୟ ହାତେଇଲେ ଘର

ଧାମନଗର,୨୫।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହୀ ପଞ୍ଚାୟତରେ ସରକାରୀ ଆବାସ ଯୋଜନାରେ ଅନିୟମିତତା ହୋଇଛି। ବହୁ ଯୋଗ୍ୟ ହିତାଧିକାରୀ ଘର ଖଣ୍ଡେ ଲାଗି ଚାହିଁ ବସିଥିବାବେଳେ ଅଯୋଗ୍ୟମାନେ କୌଶଳ କରି ହାତେଇଥିବା ଅଭିଯୋଗ ହେଉଛି। କିଛିଦିନ ତଳେ ବ୍ଲକ ଭାଜପା…

ପିଠା ପ୍ରତିଯୋଗିତା, ପ୍ରଦର୍ଶନୀ

ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ସହର ସ୍ଥାନୀୟ ଟାଉନହଲ୍‌ଠାରେ ବାଲେଶ୍ୱର ‘ଇନ୍‌ଟାକ୍‌’ ଚାପ୍ଟରର ତୃତୀୟ ଆକର୍ଷଣୀୟ ପୀଠା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୨ଜଣ ପ୍ରତିଯୋଗୀ ଯୋଗଦାନ କରିଥିଲେ। ଏହି ପ୍ରତିଯୋଗିତାରେ ବୀଣା ନନ୍ଦୀ ପ୍ରଥମ, ରଶ୍ମି ସାହୁ ଦ୍ୱିତୀୟ…

ଆହାର ନ ପାଇ ଫେରୁଛନ୍ତି ଲୋକେ

ଫୁଲବାଣୀ ଅଫିସ, ୨୫ା୨-ସହରର ଗରିବ, ଦିନ ମଜୁରିଆଙ୍କୁ ୫ ଟଙ୍କାରେ ଭାତ, ଡାଲମା ଯୋଗାଇ ଦେବା ପାଇଁ ସରକାର ଆରମ୍ଭ କରିଛନ୍ତି ଆହାର ଯୋଜନା। କନ୍ଧମାଳ ଜିଲା ଫୁଲବାଣୀ ସହରରେ ଦୁଇଟି ସ୍ଥାନରେ ଏହି କେନ୍ଦ୍ର ଖୋଲାଯାଇଛି। ଗୋଟିଏ ବସ୍‌ଷ୍ଟାଣ୍ଡରେ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri