କ୍ୟାବିନେଟ୍ ନିଷ୍ପତ୍ତି: ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା, ଧାନ କିଣା ଟାର୍ଗେଟ କମିଲା
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ ବିକା ଟଙ୍କା ମିଳୁଥିଲା। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ...
ଏସ୍ସିବିରେ ଭର୍ତ୍ତି ହେଲେ ଆଶୀର୍ବାଦ
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ଜେଲ୍ ହାଜତରେ ଥିବା ଓସିଏ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଏସ୍ସିବିରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କାଜୁଆଲିଟି ବିଭାଗରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଆଶୀର୍ବାଦଙ୍କୁ...
ଏଣିକି ମନ୍ଦିର ଆୟବ୍ୟୟର ହେବ ଅଡିଟ୍, ଏଜିଙ୍କୁ ଚିଠି ଲେଖିଲେ ଦେବୋତ୍ତର କମିଶନର
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଏଣିକି ମନ୍ଦିର ଆୟବ୍ୟୟର ଅଡିଟ୍ କରାଯିବ। ଏନେଇ ଦେବୋତ୍ତର କମିଶନର ଏଜିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟର ୬୧ଟି ମନ୍ଦିରର ଅଡିଟ୍ ପାଇଁ ଏଜିଙ୍କୁ ଚିଠି କରାଯାଇଥିବା ସୂଚନା ମିଳିଛି। ଭୁବନେଶ୍ୱରସ୍ଥ ଲିଙ୍ଗରାଜ, ରାମମନ୍ଦିର ଓ ଶନିମନ୍ଦିର, କଟକର କଟକଚଣ୍ଡି,...
କନ୍ଦାଇଲାଣି ପିଆଜ ଦର: ଯୋଗାଣ ସଚିବ ଯିବେ ଦିଲ୍ଲୀ
ଭୁବନେଶ୍ୱର,୨୬।୯(ବ୍ୟୁରୋ)- କନ୍ଦାଇଲାଣି ପିଆଜ। କିଲୋ ପିଛା ଦର ଏବେ ୫୫ ଛୁଇଁଥିବା ବେଳେ ଏହା ଆଗକୁ ଆହୁରୀ ବଢ଼ିପାରେ ବୋଲି କୁହାଯାଉଛି। ଏଣୁ ଉଭୟ ଖାଉଟି ଏବଂ ରାଜ୍ୟ ସରକାର ଚିନ୍ତାରେ। ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ପିଆଜ ଅଭାବ...
ଖର୍ଚ୍ଚ ନ ହୋଇ ପଡ଼ି ରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ି ଧର୍ମେନ୍ଦ୍ରଙ୍କ ଚିଠି
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଖର୍ଚ୍ଚ ନ ହୋଇ ପଡ଼ି ରହିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଲାଗି ମଞ୍ଜୁର ହୋଇଥିବା ଅର୍ଥ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂଙ୍କୁ ପୃଥକ ପୃଥମ ଭାବେ...
୧୫ ଦିନ ମଧ୍ୟରେ ଆର୍ଟିଓ ଅଫିସକୁ ଦଲାଲମୁକ୍ତ କର; ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଆର୍ଟିଓ କାର୍ଯ୍ୟାଳୟରେ ଭିଡ ଲାଗୁଛି। ଏହାର ଫାଇଦା ଉଠାଉଛନ୍ତି ଦଲାଲ। ବିଭିନ୍ନ କାର୍ଯ୍ୟ କରାଇଦେବା ନାମରେ ଦଲାଲମାନେ ସାଧାରଣଲୋକଙ୍କଠାରୁ ମୋଟା ଅଙ୍କର ଟଙ୍କା...
ଶୁକ୍ରବାରଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗୋପାଳପୁରସ୍ଥିତ ଗୋଳାବନ୍ଧଠାରେ ଥିବା ଆର୍ମି ଏୟାର ଡିଫେନ୍ସ କଲେଜର ୨୫ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।...
ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ୬୦ ଲକ୍ଷ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ, ବରମୁଣ୍ଡା ବସ୍ଷ୍ଟାଣ୍ଡର ହେବ ନବୀକରଣ
ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବହ୍ନରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଧାନ ଓ ଚାଉଳ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ସହ...
ବୁର୍ଲା ଭୀମସାର ମେଡିକାଲରୁ ୫ ଦଲାଲ ଗିରଫ: ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ନେଉଥିଲେ ଟଙ୍କା
ସମ୍ବଲପୁର, ୨୬।୯ (ବ୍ୟୁରୋ)- ଦଲାଲଙ୍କ କବଳରେ ରାଜ୍ୟର ବିଭିନ୍ନ ମେଡିକାଲ। ଗୁରୁବାର ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲ ପରିସରରୁ ପୋଲିସ ୫ଜଣ ଦଲାଲଙ୍କୁ ଗିରଫ କରିଛି । ସେମାନେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଟଙ୍କା ନେବା ସହ ରୋଗୀଙ୍କୁ ଘରୋଇ ମେଡିକାଲ...
ପୁରୀର ‘ନୂଆ ଯୁବରାଜ’ ନେଇ ଫଟୋ ଭାଇରାଲ ପ୍ରସଙ୍ଗ: ରାଜନଅର ପକ୍ଷରୁ ଖଣ୍ଡନ, ଫଟୋଟି ନୀଳଗିରି ଯୁବରାଜଙ୍କର
ପୁରୀ ଅଫିସ,୨୬।୯: ଗତ କିଛି ଦିନ ଧରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉତ୍ତରାଧିକାରୀ ବୋଲି ଜଣେ ବ୍ୟକ୍ତିଙ୍କୁ ପରିଚୟ ଦେଇ ଏକ ଫଟୋ ଭାଇରାଲ ହୋଇଆସୁଛି। ତେବେ ଏହା କେବଳ ଗୁଜବ। ଉକ୍ତ ବ୍ୟକ୍ତିଜଣଙ୍କ ନୀଳଗିରି ଯୁବରାଜ...
ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା: ଦୁଇ ବିଭାଗରେ ଓଡ଼ିଶା ଶ୍ରେଷ୍ଠ
ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ୫୫ତମ ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା(ଅଲ୍ ଇଣ୍ଡିଆ ସ୍କିଲ୍ କମ୍ପିଟିଶନ୍ ଫର୍ କ୍ରାଫ୍ଟସମେନ୍)ରେ ଓଡିଶାକୁ ମିଳିଛି ଦୁଇ-ଦୁଇଟି ସଫଳତା। ଦୁଇ ଓଡ଼ିଆ ବିକାଶ ଚନ୍ଦ୍ର ନାୟକ ଏବଂ ସଦାଶିବ ସାମନ୍ତରାୟ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତାରେ...
ଡାକ୍ତରଖାନାରେ ଦଲାଲରାଜ ନେଇ ମୁଖ୍ୟମନ୍ତ୍ରୀ ଖପ୍ପା
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ସରକାରୀ ହସ୍ପିଟାଲରେ ଦଲାଲ ଏବଂ ମଧ୍ୟସ୍ଥଙ୍କ ପାଦୁର୍ଭାବ ବୃଦ୍ଧିକୁ ନେଇ ଗଭୀର ଉଦ୍ବେଗ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବାସ୍ଥ୍ୟକେନ୍ଦ୍ରକୁ ମଧ୍ୟସ୍ଥଙ୍କ କବଳରୁ ମୁକ୍ତ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାର ଏସ୍ପିଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।...
Archives


