ରାଜ୍ୟ

ଭୂମିପୂଜାରେ ସୀମିତ ପାତାଳି ଶ୍ରୀକ୍ଷେତ୍ରର ବିକାଶ

ସୋନପୁର,୨୫।୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ୨୦୦୩ ମସିହାରେ ରାଜ୍ୟ ସରକାର ଏହି ସ୍ଥାନକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ । ଏହି ମାନ୍ୟତା ପରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚତୁର୍ଦ୍ଧାମୂର୍ତ୍ତି…

କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଗିରିଧାରୀ ଘଟନା: ସାହାଯ୍‌ର ହାତ୍‌ ବଢ଼ାଲା ଯୁବାମଞ୍ଚ, ଜାଗୃତି ଶାଖା

  ଗୁଡ଼ଭେଲା, ୨୫।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ଇ ବାବ୍‌ଦେ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ…

ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ : ୪ ଦଫାରେ କେନ୍ଦ୍ରିତ ହେଲା ଦାବି

ବଲାଙ୍ଗୀର ଅଫିସ,୨୫ା୨ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ସକାଶେ ସୋମବାର ଜିଲା ପ୍ରଶାସନ ସହ ପ୍ରକଳ୍ପ ପ୍ରଭାବିତ ବୁଡିଅଞ୍ଚଳବାସୀଙ୍କ ଏକ ଆଲୋଚନା ସ୍ଥାନୀୟ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା ା…

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ: ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ, ୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିବା ସହ ସେମାନଙ୍କ ପେନସନ୍‌ ସୁବିଧାକୁ ମଧ୍ୟ ସ୍ଥାୟୀ ଭାବେ ବନ୍ଦ କରିବାକୁ ନିର୍ଦ୍ଦେଶ…

ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ, ୨୪।୨: ପୁରୀ ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ପୌରସଂସ୍ଥା ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ସମୂଦ୍ର କୂଳ ପାର୍ଶ୍ୱରେ ଥିବା ୩ଟି ଦୋକାନ ଉଚ୍ଛେଦ ସରିଛି। ତେବେ ଏକ ଧର୍ମଶାଳାର ଉଚ୍ଛେଦକୁ ନେଇ…

ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

କଟକ ଅଫିସ,୨୪।୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତ ୧୯ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର…

ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ

ପାଟଣାଗଡ଼, ୨୪।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ ସେଣ୍ଟର ଉକ୍ତ ବ୍ଲକ ମରୁଆ ହାଇସ୍କୁଲରେ ପଡ଼ିଛି। ବଣାଇମୁଣ୍ଡା ସ୍କୁଲର ପିଅନ କାର୍ତ୍ତିକ…

ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ ଚନ୍ଦକା ଯିବା ରାସ୍ତାରେ କଳିଙ୍ଗ ବିହାରରେ ଥିବା ଏମ୍‌ସିଏଲ ଗାର୍ଡେନ ଭିତରେ ହାତୀଟି…

ଶାରୀଶୁଆ ପଥର ଖଣିରେ ଏସ୍‌ଟିଏଫ୍‌ ଚଢ଼ାଉ

ଖଇରା, ୨୪ା୨ଭୁବନେଶ୍ୱର,(ବ୍ୟୁରୋ): ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲଙ୍କ ରୋକ୍‌ ପରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଖଇରା ତହସିଲ୍‌ ଅଧୀନ ଶାରୀଶୁଆ ପାହାଡ଼ରେ ଥିବା ଏକାଧିକ ପଥର ଖଣିରେ ଚାଲିଥିଲା ବେଆଇନ ଖନନ। ପ୍ରଶାସନିକ ଅଧିକାରୀମାନେ ଚେଇଁ…

ତିତ୍‌ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା

ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍‌ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍‌ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ ରାସ୍ତା କିମ୍ବା ମରାମତି ହୋଇପାରିନାହିଁ। ତିତ୍‌ଲିରେ ଗଜପତି ଜିଲାର ରାୟଗଡ଼ ବ୍ଲକ୍‌ ବିଶେଷ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି, ତାର: ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ଓ୍ବେସ୍କୋ

ରାଉରକେଲା ଅଫିସ, ୨୪।୨- ଷ୍ଟିଲ ସିଟି ସ୍ମାର୍ଟ ସିଟି ମାନ୍ୟତା ପାଇଲା। ହେଲେ ରାଉରକେଲାରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଯେମିତିକୁ ସେମିତି ପୁରୁଣାକାଳିଆ ଢଙ୍ଗରେ ଚାଲିଛି। ସହରର ଅଧିକାଂଶ ସ୍ଥାନରେ ଏବେ ବି ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି ଓ ତାରଗୁଡ଼ିକ…

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାସୁଦେବପୁର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ଅଞ୍ଚଳର ଜଣେ ୪ ବର୍ଷୀୟା ଶିଶୁକନ୍ୟାଙ୍କୁ ରବିବାର ସକାଳେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ନେଇ ସନ୍ଧ୍ୟାରେ ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗକ୍ରମେ ନାୟକାଣିଡିହୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri