ରାଜ୍ୟ

କୋରିଆ କାର୍‌ଭାନ୍‌

ଭୁବନେଶ୍ୱର, ୨୪।୯(ବ୍ୟୁରୋ): କୋରିଆ ରିପ୍ଲବିକ୍‌ ରାଷ୍ଟ୍ରଦୂତଙ୍କ ଦ୍ୱାରା ପ୍ରତିବର୍ଷ ଭାରତର ଦୁଇଟି କିମ୍ବା ତିନୋଟି ରାଜ୍ୟରେ ଆୟୋଜିତ ହେଉଥିବା ‘କୋରିଆ କାରଭାନ୍‌’ କାର୍ଯ୍ୟକ୍ରମ ଚଳିତବର୍ଷ ମନ୍ଦିରମାଳିନୀ ସହର ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ରବୀନ୍ଦ୍ରମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ...

ବସ୍ତି ଯୁବତୀଙ୍କ ପରିବେଶ ଚିନ୍ତା: ଆତ୍ମନିର୍ଭରଶୀଳ ସହ ପ୍ରଦୂଷଣମୁକ୍ତ କରିଛି କପଡ଼ା ବ୍ୟାଗ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସମଗ୍ର ବିଶ୍ୱକୁ ଘାରିଛି ପ୍ଲାଷ୍ଟିକ୍‌ ପ୍ରଦୂଷଣ ଚିନ୍ତା। ଜଳବାୟୁ ପରିବର୍ତ୍ତନରେ ୯୯% ଭୂମିକା ପ୍ଲାଷ୍ଟିକ୍‌ର। ତେବେ ସାମୁଦ୍ରିକ ଜୀବଙ୍କୁ ଏହା ସର୍ବାଧିକ କ୍ଷତି ପହଞ୍ଚାଉଥିବାବେଳେ ମଣିଷଙ୍କ ଉପରେ ଏହାର କୁପ୍ରଭାବକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ।...

ମହାପ୍ରଭୁଙ୍କ ପାଇଁ ମାମୁଘରୁ ଆସିବ ପୋଢୁଆଁ ବସ୍ତ୍ର

ପୁରୀ ଅଫିସ, ୨୪।୯: କଟକ ଜିଲା ନିଆଳିର ମାଧବାନନ୍ଦ ଜୀଉ ମନ୍ଦିର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମାମୁଁଘର ବୋଲି ଲୋକମୁଖରେ ପରିଚିତ। ତେଣୁ ପ୍ରଥମାଷ୍ଟମୀରେ ପୋଢୁଆଁ ବସ୍ତ୍ର ଓ ସାମଗ୍ରୀ ଗ୍ରହଣ କରିବା ପାଇଁ ଜଗତ୍‌ସିଂହପୁରସ୍ଥିତ ଶ୍ରୀଜଗନ୍ନାଥ ଚେତନା ସୁରକ୍ଷା ଅଭିଯାନ...

ଆଶୀର୍ବାଦ ବେହେରା ଅସୁସ୍ଥ: କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇ ବିଚାରବିଭାଗୀୟ ଜେଲ୍‌ ହାଜତରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଗୁରୁତର ଅସୁସ୍ଥ ହୋଇଛନ୍ତି। ପୂର୍ବରୁ ସେ ଅସୁସ୍ଥ ଥିବାରୁ ଝାରପଡ଼ା ଜେଲ୍‌ ମେଡିକାଲରେ ତାଙ୍କର...

କେନ୍ଦ୍ରୀୟ ଯୋଜନାକୁ ହଡପ କରୁଛନ୍ତି ରାଜ୍ୟ ସରକାର, ଆସନ୍ତା ୨୭ରେ ସବୁ ବ୍ଲକରେ ଭାଜପାର ଘେରାଉ: ବସନ୍ତ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘରକୁ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟବାସୀଙ୍କୁ...

ଜୈବ ଇନ୍ଧନ ସମ୍ମିଳନୀ – ୨୦୧୯ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ; ଅନ୍ନଦାତାଙ୍କୁ ଉର୍ଜାଦାତା କରିବା ଆମ ଲକ୍ଷ୍ୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୯ (ବ୍ୟୁରୋ): ସିଆଇଆଇ ପକ୍ଷରୁ ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଜୈବ ଇନ୍ଧନ ଶକ୍ତି ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଦେଶର ଅନ୍ନଦାତା ଚାଷୀ ଭାଇଙ୍କୁ ଉର୍ଜାଦାତା କରିବା ଭାରତ ସରକାରଙ୍କର ପ୍ରାଥମିକତା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ଏହି...

ଅନ୍ଧାରରେ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ଭବିଷ୍ୟତ ବର୍ତ୍ତମାନ ଅନ୍ଧାରକୁ ଠେଲି ହୋଇଯାଇଛି। ମହାବିଦ୍ୟାଳୟର ୩୮୦ ଛାତ୍ରୀଛାତ୍ର ବର୍ତ୍ତମାନ ରାଜରାସ୍ତାରେ। ସୁରକ୍ଷା ଦୃଷ୍ଟିରୁ କଳିଙ୍ଗ ଷ୍ଟାଡ଼ିୟମ ପରିସରରୁ ଏହି ଶିକ୍ଷାନୁଷ୍ଠାନକୁ ହଟାଇ ଦିଆଯିବା...

ଦାରୁଠେଙ୍ଗ ଡମ୍ପିୟାର୍ଡ ପାଇଁ ନନ୍ଦନକାନନର ଜୀବ ମରୁଛନ୍ତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠସ୍ଥିତ ଡାରୁଠେଙ୍ଗ ଗ୍ରାମଠାରେ ସମଗ୍ର ଭୁବନେଶ୍ୱର ମହାନଗର ନିଗମର ଅଳିଆ ଓ ଆର୍ବଜନା ପାହାଡ଼ ପରି ଗଦା କରିଦିଆଯାଉଛି। ଏଥିପାଇଁ ସେହି ପାଖାପାଖି ଅଞ୍ଚଳ ଗୁଡିକର ପରିବେଶ ଅତ୍ୟନ୍ତ ପ୍ରଦୂଷିତ ହୋଇପଡ଼ିଛି ବୋଲି ଜଟଣୀ ବିଧାୟକ ସୁରେଶ...

ନନ୍ଦନକାନନକୁ ଚଡ଼କ: ଶେଷ ହେଲା ନୀଳଗିରି ବାନର ବଂଶ

ବାରଙ୍ଗ,୨୪।୯(ଡି.ଏନ.ଏ.): ଗତ କିଛିଦିନ ହେବ ନନ୍ଦନକାନନରେ ଦୁଃଖଦ ଘଟଣା ବଢ଼ିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ଜୀବଜନ୍ତୁ ଦିନକୁ ଦିନ କମିବାରେ ଲାଗିଛନ୍ତି। ରବିବାର ଗୋଟିଏ ବେଲେରା ମୂଷାର ମୃତ୍ୟୁ ହୋଇଥିବାବେଳେ ସୋମବାର ସକାଳେ ଏକ ମାଈ ନୀଳଗିରି ବାନରର...

ଅକ୍ଟୋବର ୧ରୁ ଲାଗୁ ହେବ ସଂଶୋଧିତ ପେନ୍‌ସନ ନିୟମ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ଯଦି କୌଣସି ସରକାରୀ କର୍ମଚାରୀଙ୍କର ମୃତ୍ୟୁ ହୁଏ ତେବେ ତାଙ୍କର ନିକଟ ସମ୍ପର୍କୀୟଙ୍କୁ ଶେଷ ଦରମାର ବର୍ଦ୍ଧିତ ୫୦ ପ୍ରତିଶତ ହାରରେ ୧୦ ବର୍ଷ ପର୍ଯ୍ୟନ୍ତ ପାରିବାରିକ ପେନସନ ଆକାରରେ...

ଆବେଦନ ପତ୍ର କମିଟିର ତୃତୀୟ ବୈଠକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଧାନସଭା ଆବେଦନ ପତ୍ର କମିଟି(୨୦୧୯-୨୦)ର ତୃତୀୟ ବୈଠକ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ସଚିବାଳୟ କମିଟି ପ୍ରକୋଷ୍ଠ ନଂ ୫୫ରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି...

ବାଚସ୍ପତିଙ୍କ କାମ୍ପାଲା ଯାତ୍ରା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୬୪ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଉଗାଣ୍ଡାର ରାଜଧାନୀ କାମ୍ପାଲା ଅଭିମୁଖେ ଯାତ୍ରା କରିଛନ୍ତି । ଆସନ୍ତା ୨୪ରୁ ୨୯ତାରିଖ ପର୍ଯ୍ୟନ୍ତ ବାଚସ୍ପତି ପାତ୍ର ସେଠାରେ ଅବସ୍ଥାନ କରିବେ। ଏହାପରେ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri