ଜିଲା ମୁଖ୍ୟଚିକିତ୍ସାଳୟରେ ଏମ୍ଆର୍ଙ୍କୁ ବାରଣ
ଯାଜପୁର ଟାଉନ,୨୬।୯(ଡି.ଏନ୍.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ମେଡିସିନ୍ ରିପ୍ରେଜେଣ୍ଟେଟିଭ୍(ଏମ୍ଆର୍)ଙ୍କୁ ବାରଣ କରିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଏକ ପତ୍ର ମାଧ୍ୟମରେ ଜଣାଇଛନ୍ତି। ଜନାୈଷଧି ଜରିଆରେ ରୋଗୀଙ୍କୁ ମାଗଣାରେ ସମସ୍ତ ଔଷଧପତ୍ର ଇତ୍ୟାଦି ଉପଲବ୍ଧ...
ଗର୍ଭବତୀ,ଶିଶୁ ଯତ୍ନ ସମ୍ପର୍କିତ ଆଲୋଚନା ଚକ୍ର
ଯାଜପୁର ଟାଉନ,୨୬।୯(ଡି.ଏନ୍.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ପୋଷଣ ମାସ ପାଳନ ଅବସରରେ ଅନୁଷ୍ଠିତ...
ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ
ଯାଜପୁର ଟାଉନ,୨୬।୯(ଡି.ଏନ୍.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ ମଧ୍ୟ ଏହି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟାଗୁଡ଼ିକ ସମାଧାନ କରାଗଲା ନାହିଁ। ଏହି ସମସ୍ୟା ସମ୍ପର୍କରେ...
ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ
ଡୁବୁରୀ,୨୬।୯(ଡି.ଏନ୍.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ବିଜ୍ଞାନ ପ୍ରଯୁକ୍ତିବିଦ୍ୟା, ସରକାରୀ ଉଦ୍ୟୋଗ,...
ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ
ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ. ୧୬୩/୧୯) ରୁଜୁକରି ତଦନ୍ତ ଚଳାଇଥିଲା। ଏହି ମାମଲାରେ ବୁଧବାର ଅଭିଯୁକ୍ତଙ୍କୁ...
ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍ ଦଖଲକୁ ନେଲା ଇଡ୍କୋ
କଳିଙ୍ଗନଗର,୨୬।୯(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍କୁ ବୁଧବାର ଇଡ୍କୋ ଦଖଲକୁ ନେଇଛି। ଇଡ୍କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ ଏହି ଗେଷ୍ଟହାଉସ୍କୁ ଦଖଲ ନେବାପାଇଁ ଯଖପୁରା ଠାରେ ପହଞ୍ଚତ୍ଥିଲେ। ମାଜିଷ୍ଟ୍ରେଟ୍ ଭାବେ ଦାନଗଦୀ...
ଟ୍ରକ୍କୁ ପଛରୁ ପିଟିଲା ବାଇକ୍, ଚାଳକ ଗୁରୁତର
କୋରେଇ,୨୬।୯(ସ୍ବ.ପ୍ର.): କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଧନେଶ୍ୱର-ଆଲିଆ ମଝିରେ ବୁଧବାର ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଭାରସାମ୍ୟ ହରାଇ ବାଇକ ପିଟି ହୋଇଛି। ଫଳରେ ବାଇକ୍ ଚାଳକ ଗୁରୁତର ହୋଇଛନ୍ତି। ବାଇକ୍...
ନର୍ସିଂ ଛାତ୍ରୀ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୮ ଅଭିଯୁକ୍ତ ଗିରଫ, ଆଜି ହେବେ କୋର୍ଟ ଚାଲାଣ; ଜଣେ ନାବାଳକ ବି ସମ୍ପୃକ୍ତ
ଜୁନାଗଡ,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାକତ୍ାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଅନ୍ୟ ଜଣେ ନାବାଳକ ଏଥିରେ ସମ୍ପୃକ୍ତ ଥିବା ପୋଲିସ କହିଛି...
ବସ୍ତିରେ ମିଳିବ କୋଠାଘର
ଭୁବନେଶ୍ୱର, ୨୬ା୯(ବ୍ୟୁରୋ): ରାଜ୍ୟର ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି), ମ୍ୟୁନିସିପାଲିଟି ଏବଂ ସମସ୍ତ ମହାନଗର ନିଗମରେ ବ୍ୟବସ୍ଥିତ ବସ୍ତି ଯୋଜନା (ସ୍ଲମ ପ୍ରୁଫିଙ୍ଗ୍) କାର୍ଯ୍ୟକାରୀ ହେବ। ଯେଉଁଠି ନାହିଁ ସେଠି ବସ୍ତି ଗଢ଼ି ଉଠିବାକୁ ସୁଯୋଗ ଦିଆଯିବ ନାହିଁ। ବସ୍ତି...
ଭାରତର ସମ୍ବିଧାନ ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯିବା ପ୍ରସଙ୍ଗ: ସଂଗ୍ରାମୀ ସ୍ମାରକୀ ସ୍ତମ୍ଭରୁ ଆରମ୍ଭ ହେଲା ଦସ୍ତଖତ ଅଭିଯାନ
ଚଣ୍ଡିଖୋଲ,୨୬।୯(ଡି.ଏନ୍.ଏ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଅହିଂସାକୁ ଭାରତର ସମ୍ବିଧାନ ମୁଖବନ୍ଧରେ ଅର୍ନ୍ତଭୁକ୍ତ କରିବା ପାଇଁ ଓଡ଼ିଶା ସରକାର ଯେଉଁ ପ୍ରସ୍ତାବ ଗ୍ରହଣ କରିଛନ୍ତି ସେହି ପ୍ରସ୍ତାବକୁ ପ୍ରତ୍ୟେକ ଓଡ଼ିଶାବାସୀ ସମ୍ମତି ଦେବା ନିମନ୍ତେ...
ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକ ବେହାଲ: ପରିବା ମାର୍କେଟରେ ଆଣ୍ଠୁଏ ପାଣି
ଚଣ୍ଡିଖୋଲ,୨୬।୯(ଡି.ଏନ୍.ଏ.): ଗତ ଦୁଇଦିନ ଧରି ଲାଗିରହିଥିବା ଲଗାଣ ବର୍ଷାରେ ଚଣ୍ଡିଖୋଲ ଛକର ଅବସ୍ଥା ବେହାଲ ହୋଇଛି। ରାସ୍ତା ଉପରେ ପାଣି ଲହଡ଼ି ମାରୁଥିଲା ବେଳେ ପରିବା ମାର୍କେଟରେ ଆଣ୍ଠୁଏ ଲେଖା ପାଣି ଜମି ରହିଛି। ଫଳରେ ପରିବା ବ୍ୟବସାୟ ଏକ...
ଭରତପୁର ଚୋରି ଘଟଣା: ୨ ଗିରଫ
ଆଳି, ୨୬।୯ (ଡି.ଏନ୍.ଏ.): ଆଳି ଥାନା ଅଧୀନ ଭରତପୁର ଗ୍ରମର ଦୁଇ ଜଣଙ୍କ ଘରୁ ହୋଇଥିବା ସଶସ୍ତ୍ର ଡକାୟତି ଘଟଣାରେ ପୋଲିସ ଆଉ ଦୁଇ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପଟ୍ଟାମୁଣ୍ଡାଇ ବଡମୂଳବସନ୍ତର...
Archives


