ଏମ୍ଏଲ୍ଏ ଲ୍ୟାଡ୍ ଖର୍ଚ୍ଚକୁ ନେଇ ଉଦ୍ବେଗ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ସାଂସଦ ଆଞ୍ଚଳିକ ଉନ୍ନୟନ ପାଣ୍ଠି (ଏମ୍ପି ଲ୍ୟାଡ୍) ମନ୍ଦିର ମରାମତି, ରକ୍ଷଣାବେକ୍ଷଣ କିମ୍ବା ମନ୍ଦିର ଜାଗାରେ କୌଣସି ପ୍ରକାର ନିର୍ମାଣରେ ଖର୍ଚ୍ଚ କରାଯାଇପାରିବ ନାହିଁ। ତେବେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି(ଏମ୍ଏଲ୍ଏ ଲ୍ୟାଡ୍) ଏ ଦିଗରେ ଖର୍ଚ୍ଚ ହୋଇପାରିବ। ଏଥିପାଇଁ…
ଖୁବ୍ଶୀଘ୍ର ବିଜେଡି ସାଙ୍ଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଖୁବ୍ଶୀଘ୍ର ୩୩ ସାଙ୍ଗଠନିକ ଜିଲା ପାଇଁ ସଭାପତି ଘୋଷଣା କରାଯିବ। ଏନେଇ ସମସ୍ତ ପ୍ରକ୍ରିୟା ସମାପ୍ତ ହୋଇଥିବା ଜଣାପଡିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଅନୁମୋଦନ କରିଥିବା ଜଣାପଡିଛି। ଦଳର…
ମାର୍ଚ୍ଚ ୧୩ରୁ ଖର୍ଚ୍ଚଦାବି ଆଲୋଚନା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଜେଟ ଉପସ୍ଥାପନ କରାଯାଇଛି। ଆସନ୍ତା ମାର୍ଚ୍ଚ ୧୩ରୁ ବିଭାଗୱାରୀ ଖର୍ଚ୍ଚଦାବି ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ଏହି କ୍ରମରେ ମାର୍ଚ୍ଚ ୧୨ରେ ଅନୁସୂଚିତ ଜାତି(ଏସ୍ସି), ଅନୁସୂଚିତ ଜନଜାତି(ଏସ୍ଟି), ଅନ୍ୟାନ୍ୟ ପଛୁଆ…
ହୁକିଟୋଲାଠାରେ ନିର୍ମାଣ ହେବ ଭାସମାନ ଜେଟି
ଭୁବନେଶ୍ୱର,୨୧।୨(ବ୍ୟୁରୋ): ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ କେନ୍ଦ୍ରାପଡ଼ା ଜିଲାର ହୁକିଟୋଲାଠାରେ ଚଳିତବର୍ଷ ଗୋଟିଏ ଭାସମାନ ଜେଟି ନିର୍ମାଣ କରାଯିବ। ଏଥିସହ ଯିବାଆସିବା କରିବା ଲାଗି ନଦୀକୂଳଠାରୁ ହୁକିଟୋଲା ପର୍ଯ୍ୟନ୍ତ ଏକ ଆପ୍ରୋଚ୍ ରୋଡ୍ ନିର୍ମାଣ କରାଯାଉଛି। ଏଠାରେ ମଧ୍ୟ ଏକ ଓ୍ବାଚ୍ଟାଓ୍ବାର ନିର୍ମାଣ…
ସୋମବାର ଆଗତ ହେବ ବିଶ୍ୱବିଦ୍ୟାଳୟ ଅଡିଟ୍ ରିପୋର୍ଟ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଆସନ୍ତା ସୋମବାର ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଡିଟ୍ ରିପୋର୍ଟ ଉପସ୍ଥାପନ କରାଯିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏହାକୁ ଉପସ୍ଥାପନ କରିବେ। ରିପୋର୍ଟ ଉପସ୍ଥାପନ ହେବାକୁ ଥିବା ବିଶ୍ୱବିଦ୍ୟାଳୟଗୁଡିକ ହେଉଛି- ଉତ୍କଳ ବିଶ୍ୱବିଦ୍ୟାଳୟ(୨୦୧୪-୨୦୧୫ରୁ ୨୦୧୬-୧୭), ସମ୍ବଲପୁର…
ମହାନଦୀରେ ନିର୍ମାଣ ହେବ ଆଉ ୭ ବ୍ୟାରେଜ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ମହାନଦୀର ନିମ୍ନସ୍ରୋତରେ ପ୍ରସ୍ତାବିତ ୭ ବ୍ୟାରେଜ୍ ମଧ୍ୟରୁ ୫ ବ୍ୟାରେଜ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ କାର୍ଯ୍ୟ ସମାପ୍ତ କରାଯାଇ ତାହାର ପ୍ରି-ଫିଜିବିଲିଟି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ସେହିପରି ଅନ୍ୟ ୨ ବ୍ୟାରେଜ ପ୍ରକଳ୍ପ ପାଇଁ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଥିବା…
ଏମ୍ସର ଅବାନ୍ତର ନିଷ୍ପତ୍ତି
ଭୁବନେଶ୍ୱର, ୨୧।୨(ବ୍ୟୁରୋ):ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ଏଣିକି ହିନ୍ଦୀ ଭାଷାରେ କାଗଜପତ୍ରରେ ଦସ୍ତଖତ କରିବା ସହ ବିଭିନ୍ନ ରେକର୍ଡ ପ୍ରସ୍ତୁତ କରିବା ଲାଗି ଗୁରୁବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ମର୍ମରେ ଭୁବନେଶ୍ୱର…
ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ
ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର ସେବା କରୁ। ନିଜର ଆଗ୍ରହ ଏବଂ ବାପାଙ୍କ ସ୍ବପ୍ନକୁ ସାକାର କରିବା ଲାଗି ସେ…
ଆଜି ଜାଗର: ଚଳଚଞ୍ଚଳ କପିଳାସ
ଢେଙ୍କାନାଳ ଅଫିସ, ୨୧।୨ – ପ୍ରସିଦ୍ଧ ମହାଶିବରାତ୍ରି ଏବଂ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଜାଗରଯାତ୍ରା ଅବ୍ୟବହିତ ପୂର୍ବରୁ ଗୁରୁବାରଠାରୁ କପିଳାସକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଲାଣି। ଠାକୁରଙ୍କ ନୀତି ନିର୍ଦ୍ଧାରିତ ସମୟରେ ସାରିବାକୁ…
ଆଜି ମହାଶିବରାତ୍ରି: ଚଳଚଞ୍ଚଳ ଆଖଣ୍ଡଳମଣି ପୀଠ
ଆରଡ଼ି,୨୧।୨ (ଡି.ଏନ.ଏ.)-ମହାଶିବରାତ୍ରି ପାଇଁ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ଜିଲା, ପୋଲିସ ଓ ମନ୍ଦିର ପ୍ରଶାସନ ତତ୍ପର ହୋଇପଡ଼ିଛନ୍ତି। ଶୁକ୍ରବାର ଭୋର ୪ଟାରେ ମନ୍ଦିର ପହଡ଼ ଖୋଲାଯାଇ ମଙ୍ଗଳ ଆଳତି କରାଯିବ। କନିକା…
ସର୍ବକ୍ଷମା ଅବଧି ୬ ମାସ ବୃଦ୍ଧି ଲାଗି ବିଧାନସଭାରେ କଂଗ୍ରେସର ଦାବି
ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ବହୁ ଅଟ୍ଟାଳିକା ଗଢ଼ି ଉଠୁଛି। ସେଗୁଡ଼ିକୁ ରେଗୁଲାରାଇଜ୍ କରିବା ଲାଗି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସର୍ବକ୍ଷମା ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନାର ଅବଧି ଫେବୃୟାରୀ ୨୦ ତାରିଖରେ ଶେଷ…
ଦୟା କେନାଲକୁ ନେତା, ଅଫିସର ମାଡ଼ି ବସିଛନ୍ତି: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଦୟା ଓ୍ବେଷ୍ଟ ଶାଖା କେନାଲ ଭୁବନେଶ୍ୱର ଓ ଜଟଣୀ ବ୍ଲକର ୨,୪୧୭ ହେକ୍ଟରକୁ ଜଳ ଯୋଗାଇ ଦେବା ଲାଗି ନିର୍ମାଣ କରାଯାଇଥିଲା। କିନ୍ତୁ ଇତି ମଧ୍ୟରେ ସହରୀକରଣ ଯୋଗୁ ବର୍ତ୍ତମାନ ପ୍ରାୟ ୧୩୫୦ ହେକ୍ଟରକୁ ଜଳସେଚନ ଯୋଗାଇ ଦିଆଯାଉଛି। ବୈଷୟିକ…
Archives


