୨ଜଣଙ୍କୁ ହାଣିଦେଲେ
ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଏହି ଦୁଇ ମୃତକ ହେଲେ ଗାଁର ଜିତୁ କୁମୁରା...
ସାପ କାମୁଡ଼ାରେ ମା’, ପୁଅ ମୃତ
କ.ନୂଆଗାଁ, ୨୪।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ପଞ୍ଚାୟତ ଡପର ଗାଁରେ ସାପ କାମୁଡ଼ାରେ ମଙ୍ଗଳବାର ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ୩ୟ ଶ୍ରେଣୀରେ ପଢ଼ୁଥିବା ପୁଅ ଆଦିତ୍ୟ ପ୍ରଧାନ ଓ ମା’ଅଙ୍ଗନଓ୍ବାଡି କର୍ମୀ...
ପଦାକୁ ଆସୁଛି ବ୍ରାଉନ୍ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍ ସିଲ
ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍ପିନ୍ ସେକ୍ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ବ୍ରାଉନସୁଗାରରୁ କିପରି ବିପୁଳ ସମ୍ପତ୍ତିର ମାଲିକ ହେଲେ ତାହାକୁ ନେଇ ଖୋଳତାଡ଼...
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ପାଟଣାଗଡ଼,୨୪।୯(ଡି.ଏନ୍.ଏ.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପାଟଣାଗଡ଼ର ସ୍ଥାୟୀ ବାସିନ୍ଦା କିଶୋରଙ୍କ ନିଜ ଘର, ଭାଇଙ୍କ...
ଚପିଯାଉଛି ସିଏମ୍ସିର ଦୁର୍ନୀତି
କଟକ ଅଫିସ, ୨୪।୯: କଟକ ମହାନଗର ନିଗମ(ସିଏମ୍ସି)ରେ ବହୁ ଦୁର୍ନୀତି ଲୋକଲୋଚନକୁ ଆସିଛି। ସେନେଇ ତଦନ୍ତ ହେବା ସହ ମାମଲା ବି ରୁଜୁ ହୋଇଛି। ହେଲେ ଅନେକ ଦୁର୍ନୀତି ଘଟଣାର ତଦନ୍ତ ବାଟବଣା ହୋଇଥିବାବେଳେ କେତେକ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇପାରୁନାହିଁ।...
ଛାତ୍ରୀଛାତ୍ରଙ୍କୁ ଜୀବନଗାଥା ଶୁଣାଇଲେ ଦିଲ୍ଲୀ ଶିଳ୍ପୀ
ପୁରୁଣା ଭୁବନେଶ୍ୱର,୨୪।୯(ଡି.ଏନ୍.ଏ): କଳାକୁ ଜୀବନ ଓ ଜୀବିକା କରି ଆଗକୁ ବଢିବା ପାଇଁ କେତେଜଣ ଶିଳ୍ପୀ ହିଁ ବ୍ରତ ବୋଲି ଭାବିଥାନ୍ତି। ସେହିପରି ଦିଲ୍ଲୀର ଶିଳ୍ପୀ ଶ୍ରବଣ ଚୌଧୁରୀ ସୋମବାର ଧଉଳି ଚାରୁକଳା ମହାବିଦ୍ୟାଳୟକୁ ଆସି ଛାତ୍ରୀଛାତ୍ର ଓ ଅଧ୍ୟାପିକା...
ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକ
ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ଦୟନୀୟ ହୋଇପଡ଼ିଛି। ଅସଜଡ଼ା ଅର୍ଥନୀତି ଯୋଗୁ ଦେଶର ଜିଡିପି ଅଭିବୃଦ୍ଧି ୫%କୁ ଖସି ଆସିଛି। ଗୋଟିଏ ପଟେ ରୋଜଗାର କମିଥିବାବେଳେ ଅନ୍ୟପଟେ ଶିକ୍ଷା, ସ୍ବାସ୍ଥ୍ୟ, ଗୃହ...
ୟୁନାଇଟେଡ୍ ବ୍ୟାଙ୍କରୁ ଚୋରି ଉଦ୍ୟମ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଶିଳ୍ପାଞ୍ଚଳରେ ଥିବା ୟୁନାଇଟେଡ ବ୍ୟାଙ୍କରୁ ରବିବାର ରାତିରେ ଏକ ବଡ ଧରଣର ଚୋରି ଉଦ୍ୟମ ହୋଇଛି। ଦୁର୍ବୃତ୍ତମାନେ ମୁହଁରେ କଳା କପଡ଼ା ବାନ୍ଧି ବ୍ୟାଙ୍କର ଝରକା ତାଡ଼ିି ବ୍ରାଞ୍ଚ ମ୍ୟାନେଜରଙ୍କ ରୁମ୍ରେ ପଶିଥିଲେ। ସେଠାରେ...
ଓଡ଼ିଶାରେ ପ୍ରଥମ ବ୍ୟବସ୍ଥା: କଏଦୀ ବ୍ୟବହାର କରିବେ ସ୍ମାର୍ଟ କାର୍ଡ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ପ୍ରାୟ ୧୮ ହଜାର କଏଦୀ ରହୁଛନ୍ତି। ସେମାନେ ଯେପରି ଜେଲ ଭିତରେ ସୁବିଧାରେ ରହିବେ ସେଥିଲାଗି ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୂଆ ନୂଆ ପଦକ୍ଷେପ ନିଆଯାଉଛି। ଏଣିକି କଏଦୀମାନେ ଜେଲ୍ ଭିତରେ ସ୍ମାର୍ଟ...
ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
କଟକ ଅଫିସ, ୨୪।୯: ଗତ ସାଧାରଣ ନିର୍ବାଚନରେ ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ପ୍ରଭୁ ଜାନି ବିଜୟୀ ହୋଇଛନ୍ତି। ତେବେ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରଭୁ ଜାନିଙ୍କ ସହ ସିପିଆଇ(ଏମ୍/ଏଲ୍)ର ପୂର୍ଣ୍ଣ ମାଣ୍ଡାଙ୍ଗି, ବିଏସ୍ପିର ଅନୀତା ସଗରିଆ,...
ରାଜଧାନୀ ଏକ୍ସପ୍ରେସ୍ରେ ପ୍ରଦର୍ଶିତ ହେବ କଳା, ସଂସ୍କୃତି
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜଧାନୀ ଏକ୍ସପ୍ରେସ୍ରେ ସ୍ଥାନ ପାଇବ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ। ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ବହିର୍ବିଭାଗରେ ଉଚ୍ଚ ମାନର ଭିନାଇଲ ବ୍ୟବହାର କରାଯାଇ ଓଡ଼ିଶାର ସୌନ୍ଦର୍ଯ୍ୟକୁ ପ୍ରଦର୍ଶିତ କରାଯିବ। ରାଜଧାନୀ ଏକ୍ସପ୍ରେସର ୩ଟି ଯାକ ରେକ୍ରେ...
ଭୁବନେଶ୍ୱରରେ ବଢ଼ିଚାଲିଛି ମୋଟର ଯାନ: କାର୍ଯ୍ୟକାରୀ ହେବ ଲୋ କାର୍ବନ ମୋବିଲିଟି ପ୍ଲାନ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଅନୁଯାୟୀ ୨୦୧୯ରେ ପଞ୍ଜୀକୃତ ଗାଡ଼ି ସଂଖ୍ୟା ହେଉଛି ୧୪ ଲକ୍ଷ, ଯାହା ସହରର ଜନସଂଖ୍ୟା(ପ୍ରାୟ ୧୦ ଲକ୍ଷ)ଠାରୁ ଯଥେଷ୍ଟ ଅଧିକ। ୮୦%ରୁ ଊର୍ଦ୍ଧ୍ୱ ଲୋକ ଗମନାଗମନ ପାଇଁ ନିଜସ୍ବ ଗାଡ଼ି ଉପରେ...
Archives


