ମୋ ସରକାର କାର୍ଯ୍ୟକ୍ରମର ପ୍ରଭାବ; ଗତବର୍ଷ ତୁଳନାରେ ବଢିଛି ମାମଲା
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଆଉ ଦିନ କେଇଟା ପରେ ଆସିବ ନୂଆବର୍ଷ। ହେଲେ ୨୦୧୯ରେ ବିଭିନ୍ନ ଥାନାରେ ବଢିଥିବା ମାମଲା ସଂଖ୍ୟା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟଛି। କାରଣ ମୋ‘ ସରକାର କାର୍ଯ୍ୟକ୍ରମ ପରଠୁ କମିଶନରେଟ ପୋଲିସର ଏକାଧିକ ଥାନାରେ ମାମଲା…
ଶୀତରେ ଥରୁଛି ସାରା ଓଡ଼ିଶା; ନୂଆବର୍ଷରେ ବର୍ଷା
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ଅସହ୍ୟ ଶୀତରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ ବି ଶୀତ ଦାଉରୁ ଲୋକଙ୍କୁ ନିସ୍ତାର ମିଳୁନାହିଁ। ତେବେ ଏହିଭଳି ଶୀତର ଲହରୀ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଲାଗିରହିବ। ଅନ୍ୟପଟେ ନୂଆବର୍ଷରେ ବର୍ଷା…
୬୫,୨୧୦ଟଙ୍କା ଆଦାୟ କରି ରେକର୍ଡ କଲା ପ୍ଲାନେଟାରିୟମ
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ପଠାଣି ସାମନ୍ତ ପ୍ଲାନେଟାରିୟମ ପୁଣି ଏକ ରେକର୍ଡ ସୃଷ୍ଟି କରିଛି। ଗତ ୨୨ ତାରିଖରେ ପ୍ଲାନେଟାରିୟମ ଗୋଟିଏ ଦିନରେ ସର୍ବାଧିକ ୫୫ହଜାର ୩୩୦ ଟଙ୍କା ସଂଗ୍ରହ କରି ରେକର୍ଡ ସୃଷ୍ଟି କରିଥିଲା। କିନ୍ତୁ ରବିବାର ପ୍ଲାନେଟାରିୟମ ପୁଣି ସେହି…
ପାହାଡ଼ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି
ଜୟପୁର,୩୦।୧୨(ଡି.ଏନ୍.ଏ.) ଜୟପୁର ସହର ଉପକଣ୍ଠରୁ ମାତ୍ର ୩ କିମି ଦୂର ବାରିଣିପୁଟ ନିକଟସ୍ଥ ମହୁଲଭଟ୍ଟା ରାସ୍ତାରେ ଥିବା ପାହାଡ଼ରୁ ମୋରମ ଓ ମାଟି ବେଆଇନ ଚାଲାଣ କରାଯାଉଛି। ରାଜସ୍ବ ବିଭାଗ ଅଧୀନରେ ଥିବା ଏହି ପାହାଡ଼ରୁ ମାଟି ଓ ମୋରମ କେବଳ ବିଭାଗୀୟ…
ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣା: ୨ ଗିରଫ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଏସ୍ପ୍ଲାନାଡେ ଶପିଂ ମଲ୍ରେ ସାମ୍ବାଦିକାଙ୍କୁ ଆକ୍ରମଣ ସହ ଅସଦାଚରଣ ଘଟଣାକୁ ନେଇ ରାଜ୍ୟ ସମେତ ରାଜଧାନୀରେ ପ୍ରବଳ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ସାମାଜିକ କର୍ମୀ, ମାନବାଧିକାର କର୍ମୀ, ରାଜନୈତିକ ଦଳର ନେତା ଓ ଛାତ୍ରୀମାନେ ସାମ୍ବାଦିକାଙ୍କ ଉପରେ ହୋଇଥିବା…
ନୂଆବର୍ଷରେ ଭିଜିବ ଓଡ଼ିଶା
ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ନୂଆବର୍ଷରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଆସନ୍ତା ୧ରୁ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ୧ରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ହାଲୁକା ବର୍ଷା ହେବ। ୧ ତାରିଖରେ ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା,…
ଶ୍ରୀମନ୍ଦିର ଓ୍ବାଚ୍ ଟାଓ୍ବାରରେ ଚଢି ଫଟୋ ଉଠାଇଲେ ବିଦେଶିନୀ, ଭିଡିଓ ଭାଇରାଲ
ପୁରୀ ଅଫିସ,୨୯।୧୨: ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଥିବା କୁହାଯାଉଛି। ହେଲେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା ଥିବା ରବିବାର ଏକ ଭାଇରାଲ ଭଡିଓରୁ ସ୍ପଷ୍ଟ ହୋଇଛି। ମନ୍ଦିରର ଉତ୍ତର-ପଶ୍ଚିମ…
ବ୍ଲକର ଜମାଖାତାରୁ ଟଙ୍କା ଗାଏବ: ବ୍ୟାଙ୍କ ମ୍ୟାନେଜର ସହ ୩ ଗିରଫ, ୬ ମାସରେ ୧୨ ଲକ୍ଷ ୪୭ ହଜାର କରିଥିଲେ ଠକେଇ
ସମ୍ବଲପୁର,୨୯।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଆଇସିଆଇସିଆଇ ବ୍ୟାଙ୍କ ବାମଲୋଇ ଶାଖାରେ ରେଙ୍ଗାଲି ବ୍ଲକର ଜମାଖାତାରୁ ଟଙ୍କା ଠକେଇ ହୋଇଛି। ବିଭିନ୍ନ ଯୋଜନାରେ ଥିବା ପେନ୍ସନ ଟଙ୍କାରୁ ୬ ମାସ ଭିତରେ ପ୍ରାୟ ୧୨ ଲକ୍ଷ ୪୭ ହଜାର ୭୦ ଟଙ୍କା…
ଗାୟକ ହେବେ ତାରା: ‘ଛି ଛି’ ଗୀତରେ ସରକାରଙ୍କୁ କରିବେ ଟାର୍ଗେଟ
ଜୟପୁର,୨୯।୧୨(ଡି.ଏନ୍.ଏ.): ଜୟପୁରରୁ ନେଇ ଭୁବନେଶ୍ୱର, ସବୁଠି ରହିଛି ତାରାପ୍ରସାଦ ବାହିନୀପତିଙ୍କ ଦବ୍ଦବା। ପୋଲିସରୁ ନେତା ସାଜିଥିବା ତାରା ନିଜର ଅଜବ ଓ ଖିଆଲି ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଛନ୍ତି। ଅନେକ ସମୟରେ ଡିଜେର ତାଳେ ତାଳେ ସେ ମଞ୍ଚ…
ଆଜିଠୁ ଭିତରକନିକାରେ ବଉଳା କୁମ୍ଭୀର ଗଣନା ଆରମ୍ଭ
ରାଜନଗର,୨୯।୧୨(ଡି.ଏନ୍.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ରବିବାରଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହେଇଛି। ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ କେଉଁ ଅନାଦି କାଳରୁ ବସବାସ କରି ଆସୁଥିବା ବଉଳା କୁମ୍ଭୀରମାନଙ୍କ ଗଣନା ସହିତ…
ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ
କୋଟଗଡ଼,୨୯।୧୨ (ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ ଘଟଣାର ରବିବାର ପୋଲିସ ପର୍ଦ୍ଦାଫାଶ କରିଛି। ଦୁଇ ସୁପାରି କିଲରଙ୍କ ସମେତ ମୁଖ୍ୟ…
ବିଜେଡିର ପ୍ରତିଷ୍ଠା ଦିବସରେ ବିନା ହେଲମେଟରେ ବାଇକ ରାଲି: ଟ୍ବିଟ୍ ପରେ ଆକ୍ସନମୁଡ୍କୁ ଆସିଲା କମିଶନରେଟ ପୋଲିସ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ବିଜେଡି ଦଳର ୨୩ ତମ ପ୍ରତିଷ୍ଠା ଦିବସରେ ଏକାଧିକ କର୍ମି ମାଷ୍ଟରକ୍ୟାଣ୍ଟିନ ଛକରୁ ବିଜେଡି ପାର୍ଟି ଅଫିସ ପର୍ଯ୍ୟନ୍ତ ଆସିଥିଲେ। ଏକାଧିକ କର୍ମୀମାନେ ବିନା ହେଲମେଟରେ ବିଶାଳ ବାଇକ ରାଲିରେ ସହର ଛାତି ଉପରେ କାନ ଫଟା ହର୍ଣ୍ଣ ବଜାଇ…
Archives


