ରାଜନୀତି କରିବେ ଦୂତି ଚାନ୍ଦ
ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜନୀତିରେ ଯୋଗଦେବେ ଆଥ୍ଲେଟ ଦୂତି ଚାନ୍ଦ। ସୋମବାର ଦୂତି କରିଥିବା ଏକ ଟ୍ବିଟ୍କୁ ନେଇ ଏହି ଚର୍ଚ୍ଚା ଜୋର୍ ଧରିଛି। ଏକ ଟ୍ବିଟ୍ରେ ଦୂତି ଲେଖିଛନ୍ତି ଯେ, ପିଲାଦିନରୁ ହିଁ ରାଜନୀତିରେ ମିଶିବା ପାଇଁ ଇଚ୍ଛା ଥିଲା।...
ସାପ କାମୁଡ଼ାରେ ୬ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାପ କାମୁଡ଼ାରେ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରେ ୨ ଏବଂ କେନ୍ଦୁଝର ଜିଲା ତେଲକୋଇରେ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମର ଜିଲା...
ରୋହିତ ପୂଜାରୀ ହେଲେ ବିଜେଡିର ଉପମୁଖ୍ୟ ସଚେତକ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ରୋହିତ ପୂଜାରୀ ହେଲେ ସରକାରୀ ଦଳ ଉପମୁଖ୍ୟ ସଚେତକ। ପୂର୍ବରୁ ଏହି ପଦବୀରେ ଥିବା ପ୍ରଣବ ବଳବନ୍ତ ରାୟଙ୍କୁ ବିଦା କରାଯାଇ ରୋହିତଙ୍କୁ ଅବସ୍ଥାପିତ କରାଯାଇଛି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ତେବେ ଯାଜପୂର...
ଗୁଜୁରାଣରେ ବାଧକ ସ୍ବଳ୍ପ ବେତନ : ଦୁର୍ଦ୍ଦିନରେ ଡ୍ୟାନ୍ସିଂ ହୋମ୍ଗାର୍ଡ ପ୍ରତାପ
ଭୁବନେଶ୍ୱର,୨୩।୯ : ହସ ହସ ମୁହଁରେ ଟ୍ରାଫିକ୍ ପୋଷ୍ଟରେ ଦିଅନ୍ତି ସିଗ୍ନାଲ। ଯଦି କେହି ହେଲ୍ମେଟ କିମ୍ବା ସିଟ୍ବେଲ୍ଟ ବାନ୍ଧି ନ ଥାନ୍ତି ସେ ତାଙ୍କର ସ୍ବତନ୍ତ୍ର ଭଙ୍ଗିରେ ଦିଅନ୍ତି ପରାମର୍ଶ। ଏହିପରି ସହରବାସୀଙ୍କ ହୃଦୟ ଜିଣିଥିବା ସୁପରିଚିତ ଡ୍ୟାନ୍ସିଂ...
ଓଡ଼ିଶାରେ ପୁଣିଥରେ ପୁଞ୍ଜି ନିବେଶ କରିପାରେ କୋରିଆ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ପୋସ୍କୋ ଓଡ଼ିଶାରୁ ମୁହଁ ଫେରାଇବା ପରେ ପୁଣି ଥରେ ଓଡ଼ିଶାରେ ପୁଞ୍ଜି ନିବେଶ କରିପାରେ କୋରିଆ। କୋରିଆ ରାଷ୍ଟ୍ରଦୂତ ସିନ୍ ବଙ୍ଗ୍କିଲଙ୍କ ସହ ୪୬ ଜଣିଆ ଶିଳ୍ପ ପ୍ରତିନିଧି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ପୋସ୍କୋ ବହୁ...
ବିଜେପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୨୩ ଅର୍ଥାତ୍ ଆଜିଠାରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପଦ୍ମପୁର ଉପଜିଲାପାଳ କାର୍ଯ୍ୟଳୟରେ ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଅକ୍ଟୋବର ୧ରେ ପ୍ରାର୍ଥୀପତ୍ର ଗୁଡିକୁ ଯାଞ୍ଚ୍ କରାଯିବ। ଯଦି...
ସମସ୍ୟା ଘେରରେ ଧାଡ଼ିଆମ୍ବ ପ୍ରାଥମିକ ବିଦ୍ୟାଳୟ: ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ ଶୂନ
ଚନ୍ଦ୍ରଗିରି,୨୩ା୯(ଡି.ଏନ.ଏ.)-ସରକାର ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟର ଭିତ୍ତିଭୂମି ସଜାଡିବା ସହ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନଭୋଜନ ଠାରୁ ଆରମ୍ଭ କରି ବହି, ଡ୍ରେସ, ଜୋତା ଓ ସାଇକେଲ ବଣ୍ଟନ ଆଦି କେତେକଣ ଯୋଜନା କରୁଛନ୍ତି। କିନ୍ତୁ ଆଜି...
ହର୍ପିସ ଭୂତାଣୁର ଅନୁଧ୍ୟାନ ପାଇଁ ନନ୍ଦନକାନନ ଆସିବେ କେନ୍ଦ୍ରୀୟ ଟିମ୍
ବାରଙ୍ଗ,୨୩ା୯(ଡି.ଏନ.ଏ) : ନନ୍ଦନକାନନରେ ହର୍ପିସ ଭାଇରସ ଯୋଗୁ ୪ଟି ହାତୀଙ୍କର ମୃତ୍ୟୁ ଘଟଣା କର୍ତ୍ତୃପକ୍ଷଙ୍କ ପାଇଁ ନାନା ଚିନ୍ତା ବଢ଼ାଇଛି। ଏହି ଘଟଣା ଏବେ ରାଜ୍ୟରେ ସୀମିତ ହୋଇରହି ନାହଁି। ଜାତୀୟସ୍ତରରେ ମଧ୍ୟ ଏହାକୁ ନେଇ ବିଭିନ୍ନ ଆଲୋଚନା ହେଉଛି।...
ପୁଣି ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ
ପୁରୁଣା ଭୁବନେଶ୍ୱର,୨୩ା୯(ଡି.ଏନ.ଏ.) : ଐତିହ୍ୟ ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ଫଟୋ ଭାଇରାଲ ଘଟଣା ଆଲୋଚନାକୁ ଆସିଛି। ବାରମ୍ବାର ମନ୍ଦିର ଭିତରେ କୌଣସି ସେବାୟତ କିମ୍ବା ପର୍ଯ୍ୟଟକ ଫଟୋ ଉଠାଇବା ବା ସେଲଫି ନେବାକୁ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଥିବା...
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ଟେଣ୍ଟ ହାଉସ ମାଲିକ ସଂଘର ବିରୋଧ : ସରକାରୀ, ରାଜନୈତିକ କାର୍ଯ୍ୟରେ ବାନ୍ଧିବେନି ଟେଣ୍ଟ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ସହ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଟେଣ୍ଟ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଛି। ଟେଣ୍ଟ ହାଉସ ମାଲିକ, କର୍ମଚାରୀ ଓ ଶ୍ରମିକମାନେ ଜୀବିକା ହରାଇବା ସ୍ଥିତି ଉପୁଜିଛି। ଏହାକୁ ଦୃଢ଼...
କୋଣାର୍କ ହେବ ନୂଆ ଡେଷ୍ଟିନେଶନ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ପ୍ରଥମେ କଚ୍ଛ୍ରେ ହେଉଥିବା ରାନ୍ ଉତ୍ସବ ଶୈଳୀରେ କୋଣାର୍କରେ ମାସିକିଆ ଉତ୍ସବ, ଆଉ ଏବେ ପର୍ଯ୍ୟଟକଙ୍କ ଲାଗି ଏକ ସ୍ଥାୟୀ ପ୍ରକଳ୍ପ। କୋଣାର୍କକୁ ଓଡ଼ିଶାର ଏକ ପ୍ରମୁଖ ଟୁରିଜମ୍ ଡେଷ୍ଟିନେଶନ ବା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ରାଜ୍ୟ...
ବିରାଟ କୋହଲି ମୋ ଫେଭରାଇଟ୍ କ୍ରିକେଟର୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସାହିତ୍ୟ ଆମକୁ ପ୍ରଶ୍ନ ପଚାରିବାକୁ ବାଟ ଦେଖାଏ। ସାହିତ୍ୟ ଆମକୁ ସ୍ବପ୍ନ ଦେଖାଏ। ସାହିତ୍ୟ ଆମକୁ ପରିବର୍ତ୍ତନର ଆହ୍ବାନ ଦିଏ। ଅତୀତରୁ ବର୍ତ୍ତମାନ ପର୍ଯ୍ୟନ୍ତ, ସାମାଜିକ ପରିବର୍ତ୍ତନ ପ୍ରକ୍ରିୟାରେ ସାହିତ୍ୟ ଏକ ମୁଖ୍ୟ ଅସ୍ତ୍ର ଓ ଆହ୍ବାନ।...
Archives


