ରାଜ୍ୟ

ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ କଟକ, ଯାଜପୁର, ଜଗତ୍‌ସିଂହପୁର...

ଅକ୍ଟୋବର ୩୧ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାର

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚଳିବ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ପ୍ରକ୍ରିୟା ସମାପ୍ତ କରାଯାଉ। ଏହି ପ୍ରକ୍ରିୟା ଆରମ୍ଭ ସମ୍ପର୍କିତ ଏବ ସବିଶେଷ ବିବରଣୀ ୧୦ ଦିନ ମଧ୍ୟରେ ପ୍ରଦାନ କରାଯାଉ। ଏହି ମର୍ମରେ ଗୃହ...

ଭାରତ-ମଙ୍ଗୋଲିଆ ବ୍ୟବସାୟିକ ବୈଠକରେ ଧର୍ମେନ୍ଦ୍ର: ‘ଦ୍ୱିପାକ୍ଷିକ ସହଯୋଗ ଅର୍ଥନୀତିକୁ ମଜଭୁତ କରିବ’

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହୋଇଛି। ଏହି ସମ୍ପର୍କ ଦୁଇ ଦେଶର ଅର୍ଥନୀତିକୁ ମଧ୍ୟ ଭବିଷ୍ୟତରେ ମଜଭୁତ କରିବ ବୋଲି ନୂଆଦିଲ୍ଲୀଠାରେ ଏଫ୍‌ଆଇସିସିଆଇ...

ଖବରଦାତା-ଆଇନଜୀବୀ ମୁହଁ।ମୁହିଁ ଭିଡିଓ ଭାଇରାଲ ଘଟଣା: ଥାନାରେ ମାମଲା ରୁଜୁ

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ଖଣ୍ଡପଡ଼ା କୋର୍ଟ ପରିସରରେ ଗୁରୁବାର ଜଣେ ଖବରଦାତା ଓ ଜଣେ ଆଇନଜୀବୀଙ୍କ ମଧ୍ୟରେ ମୁହଁ।ମୁହିଁ ହୋଇଥିବାର ଭିଡିଓ ଭାଇରାଲ୍‌ ହୋଇଛି। ଉକ୍ତ ଭିଡିଓରେ କୌଣସି ଏକ ଘଟଣାକୁ କେନ୍ଦ୍ର କରି ଆଇନଜୀବୀ ଓ ଖବରଦାତାଙ୍କ...

ଚାଷ ପାଇଁ ଚାଷୀ ଚିନ୍ତିତ

ପୁରୁଣା ଭୁବନେଶ୍ୱର,୨୧ା୯(ଡି.ଏନ.ଏ.): ରାଜଧାନୀର ବିଭିନ୍ନ ମଠ ମନ୍ଦିର, ଆଦି ସରକାରୀ ଜାଗାକୁ ଜବରଦଖଲ କରିସାରିବା ପରେ ଏବେ ରାଜଧାନୀର ଉପକଣ୍ଠରେ ଜବରଦଖଲକାରୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ଗ୍ରୀନ୍‌କୁ ୟଲୋ ଜୋନରେ ବିଡିଏରୁ ମିଛ ପ୍ରମାଣପତ୍ର ଦାଖଲ କରାଇ ଏସବୁ ଅଞ୍ଚଳରେ...

ଚନ୍ଦକା-ଡମପଡ଼ା ଅଭୟାରଣ୍ୟ: ବର୍ଷସାରା ନାଇଟ୍‌, ଫୁଟ୍‌ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ତତ୍ପର ହୋଇଛି ବନ ବିଭାଗ। ବର୍ଷ ସାରା ଏହି ଅଭୟାରଣ୍ୟରେ ନାଇଟ୍‌ ପାଟ୍ରୋଲିଂ ଏବଂ ଫୁଟ୍‌ ପାଟ୍ରୋଲିଂ ନିୟମିତ ଭାବେ କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ...

ଏଥର ପ୍ରଦୂଷଣମୁକ୍ତ ଦଶହରା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଭୁବନେଶ୍ୱରରେ ଏଥର ଦେଖିବାକୁ ମିଳିବ ପ୍ଲାଷ୍ଟିକ୍‌ ଓ ଶବ୍ଦ ପ୍ରଦୂଷଣମୁକ୍ତ ଦଶହରା। ସହରରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ପୂଜାକୁ ଶବ୍ଦ, ବାୟୁ ଓ ପରିବେଶ ପ୍ରଦୂଷଣରୁ ମୁକ୍ତ ରଖିବାକୁ ପ୍ରଚେଷ୍ଟା କରାଯିବ। ଗତବର୍ଷ ଭଳି ଏଥର...

କମଳା ପରେ ଗୌରୀ ଆଖିବୁଜିଲା

ଭୁବନେଶ୍ୱର, (ବ୍ୟୁରୋ)/ବାରଙ୍ଗ,୨୧ା୯(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଘାତକ ସାଜିଛି ହର୍ପିସ୍‌ ଭୂତାଣୁ। ଏଥିରୁ ହାତୀମାନଙ୍କୁ ବଞ୍ଚାଇ ଯାଇପାରୁନାହିଁ। ଫଳରେ କ୍ରମାଗତ ହାତୀ ମୃତ୍ୟୁ ଜାରି ରହିଛି। ଗୁରୁବାର ସନ୍ଧ୍ୟାରେ ୭ବର୍ଷର ମାଈହାତୀ କମଳାର ମୃତ୍ୟୁ ଘଟିଥିବାବେଳେ ଏହାର ଦିନକ ପରେ ଆଉ...

କାଗଜ ବଣ୍ଡଲ ଧରାଇ ୫ ଲକ୍ଷ ଠକେଇ ଘଟଣା: ଆଉ ଜଣେ ଗିରଫ

କଟକ ରୋଡ, ୨୧ା୯(ଡି.ଏନ୍‌.ଏ): କାଗଜ ବଣ୍ଡଲ ଧରାଇ ରାଜ୍ୟ ବାହାରର ଜଣେ ବ୍ୟବସାୟୀଙ୍କୁ ୫ଲକ୍ଷ ଟଙ୍କା ଠକିଥିବା ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ଶୁକ୍ରବାର ଗିରଫ କରିଛି। ସେ ହେଲେ ଜଗତ୍‌ସିହପୁର ଜିଲା କୁଜଙ୍ଗ...

କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ

କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଆବେଦନକାରୀ ତଥା ଆଇନଜୀବୀ ଅନ୍ତର୍ଯାମୀ ସ୍ବାଇଁଙ୍କ...

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌: ନିୟମ ମାନୁନାହାନ୍ତି ଅନେକ ଶୋ’ରୁମ୍‌ ମାଲିକ

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆତଙ୍କବାଦ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ସବୁ ରାଜ୍ୟକୁ ପରାମର୍ଶ ଦେଇଛନ୍ତି। ଓଡ଼ିଶାରେ ଗତ ମେ ୧ରୁ ନୂତନ ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ନିୟମ...

କୁନି ପ୍ରଧାନ ହତ୍ୟା ମାମଲା: ନାତି ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୨୧।୯: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ପ୍ରସନ୍ନପୁରର କୁନି ପ୍ରଧାନ(୮୩)ଙ୍କୁ ୨୦୧୪ ମସିହାରେ ତାଙ୍କ ନାତି ବଳରାମ ସ୍ବାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ମାମଲାର ବିଚାର କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri