ମୁଖ୍ୟମନ୍ତ୍ରୀ, କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୯।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁଖତାର ଅବାସ ନକ୍ଭୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଚିଠି ଲେଖିଛନ୍ତି। ୨ଟି ପ୍ରସଙ୍ଗରେ ଧର୍ମେନ୍ଦ୍ର ପୃଥକ ପୃଥକ ଚିଠି ଲେଖିଥିବା ଜଣାପଡ଼ିଛି। ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି…
ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା: ଭଦ୍ରକର ୧୧୭ କେନ୍ଦ୍ରରେ ୨୩,୫୬୩ ପରୀକ୍ଷାର୍ଥୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭଦ୍ରକ ଅଫିସ, ୧୯ା୨- ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଭଦ୍ରକ ଜିଲାର ୭ଟି ବ୍ଲକରେ ମୋଟ ୧୧୭ଟି ପରୀକ୍ଷା କେନ୍ଦ୍ରରେ ୨୩, ୫୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଜିଲା ଶିକ୍ଷାବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା…
ମାଟ୍ରିକ୍ ପରୀକ୍ଷା ଆରମ୍ଭ: ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା
ଭୁବନେଶ୍ୱର,୧୯।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ସକାଳୁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକୁ ପ୍ରଶ୍ନପତ୍ର ପହଞ୍ଚି ସାରିଥିବାବେଳେ ସକାଳ ୯ଟା ୨୦ରେ ପରୀକ୍ଷା କେନ୍ଦ୍ରର ଗେଟ ଖୋଲାଯାଇ ପରୀକ୍ଷାର୍ଥୀଙ୍କୁ…
ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ
ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଓଡ଼ିଶାରେ ଆରମ୍ଭରୁ ଏ ପର୍ଯ୍ୟନ୍ତ ପ୍ରକାଶିତ ହୋଇଥିବା ଚଳଚ୍ଚିତ୍ର ପତ୍ରିକାଗୁଡ଼ିକର ପ୍ରଚ୍ଛଦ ପ୍ରଦର୍ଶନୀ ପ୍ରଥମ ଥର ପାଇଁ ରାଜ୍ୟ ଅଭିଲେଖାଗାର ଦ୍ୱାରା ଆୟୋଜିତ ହୋଇଛି। ପୁରୁଣା ଚଳଚ୍ଚିତ୍ର ଏବଂ ସେତେବେଳେ ପ୍ରକାଶିତ ହେଉଥିବା ପତ୍ରିକା ସମ୍ପର୍କରେ ଆଗାମୀ ପିଢ଼ିଙ୍କୁ ସୂଚନା ଦେବାରେ…
ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ
ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ତାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀକୁ…
ବ୍ରହ୍ମପୁରରେ ଖୋଲିବ ‘ନେକ୍’ ଓଡ଼ିଶା ଜୋନ୍ ଚାପ୍ଟର
ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଓଡ଼ିଶାରେ ଖୋଲିବ ନ୍ୟାଶନାଲ ଏଗ୍ କୋର୍ଡିନେଶନ କମିଟି(ଏନ୍ଇସିସି ବା ନେକ୍)ର ଓଡ଼ିଶା ଜୋନ୍ ଚାପ୍ଟର। ବ୍ରହ୍ମପୁରରେ ଏହି ଚାପ୍ଟର ଖୋଲିବ। ଏହା ପୂର୍ବରୁ ଓଡ଼ିଶାର ଚାଷୀମାନେ ନେକ୍ ବିଜୟଓ୍ବାଡ଼ା ଜୋନ୍ ଦ୍ୱାରା ଧାର୍ଯ୍ୟ ମୂଲ୍ୟକୁ ଗ୍ରହଣ କରିବାକୁ ବାଧ୍ୟ ହେଉଥିଲେ।…
ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ
ପୁରୀ ଅଫିସ, ୧୮ା୨: ଶ୍ରୀମନ୍ଦିର ଭିତରକୁ କେହି ପାନ, ଗୁଟ୍ଖା ଖାଇ ଯାଇପାରିବେ ନାହିଁ। ଏହା ଉପରେ କଟକଣା ଲଗାଇଛି ମନ୍ଦିର ପ୍ରଶାସନ। ଅବମାନନା କଲେ ଜରିମାନା ଆଦାୟର ବ୍ୟବସ୍ଥା ହୋଇଛି। ଏହାସତ୍ତ୍ବେ କେତେଜଣ ସେବାୟତ, କର୍ମଚାରୀ ଏବଂ ଯାତ୍ରୀ ଗୁମାସ୍ତା…
ରାଜ୍ୟ ବଜେଟ ୨୦୨୦-୨୧: ବଜେଟରେ କ’ଣ ନୂଆ
ବଜେଟରେ କ’ଣ ନୂଆ ଇ-ବଜେଟର ପ୍ରଚଳନ, ଯାହାକି ପରିବେଶ ଅନୁକୂଳ ପଦକ୍ଷେପ ହୋଇପାରିଛି। ସ୍ବତନ୍ତ୍ର ମୋବାଇଲ ଆପ୍, ଯାହାକି ଗୁଗଲ ପ୍ଲେ ଷ୍ଟୋର୍ ଏବଂ ଆପଲ୍ ଆପ୍ ଷ୍ଟୋର୍ରେ ଉପଲବ୍ଧ। ବଜେଟ ମୋବାଇଲ୍ ଆପ୍କୁ ସହଜରେ ଉପଲବ୍ଧ କରିବାକୁ ‘କ୍ୟୁଆର୍ କୋଡ୍’ର…
ପ୍ରଥମଥର ପାଇଁ ଆସିଲା ସ୍ବତନ୍ତ୍ର ପୋଷଣ ବଜେଟ
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଥିବା ୨୦୨୦-୨୧ ଆର୍ଥିକ ବର୍ଷର ବଜେଟରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି। ଏହି ବଜେଟରେ ସରକାର ପୋଷଣକୁ ପ୍ରାଧାନ୍ୟ ଦେଇଛନ୍ତି। ଉପଯୁକ୍ତ ପୋଷଣ ଯେ କୌଣସି ରାଜ୍ୟର ଶିଶୁ ଓ…
ରାଜଧାନୀରେ କରୋନା ରୋଗୀ ଚିହ୍ନଟ ଗୁଜବ ମିଥ୍ୟା: ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ
ଭୁବନେଶ୍ୱର, ୧୯ା୨(ବ୍ୟୁରୋ): ରାଜଧାନୀରେ ଏକ ଘରୋଇ ହସ୍ପିଟାଲରେ ଜଣେ ବ୍ୟକ୍ତି କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ ଏହା ଏକ ଗୁଜବ ଥିଲା ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ୟକ୍ତି ଜଣକ ହେଲେ…
ବିଦ୍ୟୁତ୍ଜନିତ ଜୀବନହାନି ହ୍ରାସ କରିବାକୁ ଦୃଢ଼ ଉଦ୍ୟମ କରାଯିବ
ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେନ୍ଦ୍ରରାଜପୁର ଗାଁ ନିକଟରେ ବିଦ୍ୟୁତ୍ ତାର ଲାଗି ଘଟିଥିବା ଦୁର୍ଘଟଣା ଦୁର୍ଭାଗ୍ୟଜନକ। ଭବିଷ୍ୟତରେ ଯେପରି ଏପରି ଘଟଣାର ପୁନରାବୃତ୍ତି ହେବ ନାହିଁ, ଏଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଅନ୍ୟ ସମସ୍ତ ବିଭାଗ ସହ…
ଅନୁପ, ବର୍ଦ୍ଧନଙ୍କୁ କୋର୍ଟରେ ହାଜର କଲା ପୋଲିସ
ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ, ବ୍ରଜରାଜନଗର(ଡି.ଏନ.ଏ.), ୧୯ା୨:ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ବବ୍ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ରିମାଣ୍ଡରେ ନେବା ପାଇଁ ପୋଲିସ ମଙ୍ଗଳବାର ରାୟଗଡ଼ ଏସ୍ଡିଜେଏମ୍ଙ୍କ କୋର୍ଟରେ ଆବେଦନ କରିଛି।…
Archives


