୧୬ତମ ଅର୍ଥ କମିଶନ: କର୍ଣ୍ଣାଟକକୁ ବଡ଼ ଫାଇଦା, ଓଡ଼ିଶା ସହିଲା କ୍ଷତି; ଜାଣନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ
ନୂଆଦିଲ୍ଲୀ,୨।୨: ୧୬ତମ ଅର୍ଥ କମିଶନଙ୍କ ନୂତନ ସୂତ୍ର ଅନୁସାରେ କେନ୍ଦ୍ରୀୟ ଟିକସ ପାଣ୍ଠିରୁ ରାଜ୍ୟମାନଙ୍କୁ ଟଙ୍କା ମିଳିବ। ଏହି ନୂଆ ବ୍ୟବସ୍ଥାରେ କର୍ଣ୍ଣାଟକ ସବୁଠାରୁ ଅଧିକ ଲାଭବାନ ହୋଇଥିବାବେଳେ ମଧ୍ୟପ୍ରଦେଶ ସବୁଠାରୁ ଅଧିକ କ୍ଷତି ସହିଛି। ଓଡ଼ିଶା ସରକାର ଅଂଶଧନକୁ ୫୦…
ବଜେଟ୍କୁ ନେଇ ରେଳ ମନ୍ତ୍ରୀଙ୍କ ସୂଚନା: ଓଡ଼ିଶାକୁ ମିଳିବ ବଡ଼ ଫାଇଦା, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୨।୨: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ପ୍ରେସମିଟ୍ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍ରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା ରହିଛି।ଇଷ୍ଟ- ୱେଷ୍ଟ କରିଡରରୁ ଓଡ଼ିଶାକୁ ବଡ଼ ଫାଇଦା…
ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…
କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ଉପରେ ନିର୍ଭର କରୁଥିବା ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅ ପରିବାର ପେନସନ…
ବଜେଟ୍କୁ ନିନ୍ଦା କରିବା ପରେ ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ପୂର୍ବରୁ ବିଜେଡି ଥିଲାବେଳେ…
ଭୁବନେଶ୍ୱର,୨।୨: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ କାଉଣ୍ଟର କରିଛନ୍ତି। ନବୀନ ବଜେଟ୍ ୨୦୨୬କୁ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କୁ ବଡ଼ ପ୍ରଶ୍ନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହାନଦୀ ଜଳ…
ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ
ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀଙ୍କ ବଡ଼…
ରାସ୍ତାରେ ବସିଲେ ଶହଶହ କିନ୍ନର: ଭାଇରାଲ ହେଉଛି ମୀରାଙ୍କ…
ଭୁବନେଶ୍ୱର,୨।୨: ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏହାର ପ୍ରତିବାଦରେ ରାସ୍ତାରୋକୋ କରାଯାଇଛି। ଗିରଫ ଦାବିରେ ରାସ୍ତା ଉପରେ ଧାରଣାରେ ବସିଲେ…
ଆସନ୍ତାକାଲି ଏହି ଜିଲାରେ ସବୁ ସ୍କୁଲ୍ ଛୁଟି, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ…
ଯାଜପୁର,୨ା୨: ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆସନ୍ତା ତିନି ତାରିଖରେ ରାଷ୍ଟ୍ରପତି ଯାଜପୁର…
ଦୁର୍ଘଟଣା ମୁହାଁ କେଲୁଅ ନଦୀବନ୍ଧ: ନିର୍ବାଚନ ପରେ ସଠିକ୍ ଢଙ୍ଗରେ ହେଉନି ପୂର୍ତ୍ତ ବିଭାଗ କାମ
ଧର୍ମଶାଳା,୨।୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାଏମା ବ୍ରିଜ ଠାରୁ ମିର୍ଜାପୁର ନଦୀବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏ ନେଇ ପ୍ରତ୍ୟେକ ଦିନ ଦୁର୍ଘଟଣା ଦେଖିବାକୁ ମିଳୁଛି। ବାଇକ ଓ ସାଇକେଲ ଆରୋହୀଙ୍କ ସମେତ ଚାରିଚକିଆ…
ଟ୍ରେନ୍ରେ ହଠାତ୍ ଲାଗିଲା ନିଆଁ, ତୁରେକେଲା ରୋଡ୍ ଷ୍ଟେସନରେ…
ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ କୋଇଲା ବୋଝେଇ ମାଲଗାଡିରେ ନିଆଁ ଲାଗି ଥିବାର ଜଣା ପଡ଼ିଛି । ନିଆଁ…
ନନ୍ଦନକାନନ ନୂଆ ନିର୍ଦ୍ଦେଶକ ହେଲେ IFS ସନତ କୁମାର ଏନ
ବାରଙ୍ଗ,୨।୨(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦ୍ଦେଶକ ହେଲେ IFS ସନତ କୁମାର ଏନ। ପୂର୍ବରୁ ସନତ କୁମାର ଏନ ଉପନିର୍ଦ୍ଦେଶକ ଦାୟିତ୍ୱରେ ଥିଲେ । ତେବେ ନିର୍ଦ୍ଦେଶକ ଥିବା ମନୋଜ ଭି. ନାୟରଙ୍କୁ SPCB ମେମ୍ବର ସେକ୍ରେଟାରୀ ଦାୟିତ୍ୱ…
ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଦଳିବ ଡ୍ରେସକୋର୍ଡ
ଭୁବନେଶ୍ବର,୨।୨: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି । ମିଶନ ଶକ୍ତିର ମହିଳାଙ୍କୁ ସରକାର ଦେବେ ସ୍ମାର୍ଟଫୋନ୍ । ପ୍ରଭାତୀ ପରିଡ଼ା କହିଛନ୍ତି, ନୂଆ ରୂପ ପାଇବ ମିଶନ ଶକ୍ତି । ସେମାନଙ୍କର…
ବଣାଇଁ ବନଖଣ୍ଡରେ ହାତୀପଲ ଆତଙ୍କ: ଜୀବନକୁ ବାଜି ଲଗାଇ ସେଲ୍ଫି ନେଉଛନ୍ତି ଲୋକେ
ବଣାଇଁ,୨ା୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡ଼ା ବନାଞ୍ଚଳରେ ୨୩ ଟିକିଆ ହାତୀପଲ ରାତିଦିନ ଘୂରି ବୁଲୁଛନ୍ତି। ଏହା ଭିତରୁ ଏକ ଗୋଠଛଡ଼ା ଦନ୍ତା କେତେବେଳେ ଗାଁ ଭିତରେ ତ କେତେବେଳେ ଗାଁ ଜମିରେ ଘୂରି ବୁଲୁଛି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଲା…

