୨ ମାସରେ ୪ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ
ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତ ୨ ମାସ ମଧ୍ୟରେ ରାଜ୍ୟରେ ୪ ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ପ୍ରଥମେ ମୟୂରଭଞ୍ଜ, ଅନୁଗୋଳ, ଜଗତ୍ସିଂହପୁର ଜିଲାରେ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ବେଳେ ଗୁରୁବାର କଟକ ଜିଲା ସାଲେପୁରର ଜନୈକ...
ଜେଲ ଗଲେ ଆଶୀର୍ବାଦ ବେହେରା
ଭୁବନେଶ୍ୱର,୧୯।୯(ବ୍ୟୁରୋ): ଓଡ଼ିଶା କ୍ରିକେଟ୍ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଶେଷରେ ଜେଲ୍ ଯିବାକୁ ପଡ଼ିଛି। ଭୁବନେଶ୍ୱର ସିବିଆଇ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଦେବାରୁ ଗୁରୁବାର ସେ ଜେଲ ଯାଇଛନ୍ତି। ଅର୍ଥତତ୍ତ୍ୱ (ଏଟି) ଚିଟ୍ଫଣ୍ଡ ମାମଲାରେ...
ଆଖିରେ ରାଉଣ୍ଡର ବାଜି ଛାତ୍ର ଗୁରୁତର ହେବା ପ୍ରତିବାଦ: ଶିକ୍ଷକଙ୍କ ଅବହେଳାକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ
ତୁମୁଡ଼ିବନ୍ଧ,୧୯।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ମୁଣ୍ଡିଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଆଖିରେ ରାଉଣ୍ଡର ବାଜି ଗୁରୁତର ହେବା ଘଟଣା ପ୍ରତିବାଦରେ ଗୁରୁବାର ମୁଣ୍ଡିଗଡ଼ ଅଭିଭାବକମାନେ ଗୁରୁବାର ବିଦ୍ୟାଳୟକୁ ଦୁଇଘଣ୍ଟା ଯାଏ ତାଲା ପକାଇ ରଖିଥିଲେ। ଖବର...
ସାଙ୍ଗଠନିକ ସ୍ଥିତି ସୁଧାରିବାକୁ ଅଣ୍ଟା ଭିଡିଲା ରାଜ୍ୟ କଂଗ୍ରେସ, ପୁନଃଗଠନ ହେବ ପିସିସି
ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୁନଃଗଠନ ହେବ ପ୍ରଦେଶ କଂଗ୍ରେସ କମିଟି(ପିସିସି)। ରାଜ୍ୟରେ ଦଳର ସାଙ୍ଗଠନିକ ସ୍ଥିତି ସୁଦୃଢ଼ କରିବାକୁ ଏଆଇସିସି ନିର୍ଦ୍ଦେଶ ଦେବା ପରେ ଅଣ୍ଟା ଭିଡିଛି କଂଗ୍ରେସ। ତେବେ ଗତ ନିର୍ବାଚନରେ ଦଳ ପାଇଁ କାମ କରିଥିବା ନେତାମାନଙ୍କୁ ନେଇ ଛୋଟ...
‘କାଳିଆ’ କେବଳ ସରକାରୀ ଟଙ୍କାରେ ନିର୍ବାଚନ ଲଢ଼ିବାର ଚଞ୍ଚକତା: ପୃଥ୍ବୀରାଜ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ଛିଡ଼ୁନି କାଳିଆ କେଁ। ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ଗୋଟିଏ ପଟେ ବିଜେଡି ତାଲିକାରେ ୩ ଲକ୍ଷ ୪୧ହଜାର ଅଯୋଗ୍ୟ ହିତାଧିକାରୀ ଥିବା କହୁଥିବା ବେଳେ ଏବେ...
ଗୁଣିଗାରେଡି ସନ୍ଦେହରେ ଦମ୍ପତ୍ତିଙ୍କୁ ହତ୍ୟା ଘଟଣା: ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ
ପାଟଣାଗଡ/ଖପ୍ରାଖୋଲ,୧୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ଗୁଣିଗାରେଡି ସନ୍ଦେହରେ ଦମ୍ପତ୍ତିଙ୍କୁ ହତ୍ୟା ଘଟଣାରେ ପୋଲିସ ଗୁରୁବାର ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛିା ଏମାନେ ହେଲେ ନାରାୟଣ ବରିହା, ସ୍ବରୁପା ଘିବେଲା, ଗୌରାଙ୍ଗ...
ସାଲେପୁର ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଫାଶୀ ପ୍ରସଙ୍ଗ: ନାବାଳିକାଙ୍କ ପରିବାର କହିଲେ ‘୧୭ ମାସ ପରେ ନ୍ୟାୟ ମିଳିଛି’
ନିଶ୍ଚିନ୍ତକୋଇଲି, ୧୯।୯(ସ୍ବ.ପ୍ର.): ୨୦୧୮ରେ ସାଲେପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଗୁରୁବାର ଦୋଷୀ ମହମ୍ମଦ ମୁସ୍ତାକଙ୍କୁ କଟକର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ନାବାଳିକାଙ୍କ ପରିବାର...
ଓସା ନିର୍ବାଚନ : ଗୃହ ପ୍ରମୁଖ ସଚିବଙ୍କୁ କର୍ମଚାରୀଙ୍କ ଦାବିପତ୍ର
ଭୁବନେଶ୍ୱର, ୧୯।୯(ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର ନିର୍ବାଚନ ବିଳମ୍ବ ନେଇ କର୍ମଚାରୀ ମହଲରେ ଆଲୋଡନ ସୃଷ୍ଟି ହୋଇଛି। ଦୁଇ ବର୍ଷ ପୂର୍ବେ ନିର୍ବାଚିତ ପ୍ରତିନିଧିଙ୍କ କାର୍ଯ୍ୟକାଳ ସରିଯାଇଛି। ହେଲେ ପରବର୍ତ୍ତୀ ନିର୍ବାଚନ ନେଇ କୌଣସି ପ୍ରକ୍ରିୟା ଏଯାଏ ଦେଖିବାକୁ...
ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ
ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ ବରଗଡ଼ ଜିଲା ସୋହେଲା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ...
ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ
ରାଜନଗର,୧୯।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନରେ ଗୁରୁବାର ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ରାଜନଗର ଡିଏଫ୍ଓ ବିକାଶ ରଞ୍ଜନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ଏହି ଗଣନା ଆରମ୍ଭ ହୋଇଛି। ଦୁଇଟି ଟିମ୍ରେ ୧୨ଜଣ କର୍ମଚାରୀ ଏଥିରେ ସାମିଲ...
ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ
କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଉକ୍ତ ନାବାଳିକା...
ଗତିପଥ ବଦଳାଇଲା ମଙ୍ଗଳା ମୁହାଣ
ପୁରୀ ଅଫିସ,୧୯।୯: ପ୍ରାୟ ପ୍ରତିବର୍ଷ ମଙ୍ଗଳା ନଦୀ ମୁହାଣ ଗତିପଥ ବଦଳୁଛି। ବିଭିନ୍ନ ସମୟରେ ପ୍ରାକୃତିକ ମୁହାଣ ପୋତିହୋଇ ଭିନ୍ନ ଜାଗାରେ ନୂଆ ଧାର ସୃଷ୍ଟି ହେଉଛି। ଗତ କିଛିଦିନ ହେବ ମଙ୍ଗଳା ନଦୀ ମୁହାଣ ପୋତିହୋଇ ସଙ୍କୁଚିତ ହୋଇଯାଇଥିଲା।...
Archives


