ରାଜ୍ୟ

ଆଳୁ ୧୦, ପିଆଜ କିଲୋ ୫୦

କଟକ ସଦର,୨୮ା୧୨(ଡି.ଏନ୍‌.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ ଆଳୁ କିଲୋ ୧୦ଟଙ୍କା ଓ ପିଆଜ କିଲୋ ୫୦ଟଙ୍କା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…

ସିଏଏ, ଏନ୍‌ଆର୍‌ସି ବିରୋଧରେ ମାନବ ଶୃଙ୍ଖଳ

କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍‌ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର, ଯୁବକ, ମହିଳା, ଚାଷୀ, ଶ୍ରମିକଙ୍କ ସମସ୍ୟା ମଧ୍ୟ ଦୂର କରିପାରି ନାହାନ୍ତି। ଅନ୍ୟପକ୍ଷରେ କେନ୍ଦ୍ର…

ମାଲଗୋଦାମରେ ଜିଲା ଯୋଗାଣ ବିଭାଗର ଚଢ଼ାଉ: ପିଆଜ ୭୦, ଆଳୁ ୨୦ଟଙ୍କାରେ ବିକ୍ରି ପାଇଁ ତାଗିଦ

କଟକ ଅଫିସ,୨୮ା୧୨: କଟକ ଜିଲା ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଟକ ମାଲଗୋଦାମ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଜିଲା ଯୋଗାଣ ବିଭାଗ ଅଧିକାରୀ ଅମର କୁମାର ମହାପାତ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା। ଏହି ସମୟରେ ହୋଲସେଲର ବ୍ୟବସାୟୀମାନଙ୍କୁ ପିଆଜ…

ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ଆଲୁମନି ମିଟ୍‌:ଅନୁଭୂତି କହିଲେ ନିଯୁକ୍ତି ପାଇଥିବା ୫୭ ଯୁବତୀଯୁବକ

ଅନୁଗୋଳ ଅଫିସ, ୨୮।୧୨ କେନ୍ଦ୍ର ସରକାରଙ୍କ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ନିଜ ଦକ୍ଷତା ବୃଦ୍ଧି କରି ଆନ୍ଧ୍ରପ୍ରଦେଶ, ବାଙ୍ଗାଲୋର, ତାମିଲନାଡ଼ୁ ଓ ମହାରାଷ୍ଟ୍ରରେ ଚାକିରି କରିଥିବା ଅନୁଗୋଳ ଜିଲାର ଯୁବତୀଯୁବକମାନେ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଏକତ୍ରିତ…

ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ସ୍ବର୍ଣ୍ଣପଦକ

କଟକ ଅଫିସ, ୨୮ା୧୨: ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ଦିଲ୍ଲୀସ୍ଥିତ ଆମ୍ବେଡକର ଇଣ୍ଟରନ୍ୟାଶନାଲ ସେଣ୍ଟରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ସ୍ବର୍ଣ୍ଣପଦକ ପ୍ରଦାନ କରିଛନ୍ତି। ସର୍ବଭାରତୀୟ ସ୍ତରରେ ଡିଏନ୍‌ବି ରେଡିିଓଲୋଜିରେ ଉଚ୍ଚମାନର କାର୍ଯ୍ୟଦକ୍ଷତା ପାଇଁ ଡା. ଅଙ୍କୁଶଙ୍କୁ ଏହି ସ୍ବର୍ଣ୍ଣପଦକ ଦିଆଯାଇଛି। ଏହି…

ପୂର୍ବ ଶତ୍ରୁତାରୁ ମୂକ ବ୍ୟକ୍ତିଙ୍କୁ ଛୁରାମାଡ଼: ଅଭିଯୁକ୍ତ ପୁଅ ଗିରଫ, ମା’ ଫେରାର

କଟକ ଅଫିସ,୨୮ା୧୨: ମାଲଗୋଦାମ ଥାନା ଅନ୍ତର୍ଗତ ସମାଧିପାଟଣମ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମୂକ ବ୍ୟକ୍ତିଙ୍କୁ ରାଜୁ ନାୟକ (୩୦) ଓ ତାଙ୍କ ମା’ ତୁଳସୀ ନାୟକ(୫୦) ଛୁରା ମାଡ଼ କରିଛନ୍ତି।…

ମହର୍ଷି କଲେଜ ନିକଟରେ ନିଶାସକ୍ତଙ୍କ ଆତଙ୍କ ଘଟଣା: ୩ ଦିନ ପରେ ବି ପୋଲିସ ହାତ ଖାଲି

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଧୀନ ମହର୍ଷି କଲେଜ ନିକଟରେ ଗତ ବୁଧବାର ସନ୍ଧ୍ୟାରେ ୧୫ରୁ ଊର୍ଦ୍ଧ୍ୱ ନିଶାସକ୍ତ ଯୁବକ ଆତଙ୍କ ଖେଳାଇଥିଲେ। ରାସ୍ତାରେ ଯାଉଥିବା ପଥଚାରୀଙ୍କୁ ଅଟକାଇ ଗାଳିଗୁଲଜ କରିଥିଲେ। ଏଥିସହ ବିରୋଧ କରୁଥିବା ବ୍ୟକ୍ତିଙ୍କ ବାଇକ ଓ କାର୍‌କୁ ମାଡ…

ଜବରଦଖଲକାରୀ ମାଡ଼ି ବସିଛନ୍ତି ଜମି: ୬୦ ବର୍ଷର ହାଟର ମିଳୁନି ଚିହ୍ନବର୍ଣ୍ଣ

ବଅଁରପାଳ, ୨୮।୧୨ (ଡି.ଏନ୍‌.ଏ.) ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ପ୍ରାୟ ୬୦ ବର୍ଷର ଏକ ପୁରାତନ ହାଟର ଆଉ ଚିହ୍ନବର୍ଣ୍ଣ ନାହିଁ। ଏହାର ଜମି ଏବେ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ସ୍ଥାନୀୟ ଚାଷୀ…

ଆକ୍ସିସ ବ୍ୟାଙ୍କ- ବିଏମ୍‌ସି ମଧ୍ୟରେ ବୁଝାମଣା: ହିତାଧିକାରୀଙ୍କୁ ଆକାଉଣ୍ଟରେ ମିଳିବ ଭତ୍ତା

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନାରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଭତ୍ତା ପାଉଥିବା ହିତାଧିକାରୀମାନେ ଫେବୃୟାରୀ ମାସଠାରୁ ଆକାଉଣ୍ଟ ଯୋଗେ ଅର୍ଥ ପାଇବେ। ଏ ନେଇ ଆକ୍ସିସ ବ୍ୟାଙ୍କ୍‌ ଏବଂ ବିଏମ୍‌ସି ମଧ୍ୟରେ ଶୁକ୍ରବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ…

ବଣଭୋଜି ପାଇଁ ଚଳଚଞ୍ଚଳ ମଉଳାଭଞ୍ଜା ପାହାଡ଼

ବଅଁରପାଳ, ୨୮।୧୨ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ପଞ୍ଚାୟତର ନଳଚନ୍ଦ୍ରପୁର ଗଁା ନିକଟରେ ରହିଛି ମଉଳାଭଞ୍ଜା ପାହାଡ଼। ଚାରିପଟେ ଶସ୍ୟକ୍ଷେତ୍ର ଥିବାବେଳେ ଲିମ୍ବ, ବେଲ ଆଦି ଔଷଧୀୟ ବୃକ୍ଷ ଏହି ପାହାଡ଼ରେ ଭରି ରହିଛି। ପାହାଡ଼ ପାଦଦେଶରେ ଅଛି…

ଆଠମଲ୍ଲିକରେ ବଢ଼ୁଛି ପର୍ଯ୍ୟଟକଙ୍କ ଗହଳି:ପ୍ରାକୃତିକ ପରିବେଶରୁ ଉଠାଇଛନ୍ତି ମଜା

ମାଧପୁର, ୨୮।୧୨ (ମନୋଜ କୁମାର ପ୍ରଧାନ) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଞ୍ଚଳରେ ରହିଛି ବହୁ ପର୍ଯ୍ୟଟନସ୍ଥଳୀ। ଏହା ମଧ୍ୟରୁ ଅନେକ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇ ନ ଥିଲେ ମଧ୍ୟ ରାଜ୍ୟର କୋଣ ଅନୁକୋଣରୁ ହଜାର ହଜାର ସଂଖ୍ୟାରେ…

ମାଓବାଦୀ ପ୍ରବଣ ଅଞ୍ଚଳରେ ବିଦେଶୀ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ଆସୁଛନ୍ତି। ମଝିରେ ମଝିରେ ବିଦେଶୀ ପର୍ଯ୍ୟଟକ ମଧ୍ୟ ଏଠାକୁ ଆସୁଛନ୍ତି। ଶୁକ୍ରବାର କାନାଡାର ୬ଜଣ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବଜାର ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri