ଗେଷ୍ଟ ହାଉସ୍ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ
ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ ପ୍ରେମିକଙ୍କୁ…
ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା
ବୈସିଙ୍ଗା, ୧୮।୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର ପରୀକ୍ଷା ନିମନ୍ତେ ୨୧ ତାରିଖ ଫର୍ମପୂରଣର ଶେଷଦିନ ରହିଛି। ହେଲେ ପରୀକ୍ଷା ଫି’ ଅଧିକ…
ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା ମିଳିଲା ନାହିଁ। ଜଣେ ସରକାରୀ କଲେଜ ଅଧ୍ୟାପକ ଅବସର ବେଳକୁ ୧୫ ଲକ୍ଷ ଟଙ୍କା…
ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ପ୍ରସଙ୍ଗ: ବିଧାନସଭାରେ ଗୀତ ଗାଇଲେ ବିଷ୍ଣୁ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆମକୁ କେବେ ଘର ମିଳିବ? ଆବେଦନ କରିବାର ୭ ମାସ ହୋଇଗଲା। ଆଉ ୩ ମାସ ହେଲେ ପିଲା ଜନ୍ମ ନେବ। ଅତ୍ୟନ୍ତ ଅସ୍ବାସ୍ଥ୍ୟକର ପରିବେଶରେ ଆମକୁ ରହିବାକୁ ପଡ଼ୁଛି। ଆମେ ବିପିଏଲ୍ କାଟାଗୋରି ବିଧାୟକ। ଆପଣ ଏପିଏଲ୍ କାଟାଗୋରି।…
ଓଡ଼ିଆ ଭାଷା ଓ ସଂସ୍କୃତି ସୁରକ୍ଷାକୁ ନେଇ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଆ ଭାଷା ଓ ସଂସ୍କୃତିକୁ ନେଇ ବିଧାନସଭାରେ କଂଗ୍ରେସ ଦଳର ସଭ୍ୟମାନେ ମଙ୍ଗଳବାର ହଙ୍ଗାମା କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଭାଷା ଓ ସଂସ୍କୃତି ପାଇଁ ରାଜ୍ୟ ସରକାରଙ୍କର ତିଳେ ମାତ୍ର ଦରଦ ନାହିଁ। ଓଡ଼ିଆ ଭାଷାର ଉନ୍ନତି…
ଡି. ଲିଲିଙ୍କୁ ମିଳିଲା ଆଡ୍ମିଟ୍ କାର୍ଡ: ଧରିତ୍ରୀ, ଜିଲା ପ୍ରଶାସନକୁ ଜଣାଇଲେ ଧନ୍ୟବାଦ
ଗଞ୍ଜାମ,୧୮।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହୁମା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି. ଲିଲି ରେଡ୍ଡୀ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିଥିଲେ ମଧ୍ୟ ଆଡ୍ମିଟ୍ କାର୍ଡ ପାଇ ନ ଥିଲେ । ଉକ୍ତ ସ୍କୁଲ ପ୍ରଧାନ…
ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ପାଇଁ ସଜେଇ ହେଉଛି ଭୁବନେଶ୍ୱର
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଓଡ଼ିଶା ଆୟୋଜନ କରିବାକୁ ଯାଉଛି ‘ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ’ର ପ୍ରଥମ ସଂସ୍କରଣ। ବିଶ୍ୱବିଦ୍ୟାଳୟସ୍ତରରୁ ପ୍ରତିଭାବାନ୍ କ୍ରୀଡ଼ାବିତ୍ମାନଙ୍କୁ ଖୋଜି ବାହାର କରିବା ପାଇଁ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହିି କାର୍ଯ୍ୟକ୍ରମ ଫେବୃୟାରୀ ୨୨ରୁ ମାର୍ଚ୍ଚ…
ଘନ କୁହୁଡ଼ି ନେଇ ଦୁଇଦିନ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୧୮ା୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଗରମ ଅନୁଭୂତ ହେଲାଣି। ଦିନରେ ପ୍ରବଳ ଖରା ହେଉଛି। ଲାଗୁଛି ଏଥର ଖରାଦିନ ଲୋକଙ୍କୁ ଛଟପଟ କରିବ। ଅପରପକ୍ଷେ ସୋମବାର ପୁଣି କୁହୁଡ଼ି ପରିଲକ୍ଷିତ ହୋଇଛି। ବିଶେଷକରି ଖୋର୍ଦ୍ଧା, ପୁରୀ, ଜଗତ୍ସିଂପୁର, କଟକ, କେନ୍ଦ୍ରାପଡ଼ା,…
ବଧୂ ବେଶରେ ବସିଥିଲେ ଝିଅ, ଆସିଲେନି ବର
ଭୁବନେଶ୍ୱର,୧୮।୨(ବ୍ୟୁରୋ): ବିବାହ ପାଇଁ ମଣ୍ଡପରେ ରବିବାର ଚାଲିଥିଲା ଜୋରଦାର ପ୍ରସ୍ତୁତି। ବନ୍ଧୁବାନ୍ଧବ ଆସି ଭୋଜି ଖାଇବା ସହ ବଧୂବେଶରେ ଥିବା ଝିଅକୁ ଆଶୀର୍ବାଦ ଦେଇଥିଲେ। ପୁରୋହିତ ବିବାହ ପାଇଁ ସବୁ ଆୟୋଜନ ଶେଷ କରିଦେଇଥିଲେ। କିନ୍ତୁ ବିବାହ ସମୟ ଗଡ଼ିଯାଇଥିଲେ ମଧ୍ୟ…
ଶାସ୍ତ୍ରୀୟ ନୃତ୍ୟକଳାର ବିକାଶ ମୋର ଲକ୍ଷ୍ୟ: ସାଲୁ ଜିନ୍ଦଲ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଭାରତୀୟ ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ କୁଚିପୁଡ଼ି ନୃତ୍ୟଶିଳ୍ପୀ ତଥା ଜେଏସ୍ପିଏଲ୍ ଫାଉଣ୍ଡେଶନ ଅଧ୍ୟକ୍ଷା ସାଲୁ ଜିନ୍ଦଲଙ୍କୁ ସମ୍ମାନଜନକ ‘ଉର୍ବଶୀ ପୁରସ୍କାର’ରେ ସମ୍ମାନିତ କରାଯାଇଛି। ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ୮୧ତମ ଜନ୍ମଦିବସ ଉପଲକ୍ଷେ ରବିବାର…
୫-ଟି ସଚିବଙ୍କ ଓୟୁଏଟି ଗସ୍ତ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ରେ ସୋମବାର ସକାଳୁ ୫-ଟି ସଚିବ ଭି. କେ. ପାଣ୍ଡିଆନ୍ ପହଞ୍ଚିଥିଲେ। ପାଣ୍ଡିଆନ୍ଙ୍କ ଅଚାନକ ଗସ୍ତ ସମ୍ପର୍କରେ ଓୟୁଏଟି କର୍ତ୍ତୃପକ୍ଷଙ୍କ ପାଖରେ ପୂର୍ବ ସୂଚନା ନ ଥିବାରୁ ସେ ହଡ଼ବଡ଼େଇ ଯାଇଥିଲେ। କିଛି…
ଦାବି ପୂରଣ ପାଇଁ ଆନ୍ଦୋଳନ, ଲୋୟର ପିଏମ୍ଜି ଚଳଚଞ୍ଚଳ
ଭୁବନେଶ୍ୱର, ୧୮।୨ (ବ୍ୟୁରୋ): ୩ମାସ ପରେ ପୁଣି ଚଳଚଞ୍ଚଳ ହୋଇଛି ବିଧାନସଭା ସମ୍ମୁଖ ଲୋୟର ପିଏମ୍ଜିଠାରୁ ମାଷ୍ଟର କ୍ୟାଣ୍ଟିନ୍ ଛକ। ଗାନ୍ଧୀ ମାର୍ଗରେ ପୋଲିସ ଡେରା ପକାଇ ସ୍ଥିତି ଉପରେ ନଜର ରଖିଛି। ବିଧାନସଭାରେ ବଜେଟ୍ ଅଧିବେଶନ ଜାରି ରହିଥିବାବେଳେ ଦାବି…
Archives


