ୟୁଥ୍ ରେଡକ୍ରସ୍ର ଜିଲା କାର୍ଯ୍ୟକାରୀ ସମ୍ମିଳନୀ
ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ୟୁଥ୍ ରେଡକ୍ରସ୍ର ଏକ ଜିଲାସ୍ତରୀୟ କାର୍ଯ୍ୟକାରୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ମେଜର ମଞ୍ଜୁଶ୍ରୀ ପତିଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ମହମ୍ମଦ ଓମାର ମଲ୍ଲିକ, ଜିଲା...
ଲାଠିପଡ଼ା ମଡେଲ ଡିଗ୍ରୀ କଲେଜରେ ଅବ୍ୟବସ୍ଥା: ପ୍ରତିବାଦରେ ଛାତ୍ରମାନଙ୍କ ଧାରଣା
ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ସଦର ବ୍ଲକ ଲାଠିପଡ଼ାସ୍ଥିତ ଜିଲାର ଏକମାତ୍ର ସରକାରୀ ମଡେଲ ଡିଗ୍ରୀ କଲେଜରେ ଲାଗି ରହିଛି ଅବ୍ୟବସ୍ଥା। ବିଭିନ୍ନ ସମୟରେ ଏ ନେଇ ଛାତ୍ରୀଛାତ୍ରମାନେ କର୍ତ୍ତୃପକ୍ଷଙ୍କୁ ଜଣାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା...
ଡକାୟତି ଉଦ୍ୟମ ପଣ୍ଡ: ୭ ଡକାୟତ ଜେଲ ଗଲେ
ରଣପୁର,୨୧ା୯(ସ୍ବ.ପ୍ର.): ରଣପୁର ଥାନା ପୋଲିସ ଅସୁରକୁମାରୀ ଚଟେଇପଡାରୁ ୭ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ରଣପୁର ସବ୍ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତ ହେଲେ ଇଟାମାଟି ଥାନା ଲାଠିପଡାର...
ଶିଶୁକନ୍ୟା ବଳାତ୍କାର ଅଭିଯୋଗ: ବୃଦ୍ଧଙ୍କୁ ଜେଲ
ଖଣ୍ଡପଡ଼ା,୨୧ା୯(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖଣ୍ଡପଡ଼ା ସବ୍ଜେଲକୁ ପଠାଇ ଦିଆଯାଇଛି।...
ଡିଇଓଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୧୨ ଶିକ୍ଷକଙ୍କ ଦରମା ବନ୍ଦ
ରଣପୁର/ନୟାଗଡ଼ ଅଫିସ,୨୧ା୯(ସ୍ବ.ପ୍ର.): ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଶିବଶଙ୍କର ପ୍ରଧାନ ଶୁକ୍ରବାର ରଣପୁର ଓ ନୟାଗଡ଼ ବ୍ଲକର ବିଭିନ୍ନ ସ୍କୁଲ ଅଚାନକ ପରିଦର୍ଶନ କରି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଶିକ୍ଷୟିତ୍ରୀଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। କେତେଜଣ...
ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ
ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ ଓ ମାଲିକମାନେ ଡ୍ରାଇଭିଂ ଲାଇସେନ୍ସ, ଗାଡି କାଗଜପତ୍ର ଓ ପ୍ରଦୂଷଣ ପ୍ରମାଣପତ୍ର ଠିକ...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଥମୁନି ଅଣଛାତ୍ରଙ୍କ ଗୁଣ୍ଡାରାଜ
ବ୍ରହ୍ମପୁର ଅଫିସ,୨୧ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଗୁଣ୍ଡାରାଜ ଥମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି ା କିଛିଦିନ ତଳେ ଦୁଇ ଛାତ୍ର ନବାଗତ ଛାତ୍ରଙ୍କ ହଷ୍ଟେଲକୁ ଯାଇ ମାରଣାସ୍ତ୍ର ଦେଖାଇ ଧମକ ଦେଇଥିବା ଅଭିଯୋଗ ହୋଇଥିଲା। ଘଟଣା ସପ୍ତାହ ପରେ...
ଆନ୍ତଃ ଜିଲା ସିଂଗଝର ଫୁଟ୍ବଲ୍ ଟୁର୍ନାମେଣ୍ଟ :ପ୍ରଥମ ଦିବସରେ କାପସି, ମାନିଗାଁ ବିଜୟୀ
ସିନାପାଲି,୨୧।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ସିଂଗଝର ଫୁଟବଲ୍ ଆସୋସିଏଶନ୍ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଉଦ୍ଘାଟନୀ ମ୍ୟାଚ୍ କାପସି ବନାମ ଚଟିଆଗୁଡା ଓ ମାନିଗାଁ ବନାମ ଜାମଗାଁ ମଧ୍ୟରେ ମୁକାବିଲା ହୋଇଥିଲା । ପ୍ରଥମେ କାପସି ଓ ଚଟିଆଗୁଡା...
ବିରୋଧୀଦଳ ନେତାଙ୍କ ବୋର୍ଡା ଅଞ୍ଚଳ ଗସ୍ତ
ଭବାନୀପାଟଣା,୨୧।୯(ଡି.ଏନ.ଏ.) ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବୋର୍ଡା ଅଞ୍ଚଳ ଗସ୍ତ କରିଛନ୍ତି। ସେ ଗୁରୁଜୁଙ୍ଗ ପଞ୍ଚାୟତ ବାଲିପଦର ଗାଁରେ ଦେଖାଦେଇ ଥିବା ପାନୀୟ ଜଳ ସମସୟା, ଗୁରୁଜୁଙ୍ଗ ଗାଁରେ ବିଜୁଳି ସମସ୍ୟା ସମାଧାନ...
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
କୋକସରା,୨୧।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ପରିସରଠାରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ କୋକସରା ବ୍ଲକ ଅଧ୍ୟକ୍ଷା ସବ୍ୟାରାଣୀ ବାଗ, ବିଡିଓ ବସନ୍ତ କୁମାର ସେଠୀ, କୋକସରା ସମିତି ସଭ୍ୟ...
ଫି’ ବୃଦ୍ଧିକୁ ନେଇ ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଉତ୍ତେଜନା, ଫାଟକରେ ତାଲା ପକାଇ ଆନ୍ଦୋଳନରେ ଛାତ୍ରୀଛାତ୍ର
ତାଳଚେର,୨୦।୯(ନି.ପ୍ର.): ରିଆଡ୍ମିଶନ ଫି କମାଇବା ଦାବିରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ର ଛାତ୍ରୀଛତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଏଥିସହ ଟାୟାର ଜାଳି ରାସ୍ତାରୋକ କରିବା ସହ କଲେଜ ମଧ୍ୟକୁ କାହାରିକୁ ଛାଡ଼ୁନାହାନ୍ତି।...
ନର୍ସ ନିହାରିକା ହତ୍ୟା ମାମଲା: ପୋଲିସ ନିକଟରେ ପ୍ରେମିକଙ୍କ ଆତ୍ମସମର୍ପଣ
ଜଗତସିଂହପୁର ଅଫିସ/ବିରିଡ଼ି(ଡି.ଏନ୍.ଏ.), ୨୦।୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ତିନି ଦିନ ପରେ ଧରାପଡ଼ିଛନ୍ତି ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଲ। ସେ...
Archives


