ରାଜ୍ୟ

ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ

ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହରେ ଉପରାଷ୍ଟ୍ରପତି ଶୁକବ୍ରାର ଯୋଗଦେବାର ଥିଲା।…

ଭୁବନେଶ୍ୱରରେ କର୍ନାଟକ ବସ୍‌ ଜଳିବା ଘଟଣା: ଆରଟିଓରୁ ମାଲିକଙ୍କ ତଥ୍ୟ ଆଣିବ ପୋଲିସ

ଭୁବନେଶ୍ୱର, ୨୭।୧୨(ବ୍ୟୁରୋ): ଶହୀଦନଗର ଇମ୍ପା ପାର୍କ ନିକଟରେ ତାମିଲନାଡୁର କଳା ତାଲିକାଭୁକ୍ତ ବସ୍‌ ଜଳିବା ଘଟଣାରେ ରହସ୍ୟ ବଢିବାରେ ଲାଗିଛି। ପୋଲିସ ବସ୍‌ ମାଲିକଙ୍କ ପତ୍ତା ପାଉ ନ ଥିବାବେଳେ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ବସ୍‌ରେ କିଏ ଓ…

ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି

କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳଧରି ଅମର ରହିଛି। ପ୍ରାଚୀନ ଏହି ସହରର…

ଓଡ଼ିଆରେ ଅଣସଂରକ୍ଷିତ ଟ୍ରେନ୍‌ ଟିକେଟ ଶୁଭାରମ୍ଭ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଟ୍ରେନ୍‌ ଟିକେଟରେ ସ୍ଥାନ ପାଇଲା ଓଡ଼ିଆ ଭାଷା। ଏଣିକି ଇଂଲିଶ, ହିନ୍ଦୀ ସହ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ୍‌ ଟିକେଟ ରାଜ୍ୟର ୩୧୭ଟି ଷ୍ଟେଶନରେ ଉପଲବ୍ଧ ହେବ। ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ରେଳଷ୍ଟେଶନରେ ଏହାର…

ବିଡିଏକୁ ମଲ୍‌ ମାଲିକଙ୍କ ଚ୍ୟାଲେଞ୍ଜ: ହାଇକୋର୍ଟ ଅର୍ଡର ଦେଖାଇ ନିଆଯାଉଛି ପାର୍କିଂ ଫି

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜଧାନୀରେ ଥିବା ମଲ୍‌, ସିନେମା ହଲ୍‌, ଆପାର୍ଟମେଣ୍ଟ ଓ ବ୍ୟବସାୟିକ ପ୍ରତିଷ୍ଠାନ ପାର୍କିଂ ଫି ଆଦାୟ କରିପାରିବେ ନାହିଁ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଏହି କଡ଼ା ନିର୍ଦ୍ଦେଶ ଓ କାର୍ଯ୍ୟାନୁଷ୍ଠାନ ପରେ କିଛିଦିନ ପର୍ଯ୍ୟନ୍ତ ପାର୍କିଂ ଫି ଆଦାୟ…

ମହୀପୁରକୁ ସମ୍ପ୍ରସାରଣ ହେଲା ପାସେଞ୍ଜର ଟ୍ରେନ୍‌

ନୟାଗଡ଼ ଅଫିସ,୨୭।୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନ ଗୁରୁବାର ରେଳ ମାନଚିତ୍ରରେ ସ୍ଥାନ ପାଇଛି। ଫଳରେ ବହୁ ପ୍ରତୀକ୍ଷିତ ଅଞ୍ଚଳବାସୀ ଏ ନେଇ ଖୁସି ବ୍ୟକ୍ତ କରିଛନ୍ତି। ନୟାଗଡ଼ ଟାଉନ ଷ୍ଟେଶନଠାରେ ମହିପୁର ନୂଆ ରେଳ ଲାଇନ୍‌ର ଲୋକାର୍ପଣ…

ଆଳୁ, ପିଆଜ ଚିନ୍ତା: ଅଧିକ ଗଚ୍ଛିତ କଲେ ବ୍ୟବସାୟୀଙ୍କୁ ହେବ ଦଣ୍ଡ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଗତ ୩ ମାସ ହେବ ରାଜ୍ୟରେ ପିଆଜ ଦର ଆକାଶ ଛୁଆଁ ରହିଛି। ଖୁଚୁରା ବଜାରରେ କିଲୋ ପିଛା ୧୦୦ରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ନୂଆ ପିଆଜ ମାର୍କେଟକୁ ସେତେ ପରିମାଣରେ ଆସି ନାହିଁ। ତୁର୍କିରୁ ମଗାଯାଇଥିବା ପିଆଜ…

ପାକିସ୍ତାନ ସେନା ମୁଖପାତ୍ରଙ୍କ ଟୁଇଟ୍‌କୁ ଓଡ଼ିଆ ନେତାଙ୍କ ସମାଲୋଚନା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଖ୍ରୀଷ୍ଟମାସ ଶୁଭେଚ୍ଛା ଜଣାଇବା ବାହାନାରେ ପାକିସ୍ତାନ ସେନା ମୁଖପାତ୍ର ତଥା ମେଜର ଜେନେରାଲ ଆସିଫ ଗଫୁର ଓଡିଶାକୁ ବୁଧବାର ଟାର୍ଗେଟ କରିଥିଲେ। ସେ ହିନ୍ଦୁତ୍ୱ ଆସକ୍ତ ରାଜ୍ୟର ଖ୍ରୀଷ୍ଟ ଧର୍ମାବଲମ୍ବୀ ବୋଲି କହି ଓଡିଶାକୁ ଟାର୍ଗେଟ କରିଛନ୍ତି। ତେବେ ହଠାତ୍‌…

ସାମାଜିକ ଉତ୍ସବ ନେଇ ପ୍ରଦୂଷଣ ଚିନ୍ତା: ଏନ୍‌ଜିଟିଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବିବାହ, ବ୍ରତ, ଜନ୍ମ ଦିନ ସମାରୋହ, ମେଳା ମହୋତ୍ସବ ଆଦି ସାମାଜିକ କାର୍ଯ୍ୟକ୍ରମ ବେଳେ ଶବ୍ଦ ପ୍ରଦୂଷଣଠାରୁ ଆରମ୍ଭ କରି ବାୟୁ, ଜଳ, ମାଟି ଆଦି ପ୍ରଦୂଷଣ ହେଉଛି। ଏହା ଉପରେ କାହାର ନଜର ରହୁ ନାହିଁ। ଏଭଳି ପ୍ରଦୂଷଣକୁ…

ଉତ୍ତମ ପ୍ରଶାସନ ଯୋଗାଇବାରେ ବିଫଳ ହେଉଛି ରାଜ୍ୟ: ଗୁଡ୍‌ ଗଭର୍ନାନ୍ସରେ ଓଡ଼ିଶାର ସ୍ଥାନ ୧୪

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଉତ୍ତମ ପ୍ରଶାସନିକ ସୁବିଧା ଯୋଗାଇବା ସହ ସରକାରୀ ଯୋଜନାଗୁଡ଼ିକର ଲାଭ ଲୋକଙ୍କ ନିକଟରେ କିଭଳି ପହଞ୍ଚୁଛି ସେ ନେଇ କେନ୍ଦ୍ର ସରକାର ଉତ୍ତମ ପ୍ରଶାସନ ମାପକାଠି(ଗୁଡ୍‌ ଗଭର୍ନାନ୍ସ ଇଣ୍ଡେକ୍ସ) ରିପୋର୍ଟ ପ୍ରକାଶ କରିଛନ୍ତି। ବୃହତ୍‌ ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା ଏ…

ସାନ୍ତ୍ରାଗାଛି-ପାରାଦୀପ ଏକ୍ସପ୍ରେସ ୩ ମାସ ବାତିଲ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ସାନ୍ତ୍ରାଗାଛି-ପାରାଦୀପ ସାପ୍ତାହିକ ଏକ୍ସପ୍ରେସ ୩ ମାସ ପର୍ଯ୍ୟନ୍ତ ଚଳାଚଳ କରିବ ନାହିଁ। ଆସନ୍ତା ବର୍ଷ ୬ ଜାନୁୟାରୀଠାରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଉଭୟ ପଟରୁ ଏହି ଏକ୍ସପ୍ରେସ ବାତିଲ୍‌ ରହିବ ବୋଲି ଦକ୍ଷିଣ-ପୂର୍ବ…

୨୦୨୦ କମିଶନରେଟ୍‌ ପୋଲିସ ପାଇଁ ଚ୍ୟାଲେଞ୍ଜପୂର୍ଣ୍ଣ ହେବ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଉ ଦିନ କେଇଟା ପରେ ବିଦାୟ ନେବ ୨୦୧୯, ଆଉ ଆସିବ ୨୦୨୦। ତେବେ ୨୦୧୯ରେ କମିଶନରେଟ ପୋଲିସକୁ ଅନେକ ମାମଲାରେ ସଫଳତା ମିଳିଥିବାବେଳେ କେତେକ କ୍ଷେତ୍ରରେ ବିଫଳତାର ସ୍ବାଦ ଚାଖିବାକୁ ପଡିଛି। ଏହି ସଫଳତା ଓ ବିଫଳତାକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri