ରାଜ୍ୟ

ଆଜିଠୁ ଷୋଡ଼ଶ ଉପଚାର ପୂଜା: ଚମକୁଛି ଚଣ୍ଡୀ ମନ୍ଦିର, ଦଶହରାରେ ଫଳରେ ସଜାଯିବ

କଟକ ଅଫିସ,୨୨।୯: କେବଳ କଟକରେ ସୀମିତ ନାହିଁ। ଏବେ କଟକଚଣ୍ଡୀ ମନ୍ଦିରକୁ ନେଇ ଚର୍ଚ୍ଚା ବିଦେଶ ପର୍ଯ୍ୟନ୍ତ ପହଞ୍ଚିଲାଣି। ବିଭିନ୍ନ ଟୁଇଟ୍‌ରେ ମନ୍ଦିରର ସାଜସଜ୍ଜାକୁ ସ୍ଥାନ ମିଳିଛି। ଦଶହରା ପୂର୍ବରୁ କଟକ ଚଣ୍ଡୀ ମନ୍ଦିର ଫୁଲରେ ସଜେଇ ହୋଇ ଚମକୁ...

ବିଜେପୁର: ପ୍ରାର୍ଥୀ ଚୟନ ଉପରେ ନଜର, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ, ଅସ୍ତିତ୍ୱ ପାଇଁ କଂଗ୍ରେସର ସଂଘର୍ଷ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଦଳଗୁଡିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି ଆସନକୁ ଶେଷ ୨ ନିର୍ବାଚନରେ ଜିତିଥିବା ବିଜେଡି ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ଅନୁରୂପ ଭାବେ ଭାଜପା ମଧ୍ୟ ଉପନିର୍ବାଚନ...

ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ମୁସ୍ତାକଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ସାଲେପୁର...

ମାଲକାନଗିରି ଜିଲା ଚିଠି: କ୍ଷତି ସହୁଛି ଚାଷୀ, ଫାଇଦାରେ ବୀମା କମ୍ପାନୀ

ଚାଷୀଙ୍କ ସମସ୍ୟା କେବେହେଲେ ସୁଧୁରୁନାହିଁ। ଋଣ, ମରୁଡ଼ି, ବନ୍ୟା ବିତ୍ପାତଜନିତ ସମସ୍ୟାରେ ଫସଲ ନଷ୍ଟ ହୋଇ ଚାଷୀ କ୍ଷତି ସହୁଛି। ସବୁ ସହି ଯାହା ଧାନ ଅମଳ କରେ ନିଜ ଚଳିବା ଲାଗି ବର୍ଷକ ପାଇଁ ରଖି ବଳକା ଧାନ...

ସାର ପାଇଁ ଆଧାର: ଚାଷୀଙ୍କ ଆକାଉଣ୍ଟକୁ ଯିବ ସବ୍‌ସିଡି ଟଙ୍କା; ଆସନ୍ତାବର୍ଷରୁ କାର୍ଯ୍ୟକାରୀ ହେବ ଡିବିଟି

ଭୁବନେଶ୍ୱର,୨୨। ୯(ବ୍ୟୁରୋ): ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ନେବା ଏବଂ ଧାନ ବିକିବା ପାଇଁ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏବେ ଚାଷୀମାନେ କିଣୁଥିବା ସାର ରିହାତି ଲାଗି ଆଧାର ସଂଯୋଗ କରାଯିବ। ରାଜ୍ୟରେ...

ପିଲାଙ୍କୁ ଆକୃଷ୍ଟ କରୁଛି ଖେଳ ଉପକରଣ, ଉପସ୍ଥାନ ହାର ବଢୁଛି

ନୟାଗଡ଼ ଅଫିସ,୨୨।୯-ବିଦ୍ୟାଳୟ ପରିସରରେ ଥିବା ଖେଳପଡ଼ିଆରେ ବିଭିନ୍ନ ଖେଳ ଉପକରଣରେ ପିଲାମାନେ ମନଭରି ଖେଳିବା ଦୃଶ୍ୟ କିଛିଦିନ ହେଲା ଦେଖିବାକୁ ମିଳୁଛି। ଏବେ ଆମ ସରକାରୀ ପ୍ରାଥମିକ ବିଦ୍ୟାଳୟ ଖେଳପଡିଆରେ ଦୋଳି, ଟାୟାରରେ ଉପରକୁ ଚଢ଼ିବା, ଉଠାପକା, ଡିଆଡେଇଁ ,...

ନୀହାରିକା ହତ୍ୟା ମାମଲା: ୫ ବର୍ଷର ପ୍ରେମ, ତଥାପି ବିଗିଡ଼ିଗଲା ବୁଝାମଣା

ଜଗତ୍‌ସିଂହପୁର ଅଫିସ,୨୨ା୯: ଦୀର୍ଘ ୫ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ଅନେକ ସୁଖଦୁଃଖର ମୁହୂର୍ତ୍ତ ସାଥି ହୋଇ କଟାଇଥିଲେ। ଉଭୟଙ୍କ ପରିବାର ମଧ୍ୟ ପ୍ରେମକୁ ଦେଇଥିଲେ ସମ୍ମତି। ବିବାହ ପାଇଁ ମଧ୍ୟ ସ୍ଥିର ହୋଇଥିଲା। କିନ୍ତୁ ସାମାନ୍ୟ ବୁଝାମଣାର ଅଭାବରୁ...

ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରାରେ ପଶୁବଳି ବନ୍ଦ ପାଇଁ ପଦକ୍ଷେପ:ଲୋକଙ୍କୁ ସଚେତନ କରିବ ପୋଲିସ ପ୍ରଶାସନ

ଭବାନୀପାଟଣା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଅକ୍ଟୋବର ୬ ତାରିଖ (ରବିବାର) ମହାସମାରୋହରେ ଅନୁଷ୍ଠିତ ହେବ । ପୋଲିସ ପ୍ରଶାସନ ତରଫରୁ କିପରି ଛତରଯାତ୍ରା ଓ ଦୁର୍ଗାପୂଜା ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ ହେବା ସହିତ ଛତ୍ରଯାତ୍ରା...

ରାସ୍ତା ମଝିରେ କାରରଖି ହଙ୍ଗାମାକଲେ ୨ ବଙ୍ଗୀୟ ଯୁବତୀ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାସ୍ତା ମଝିରେ କାର୍‌ ରଖି ହଙ୍ଗାମା କଲେ ନିଶାସକ୍ତ ୨ ବଙ୍ଗୀୟ ଯୁବତୀ। ଶନିବାର ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ୱରରେ। କମିଶନରେଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଯୁବତୀଙ୍କୁ ଉଦ୍ଧାର କରିବା ସହିତ କାର୍‌କୁ ଜବତ...

ନିର୍ବାଚନ ତାରିଖ ଘୋଷଣା ପରେ ଭାଜପାର ଦମ୍ଭୋକ୍ତି: ବିଜେପୁରରେ ବାଜିମାତ୍‌ କରିବୁ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବାଜିଛି ବିଗୁଲ୍‌। ଆସନ୍ତା ଅକ୍ଟୋବର ୨୧ରେ ଭୋଟ ଗ୍ରହଣ ହେବା ନେଇ ଶନିବାର ଘୋଷଣା ହୋଇଛି। ଏହାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ନିର୍ବାଚନ ଲାଗି ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି।...

ଅସ୍ତରଙ୍ଗ ବେଳାଭୂମି ସଫେଇ କଲେ ମନ୍ତ୍ରୀ, ମାନବ ଶୃଙ୍ଖଳରେ ‘ମୋ ବିଚ୍‌’

କାକଟପୁର,୨୧ା୯(ଡି.ଏନ୍‌.ଏ.): ଶନିବାର ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ। ଏହି ଉପଲକ୍ଷେ ଅସ୍ତରଙ୍ଗ ବ୍ଲକ ଜାହାନିଆଁଠାରେ ସ୍ଥାନୀୟ ବିଧାୟକ ତଥା କ୍ରୀଡ଼ା, ଯୁବ ବ୍ୟାପାର, ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା, ବ୍ଲକ ଅଧ୍ୟକ୍ଷ ସ୍ବାଧୀନ କୁମାର ନାୟକ, ବିଡିଓ ଅଶୋକ...

ପ୍ରେମିକ ରାଜା ହତ୍ୟାକାରୀ: ବିବାହ କରିବାକୁ ଅମଙ୍ଗ ହେବାରୁ ନୀହାରିକାଙ୍କୁ ହତ୍ୟା

ଜଗତ୍‌ସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା) ହିଁ ହତ୍ୟାକାରୀ। ଏନେଇ ଶନିବାର ଜଗତ୍‌ସିଂହପୁର ଏସ୍‌ପି ଆର୍‌. ପ୍ରକାଶ ଏକ ଖବରଦାତା ସମ୍ମିଳନୀ କରି ଏ ସମ୍ପର୍କରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri