ରାଜ୍ୟ

ଆକାଶମାର୍ଗରୁ ଫଟୋ ଛାଡ଼ି ନାଁ ପଚାରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବିସ୍ତୀର୍ଣ୍ଣ ସବୁଜିମା। ଏହା ମଧ୍ୟରେ ଦୀର୍ଘ ସଡ଼କ। ଆକାଶ ମାର୍ଗରୁ ଉଠାଯାଇଥିଲା ଏକ ଆଖି ଝଲସି ଯାଉଥିବା ଫଟୋ। ଏପରି ଏକ ଫଟୋକୁ ରବିବାର ଅପଲୋଡ୍‌ କରାଯାଇଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟରୁ। ସବୁଥର ପରି ସେହି ଫଟୋଟି…

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ୍‌ ବୈଠକ ବସିବ। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ବିଧାନସଭାର ବଜେଟ୍‌ ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ୍‌ ବୈଠକ ପରେ ଗଣମାଧ୍ୟମକୁ କୌଣସି…

ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ ସଦସ୍ୟ ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ନାନା ବାଦ ବିବାଦ ଦେଖାଯିବା…

ଶ୍ରୀକ୍ଷେତ୍ରରେ ରହିଛି ଲାହୋର ସାଧୁଙ୍କ ମଠ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରରେ ରହିଛି ଲାହୋର(ପାକିସ୍ତାନ) ସାଧୁଙ୍କ ମଠ। ଏକଦା ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବା ପାଇଁ ଜଗନ୍ନାଥ ଧାମକୁ ଚାଲି ଆସିଥିବା ବାଳକ ରାମ ଦାସ ଆଉ ଲାହୋର ଫେରି ନ ଥିଲେ। ସେ ତିଆରି କରିଥିଲେ ଏକ ମଠ, ଯାହାକି…

ପୁରୀରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର

ପୁରୀ ଅଫିସ,୧୭ା୨: ପୁରୀ ଜିଲାର ୨ ସ୍ଥାନରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୃଥକ୍‌ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦନପୁର ଥାନା ଅଞ୍ଚଳରେ ଜଣେ ଯୁବକ ଶନିବାର ମଧ୍ୟାହ୍ନରେ ୪ବର୍ଷୀୟ ଶିଶୁକନ୍ୟାଙ୍କୁ କାର୍ଟୁନ ଭିଡିଓ ଦେଖାଇବାକୁ…

ରାସ୍ତାରେ ଅସଦାଚରଣ କରି ଛେଚା ଖାଇଲେ କନ୍‌ଷ୍ଟେବଳ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜଧାନୀରେ ଖାକି ବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ ହୋଇଥିବାବେଳେ ରବିବାର ରାଜଧାନୀ ରାଜରାସ୍ତାରେ ଆଉ ଏକ ଖାକି କାର୍‌ନାମା ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ…

ତେଲେଙ୍ଗାନା ଇଟାଭାଟିରୁ ୧୬ ଶ୍ରମିକଙ୍କ ସମେତ ୫ ଶିଶୁ ଉଦ୍ଧାର

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଓଡ଼ିଶା ମୋ’ ପରିବାର ହସ୍ତକ୍ଷେପ ପରେ ତେଲେଙ୍ଗାନା ଇଟାଭାଟିରେ କାମ କରୁଥିବା ବଲାଙ୍ଗୀର ଜିଲାର ୧୬ ଜଣ ଶ୍ରମିକ ଓ ସେମାନଙ୍କ ୫ଶିଶୁଙ୍କୁ ଉଦ୍ଧାର କରାଯାଇଛି। ବଲାଙ୍ଗୀର, ସୋନପୁର ଜିଲାର ଏହି ଶ୍ରମିକମାନେ ତେଲେଙ୍ଗାନାର ପେଡ଼ାପଲ୍ଲୀ ଜିଲା ବେଗମ୍‌ପେଟ ଗାଁରେ…

କଳାହାଣ୍ଡିର ୪ ଚାଇନା ଫେରନ୍ତାଙ୍କ ଉପରେ ତୀକ୍ଷ୍ଣ ନଜର: ୩ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିଠି ଲେଖିଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଭବାନୀପାଟଣା,୧୬।୨(ଡି.ଏନ୍‌.ଏ.): ଚାଇନାରେ ବ୍ୟାପିଥିବା କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏ ନେଇ କଳାହାଣ୍ଡି ଜିଲାରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି। ତେବେ ଏଠାରେ ଏଯାବତ୍‌ ଭାଇରସ ସଂକ୍ରମଣର କୌଣସି ସନ୍ଦେହ କିମ୍ବା ରୋଗ ଚିହ୍ନଟ ହୋଇ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା: ସିଏଏ ସମର୍ଥନରେ ହେବାକୁ ଥିବା ବିଶାଳ ରାଲିରେ ଯୋଗଦେବେ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ ଓ ୨୯ ତାରିଖାରେ ସେ ଓଡ଼ିଶା ଆସିବେ। ଏହି ଗସ୍ତରେ ଶାହା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟରେ ଯୋଗ ଦେବେ।…

ମହଙ୍ଗା ଭତ୍ତାକୁ ନେଇ ସଚିବାଳୟରେ ଅସନ୍ତୋଷ: ନିଷ୍ପତ୍ତିକୁ ପୁନର୍ବିଚାର କରା ନ ଗଲେ ଆନ୍ଦୋଳନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କେନ୍ଦ୍ର ସରକାର ଗତବର୍ଷ ଜୁଲାଇ ମାସରୁ୫% ମହଙ୍ଗା ଭତ୍ତା ପ୍ରଦାନ ନେଇ ଘୋଷଣା ହୋଇସାରିଛି। ତେଣୁ ଗତ ଜୁଲାଇମାସରୁ କେନ୍ଦ୍ର ସରକାରୀ କର୍ମଚାରୀମାନେ ଏହି ମହଙ୍ଗା ଭତ୍ତା ପାଇ ଆସୁଛନ୍ତି। ଅପରପକ୍ଷେ ରାଜ୍ୟ ସରକାର ଗତ ଜୁଲାଇରୁ ଡିସେମ୍ବର ପର୍ଯ୍ୟନ୍ତ…

ଅଧ୍ୟାପିକାଙ୍କୁ ବଞ୍ଚାଇଦେଲେ ଆର୍‌ପିଏଫ୍‌ କନ୍‌ଷ୍ଟେବଳ: ଖସି ପଡି ଟ୍ରେନ ତଳକୁ ଯିବା ପୂର୍ବରୁ ଉଦ୍ଧାର କଲେ ସୁବ୍ରତ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଜଣେ ଅଧ୍ୟାପିକା ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଟ୍ରେନ୍‌ ତଳକୁ ଖସିଯିବାବେଳେ ଦେବଦୂତ ସାଜି ତାଙ୍କ ଜୀବନ ବଞ୍ଚାଇଛନ୍ତି ଜଣେ ଆର୍‌ପିଏଫ୍‌ କନ୍‌ଷ୍ଟେବଳ। ଶନିବାର ଅପରାହ୍ନ ୩ଟା ୨୦ରେ ଘଟିଛି ଏହି ଘଟଣା। ଅଧ୍ୟାପିକା ଜଣକ ହେଲେ…

ମନ୍ତ୍ରଣାର କେନ୍ଦ୍ର ଥିଲା ଗଙ୍ଗାମାତା ମଠ ସୁଡ଼ଙ୍ଗ: ଏବେ ଶ୍ରଦ୍ଧାଳୁଙ୍କ ପାଇଁ ପାଲଟିଛି ଦର୍ଶନୀୟ ସ୍ଥାନ

ପୁରୀ ଅଫିସ, ୧୬।୨: ଗଙ୍ଗାମାତା ମଠ ସୁଡ଼ଙ୍ଗ। ଏକଦା ଏହି ସୁଡ଼ଙ୍ଗ ଥିଲା ମନ୍ତ୍ରଣାର କେନ୍ଦ୍ର। ଶ୍ରୀମନ୍ଦିର ଉପରେ ହେଉଥିବା ଆକ୍ରମଣରୁ କିପରି ମହାପ୍ରଭୁଙ୍କୁ ରକ୍ଷା କରାଯାଇପାରିବ ସେ ନେଇ ଏହା ମଧ୍ୟରେ ବିଚାର ବିମର୍ଶ କରାଯାଉଥିଲା। ପରବର୍ତ୍ତୀ ସମୟରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri