ରାଜ୍ୟ

କୁନି ପ୍ରଧାନ ହତ୍ୟା ମାମଲା: ନାତି ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୨୧।୯: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ପ୍ରସନ୍ନପୁରର କୁନି ପ୍ରଧାନ(୮୩)ଙ୍କୁ ୨୦୧୪ ମସିହାରେ ତାଙ୍କ ନାତି ବଳରାମ ସ୍ବାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ମାମଲାର ବିଚାର କରି...

ନୀହାରିକା ହତ୍ୟା ମାମଲା : ଆତ୍ମସମର୍ପଣ କଲେ ପ୍ରେମିକ କିଶୋର

ଜଗତ୍‌ସିଂହପୁର ଅଫିସ/ବିରିଡ଼ି (ଡି.ଏନ୍‌.ଏ.),୨୧ା୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଏବେ ଭିନ୍ନ ମୋଡ଼ ନେଇଛି। ନୀହାରିକାଙ୍କ ମୃତଦେହ ବିରିଡ଼ି ଥାନା ଅଧୀନ ବିଲୁଆଖାଇ ନଦୀପଠାରୁ ଉଦ୍ଧାର ହେବାର ୩ ଦିନ ପର୍ଯ୍ୟନ୍ତ ପୋଲିସକୁ ଧରାଛୁଅଁ। ଦେଉ ନ ଥିବା...

ନିର୍ଦ୍ଦେଶନାମାକୁ ବେଖାତିର: ଯାଞ୍ଚହେଉନି ସ୍କୁଲ ବ୍ୟାଗ, ପରିବହନ ଗାଡ଼ି

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ର ସରକାରଙ୍କ ମାନବ ସମ୍ଭଳ ବିଭାଗ ପକ୍ଷରୁ ଛାତୀଛାତ୍ରଙ୍କ ସ୍କୁଲ ବ୍ୟାଗ ବୋଝର ନିର୍ଦ୍ଦିଷ୍ଟ ଓଜନ ପାଇଁ ୨୦୧୮ରେ ନିୟମ ହୋଇଛି। ରାଜ୍ୟ ସରକାର ୨୦୧୯ ମାର୍ଚ୍ଚ ୮ରେ ଏ ସମ୍ପର୍କରେ ଗାଇଡଲାଇନ ଜାରି କରିଥିବାବେଳେ...

ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ ରାଜନଗର ବ୍ଲକର ବିଭିନ୍ନ ସ୍କୁଲରେ ପ୍ରଧାନଶିକ୍ଷକମାନେ ଏହି ନିୟମ ମାନୁ ନହାନ୍ତି, ଯାହାଫଳରେ...

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କରେ ଅନିୟମିତତା: ନିର୍ଦ୍ଦେଶ ଦେଲେ ରେଜିଷ୍ଟ୍ରାର

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିଯୁକ୍ତି ଓ ମୁଖ୍ୟ କାର୍ଯ୍ୟ ନିର୍ବାହୀଙ୍କ କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସଭ୍ୟ ସ୍ମୃତିରଞ୍ଜନ ବେହେରା ଗତ ୭ ତାରିଖରେ ଭୁବନେଶ୍ୱରସ୍ଥିତ କୋଅପରେଟିଭ ସୋସାଇଟି ରେଜିଷ୍ଟ୍ରାରଙ୍କୁ ଚିଠି ଲେଖଥିଲେ। ତେବେ ଏହାର ତଦନ୍ତ...

ୟୁଥ୍‌ ରେଡକ୍ରସ୍‌ର ଜିଲା କାର୍ଯ୍ୟକାରୀ ସମ୍ମିଳନୀ

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ୟୁଥ୍‌ ରେଡକ୍ରସ୍‌ର ଏକ ଜିଲାସ୍ତରୀୟ କାର୍ଯ୍ୟକାରୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ମେଜର ମଞ୍ଜୁଶ୍ରୀ ପତିଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ମହମ୍ମଦ ଓମାର ମଲ୍ଲିକ, ଜିଲା...

ଲାଠିପଡ଼ା ମଡେଲ ଡିଗ୍ରୀ କଲେଜରେ ଅବ୍ୟବସ୍ଥା: ପ୍ରତିବାଦରେ ଛାତ୍ରମାନଙ୍କ ଧାରଣା

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ସଦର ବ୍ଲକ ଲାଠିପଡ଼ାସ୍ଥିତ ଜିଲାର ଏକମାତ୍ର ସରକାରୀ ମଡେଲ ଡିଗ୍ରୀ କଲେଜରେ ଲାଗି ରହିଛି ଅବ୍ୟବସ୍ଥା। ବିଭିନ୍ନ ସମୟରେ ଏ ନେଇ ଛାତ୍ରୀଛାତ୍ରମାନେ କର୍ତ୍ତୃପକ୍ଷଙ୍କୁ ଜଣାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା...

ଡକାୟତି ଉଦ୍ୟମ ପଣ୍ଡ: ୭ ଡକାୟତ ଜେଲ ଗଲେ

ରଣପୁର,୨୧ା୯(ସ୍ବ.ପ୍ର.): ରଣପୁର ଥାନା ପୋଲିସ ଅସୁରକୁମାରୀ ଚଟେଇପଡାରୁ ୭ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ରଣପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତ ହେଲେ ଇଟାମାଟି ଥାନା ଲାଠିପଡାର...

ଶିଶୁକନ୍ୟା ବଳାତ୍କାର ଅଭିଯୋଗ: ବୃଦ୍ଧଙ୍କୁ ଜେଲ

ଖଣ୍ଡପଡ଼ା,୨୧ା୯(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା କଣ୍ଟିଲୋ ଫାଣ୍ଡି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖଣ୍ଡପଡ଼ା ସବ୍‌ଜେଲକୁ ପଠାଇ ଦିଆଯାଇଛି।...

ଡିଇଓଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୧୨ ଶିକ୍ଷକଙ୍କ ଦରମା ବନ୍ଦ

ରଣପୁର/ନୟାଗଡ଼ ଅଫିସ,୨୧ା୯(ସ୍ବ.ପ୍ର.): ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଶିବଶଙ୍କର ପ୍ରଧାନ ଶୁକ୍ରବାର ରଣପୁର ଓ ନୟାଗଡ଼ ବ୍ଲକର ବିଭିନ୍ନ ସ୍କୁଲ ଅଚାନକ ପରିଦର୍ଶନ କରି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଶିକ୍ଷୟିତ୍ରୀଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। କେତେଜଣ...

ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ ଓ ମାଲିକମାନେ ଡ୍ରାଇଭିଂ ଲାଇସେନ୍ସ, ଗାଡି କାଗଜପତ୍ର ଓ ପ୍ରଦୂଷଣ ପ୍ରମାଣପତ୍ର ଠିକ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଥମୁନି ଅଣଛାତ୍ରଙ୍କ ଗୁଣ୍ଡାରାଜ

ବ୍ରହ୍ମପୁର ଅଫିସ,୨୧ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଗୁଣ୍ଡାରାଜ ଥମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି ା କିଛିଦିନ ତଳେ ଦୁଇ ଛାତ୍ର ନବାଗତ ଛାତ୍ରଙ୍କ ହଷ୍ଟେଲକୁ ଯାଇ ମାରଣାସ୍ତ୍ର ଦେଖାଇ ଧମକ ଦେଇଥିବା ଅଭିଯୋଗ ହୋଇଥିଲା। ଘଟଣା ସପ୍ତାହ ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri