ମନ୍ତ୍ରଣାର କେନ୍ଦ୍ର ଥିଲା ଗଙ୍ଗାମାତା ମଠ ସୁଡ଼ଙ୍ଗ: ଏବେ ଶ୍ରଦ୍ଧାଳୁଙ୍କ ପାଇଁ ପାଲଟିଛି ଦର୍ଶନୀୟ ସ୍ଥାନ
ପୁରୀ ଅଫିସ, ୧୬।୨: ଗଙ୍ଗାମାତା ମଠ ସୁଡ଼ଙ୍ଗ। ଏକଦା ଏହି ସୁଡ଼ଙ୍ଗ ଥିଲା ମନ୍ତ୍ରଣାର କେନ୍ଦ୍ର। ଶ୍ରୀମନ୍ଦିର ଉପରେ ହେଉଥିବା ଆକ୍ରମଣରୁ କିପରି ମହାପ୍ରଭୁଙ୍କୁ ରକ୍ଷା କରାଯାଇପାରିବ ସେ ନେଇ ଏହା ମଧ୍ୟରେ ବିଚାର ବିମର୍ଶ କରାଯାଉଥିଲା। ପରବର୍ତ୍ତୀ ସମୟରେ ଏହି…
ଅନ୍ଲାଇନ୍ ଠକେଇ: ରେଭେନ୍ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ଆକାଉଣ୍ଟରୁ ୧୫ ହଜାର ଗାଏବ
କଟକ ଅଫିସ,୧୬।୨: ଅନ୍ଲାଇନ ଠକେଇର ଶିକାର ହୋଇଛନ୍ତି ରେଭେନ୍ଶା ବିଶ୍ୱବିଦ୍ୟାଳୟ ଆଇଏସ୍ଟି ବିଭାଗ ସ୍ନାତକ ତୃତୀୟ ବର୍ଷର ଛାତ୍ର କୈଳାସ ବେହେରା। ତାଙ୍କ ଆକାଉଣ୍ଟରୁ କେହି ଦୁର୍ବୃତ୍ତ ୧୫ ହଜାର ଟଙ୍କା ଠକି ନେଇଥିବା ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, କୈଳାସଙ୍କ ବାପା…
ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼େଇ ହାଣିଲେ; ଜଣଙ୍କୁ କାବୁକଲେ ସ୍ଥାନୀୟ ଲୋକେ
ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍-୯ ଗ୍ରୀଡ୍କୋ କଲୋନୀରେ ଜଣେ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଯୁବକ ଗୋଡ଼େଇ ଗୋଡ଼େଇ ହାଣିଛନ୍ତି। ସେମାନେ ଖଣ୍ଡା, ଭୁଜାଲି, ଲୁହାରଡ଼୍ରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ…
ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା, ଆକ୍ରମଣ ବଢୁଛି: ଉଦ୍ବେଗ ପ୍ରକାଶ କଲା ସୂଚନା ଅଧିକାର ଅଭିଯାନ
ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଦୁର୍ନୀତିର ପର୍ଦ୍ଦାଫାଶ ସହ ଏହା ବିରୋଧରେ ସ୍ବର ଉଠାଉଥିବା ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ଓ ମରଣାନ୍ତକ ଆକ୍ରମଣ ବଢ଼ିଚାଲିଛି। ଗତ ଦୁଇମାସ ଭିତରେ ଦୁଇଜଣ ସୂଚନାଧିକାର କର୍ମୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଡିସେମ୍ବର ୧୦ରେ…
ଉଲ୍ଲଂଘନ ହେଉଛି କଟକଣା: ଶ୍ରୀମନ୍ଦିରରେ ପାନଛେପ ଦେଖି ୫-ଟି ସଚିବ କ୍ଷୁବ୍ଧ
ପୁରୀ ଅଫିସ, ୧୬।୨: ଶ୍ରୀମନ୍ଦିର ଭିତରକୁ ପାନ, ଗୁଟ୍ଖା ଉପରେ କଟକଣା ରହିଛି। କେହି ଏସବୁ ଖାଇ କିମ୍ବା ନେଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ବ୍ୟକ୍ତି ଯଦି ଏହାକୁ ଉଲ୍ଲଂଘନ କରନ୍ତି…
ପୁରୀ ଜିଲା ଚିଠି: ବାଡ଼ ଖାଉଛି ଫସଲ
ମହାପ୍ରଭୁଙ୍କ ବିଭିନ୍ନ ଯାନିଯାତ୍ରା ମଧ୍ୟରୁ ପ୍ରସିଦ୍ଧ ହେଉଛି ରଥଯାତ୍ରା। ପବିତ୍ର ଆଷାଢ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଏହା ଅନୁଷ୍ଠିତ ହୋଇଥାଏ। ଏହା କେବଳ ପୁରୀ କି ଓଡ଼ିଶାରେ ସୀମିତ ନୁହେଁ, ଭାରତର ବିଭିନ୍ନ ରାଜ୍ୟ ଏପରି କି ବିଦେଶର ଅନେକ…
ଖୋଲିବ ଅନୁପ ସାଏଙ୍କ ପରକୀୟା ପାପର ପେଡ଼ି : ତଦନ୍ତ ପାଇଁ ଆସିବ ଛତିଶଗଡ଼ ପୋଲିସ
ଭୁବନେଶ୍ୱର, ୧୬ା୨ (ବ୍ୟୁରୋ): ଝାରସୁଗୁଡା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କ ପରକୀୟା ପାପର ପେଡ଼ି ଖୋଲିବାକୁ ଓଡ଼ିଶା ଆସିବ ଛତିଶଗଡ଼ ପୋଲିସ। ଛତିଶଗଡ଼ରେ ମା’ ଓ ଝିଅଙ୍କୁ ହତ୍ୟା ପାଇଁ ଓଡ଼ିଶାରେ ହୋଇଥିବା ବ୍ଲୁ-ପ୍ରିଣ୍ଟ ପଛରେ ଲୁଚି ରହିଥିବା…
ଉପରେ ବହ୍ଲା କାଠ ତଳେ ଗଞ୍ଜେଇ: ଟ୍ରକରୁ ୧.୮୧କୋଟିର ଗଞ୍ଜେଇ ଜବତ
ନୟାଗଡ ଅଫିସ,୧୬ା୨: ନୟାଗଡ ଜିଲା ଦଶପଲ୍ଲା ବ୍ଲକ ତୁମୁଡି ପଞ୍ଚାୟତ ରଙ୍ଗମାଟିଆ ଗ୍ରାମ ନିକଟ ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ ଜାତୀୟ ରାଜପଥ କଡରେ ଥିବା ଏକ ଢାବା ନିକଟରୁ ଶୁକ୍ରବାର ରାତିରେ ଏକ ଟ୍ରକରୁ ୧୨୦୬ କେଜି ୭୨୫ ଗ୍ରାମ ଗଞ୍ଜେଇ ଜବତ…
ବିଧାନସଭା ବିବରଣୀ କମ୍ପ୍ୟୁଟରୀକୃତ ହେବ
ଭୁବନେଶ୍ୱର, ୧୬ା୨ (ବ୍ୟୁରୋ):ପୂର୍ବରୁ ଓଡ଼ିଶା ବିଧାନସଭାର ବିବରଣୀ ହାତରେ ଲେଖା ଯାଉଥିଲା ା କିନ୍ତୁ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଏଣିକି ହାତଲେଖା ପରିବର୍ତ୍ତେ ବିଧାନସଭା ବିବରଣୀ କମ୍ପ୍ୟୁଟର ଦ୍ୱାରା ପ୍ରସ୍ତୁତ କରାଯାଇ ଗୃହର ମାନ୍ୟବର ବିଧାୟକ,ବିଧାୟିକାମାନଙ୍କ ନିକଟକୁ…
ବିଭାଗୀୟ ଆଲୋଚନା ବେଳେ ଗୃହରେ ଉପସ୍ଥିତ ରହିବେ ଅଫିସର
ଭୁବନେଶ୍ୱର, ୧୬ା୨ (ବ୍ୟୁରୋ):ବିଧାନସଭାରେ ରାଜ୍ୟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥାଏ। ହେଲେ ବିଭିନ୍ନ ବିଭାଗ ସମ୍ବନ୍ଧରେ ଆଲୋଚନା ହେଉଥିବା ସମୟରେ ସମ୍ପୃକ୍ତ ବିଭାଗର ଅଫିସର ରହୁ ନ ଥିବା କଂଗ୍ରେସ ଦଳ ବିଧାୟକ ତାରା ପ୍ରସାଦ ବାହିନୀପତି ବାଚସ୍ପତି ସୂର୍ଯ୍ୟ ନାରାୟଣ…
ଏମ୍ଏଲ୍ଏଙ୍କ ସ୍ତ୍ରୀ/ସ୍ବାମୀଙ୍କୁ ମିଳିବ ସ୍ବାସ୍ଥ୍ୟବୀମା
ଭୁବନେଶ୍ୱର, ୧୬ା୨ (ବ୍ୟୁରୋ): ଓଡ଼ିଶା ବିଧାନସଭାର ସଭ୍ୟମାନଙ୍କ ସହ ସେମାନଙ୍କ ସ୍ତ୍ରୀ/ସ୍ବାମୀଙ୍କୁ ମଧ୍ୟ ସ୍ବାସ୍ଥ୍ୟବୀମା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ଏ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ଅର୍ଥ ବିଭାଗ ଗ୍ରହଣ କରିଛି।…
ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆଣିଲା ଭାଜପା
ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏହି ଯୋଜନାରେ ସରକାର ଗତ ଅକ୍ଟୋବର ୧୦ରେ ପ୍ରଥମ ତାଲିକା ପ୍ରକାଶ କରିଥିଲେ। ଏଥିରେ ୧୨,୭୫,୦୦୦ ହିତାଧିକାରୀଙ୍କର ନାମ ଥିଲା । ହେଲେ ଏହି…
Archives


