ରାଜ୍ୟ

ଦେଶ ପାଇଁ ଶହୀଦ ହେଲେ ରଣାମୁଣ୍ଡଳୀ ଗ୍ରାମର ଅଭିରାମ, ତ୍ରିରଙ୍ଗାମୟ ହେଲା ବସ୍ତା ବଜାର

ବସ୍ତା,୧୫।୨(ଡି.ଏନ୍‌.ଏ.): ହିମାଚଳ ପ୍ରଦେଶରେ କାର୍ଯ୍ୟରତ ଥିବା ବସ୍ତା ବ୍ଲକ ରଣାମୁଣ୍ଡଳୀ ଗ୍ରାମର ଅଭିରାମ ଦେଶ ପାଇଁ ଶହୀଦ ହୋଇଥିବା ଜଣାପଡ଼ିଛି। ସେ ପ୍ରତିରକ୍ଷା ବିଭାଗରେ କାମ କରୁଥିବା ବେଳେ ଶହୀଦ ହୋଇଛନ୍ତି। ମୃତ୍ୟୁର ସଠିକ୍‌ କାରଣ ଜଣାପଡ଼ିନାହିଁ। ତେବେ ମରଶରୀରକୁ ସମ୍ମାନ…

ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ ଅଫିସ,୧୫।୨- କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟର ତୃତୀୟ ମହଲାରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଦିବା ପ୍ରାୟ ସାଢ଼େ ୧୨ଟା ବେଳେ ତୃତୀୟ ମହଲାର ଶୌଚାଳୟରୁ ଧୂଆଁ ବାହାରୁଥିବା କର୍ମଚାରୀମାନେ ଦେଖିଥିଲେ। ଏ ନେଇ ଅଗ୍ନିଶମ ବିଭାଗକୁ ଖବର…

ସଚେତନତା ସତ୍ତ୍ୱେ ଗଞ୍ଜାମରେ ଅଲୋଡ଼ା ଶିଶୁକନ୍ୟା: ଦୁଇଟି ସ୍ଥାନରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର ଅଫିସ, ୧୫ା୨- ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି ସରକାର ଅନେକ ଥର କହିଛନ୍ତି। ସେଥିପାଇଁ କେନ୍ଦ୍ର ସରକାର ବେଟି ବଚାଓ, ବେଟି ପଢ଼ାଓ…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ପାପଡ଼ାହାଣ୍ଡି,୧୫।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୃଗବିହାର ନିକଟରେ ଶନିବାର ଏକ ଘରୋଇ ବସ୍‌ ଦୁର୍ଘଟଣା ଘଟିଛି। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତାହତଙ୍କ ପରିଚୟ ମିଳିନାହିଁ। ବସ୍‌ ଜଗା…

ମହିଳା କମିଶନରେ ୧୦ ହଜାର ମାମଲା

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ୧୦,୧୩୦ଟି ମହିଳାଙ୍କ ବିରୋଧରେ ହୋଇଥିବା ମାମଲା ବିଚାରାଧୀନ ରହିଛି। ସେଥିରୁ ୨,୭୨୯ ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୨,୦୫୧ ମାମଲାର ଶୁଣାଣି ଶେଷ ହୋଇଛି। ଏହି ମାମଲାଗୁଡ଼ିକ ମଧ୍ୟରୁ ଯୌତୁକ ନିର୍ଯାତନା ପାଇଁ ୭୭୦,…

ରାଜ୍ୟରେ ୧୨.୪୪ ଲକ୍ଷ ଭିନ୍ନକ୍ଷମ: ମନ୍ତ୍ରୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ୨୦୧୧ ଜନଗଣନା ଅନୁଯାୟୀ ରାଜ୍ୟରେ ୧୨ ଲକ୍ଷ ୪୪ ହଜାର ୪୦୨ଜଣ ଭିନ୍ନକ୍ଷମ ଅଛନ୍ତି। ସେମାନଙ୍କୁ ୨୧ଟି ଭାଗରେ ଶ୍ରେଣୀଭୁକ୍ତ କରାଯାଇଛି। ସେମାନଙ୍କ ଶିକ୍ଷା ଲାଗି ୧୦୨ଟି ସ୍ବତନ୍ତ୍ର ବିଦ୍ୟାଳୟ ଓ ୧ଟି ମହାବିଦ୍ୟାଳୟ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ…

କଟକରେ ସର୍ବାଧିକ ଭିକାରି, ଦେବଗଡ଼ ଜିଲାରେ ୩ଜଣ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ୫,୯୫୦ ଜଣ ଭିକାରି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧,୦୬୦ଜଣ ଭିକାରି ଅଛନ୍ତି। ସେହିପରି ଗଞ୍ଜାମରେ ୫୪୫, ପୁରୀ ୩୬୬, ମୟୂରଭଞ୍ଜ ୪୮୫, ସମ୍ବଲପୁର ୩୦୩, ସୁନ୍ଦରଗଡ଼ ୪୨୩, ଅନୁଗୋଳ ୨୦୫, ବାଲେଶ୍ୱର ୧୩୧,…

ବଲାଙ୍ଗୀର ମୋତିଲାଲ ଓସ୍ବାଲ-କିସ୍‌ ଜନଜାତି ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୧୫।୨- ଭୁବନେଶ୍ୱର କିସ୍‌ ଜନଜାତି ଆବାସିକ ବିଦ୍ୟାଳୟ ବଲାଙ୍ଗୀର ଶାଖା ମୋତିଲାଲ ଓସ୍ବାଲ-କିସ୍‌ ବିଦ୍ୟାଳୟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ଉତ୍ସବରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀର…

ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ବିରୋଧ କରିଥିଲେ। ଶନିବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ଭାଜପା…

ଟ୍ରକ୍‌ରୁ ୩୯ ବସ୍ତା ଗଞ୍ଜେଇ ଜବତ: ଡ୍ରାଇଭର ଗିରଫ

ନୟାଗଡ଼ ଅଫିସ,୧୫।୨: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣୀଗୋଛା ରାଜପୁତ ଢାବା ନିକଟରୁ ଶନିବାର ଏକ ଟ୍ରକ୍‌ରୁ ୩୯ ବସ୍ତା ଗଞ୍ଜେଇ ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ଭୁବନେଶ୍ୱର ପକ୍ଷରୁ ଚଢ଼ାଉ କରାଯାଇ ଏହି ଗଞ୍ଜେଇ ଜବତ କରାଯାଇଛି।…

ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣା: ଅନୁପଙ୍କ ଡ୍ରାଇଭର ଗିରଫ

ଝାରସୁଗୁଡ଼ା ଅଫିସ,୧୫।୨: ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣାର ଅଭିଯୁକ୍ତ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଜପୁର ବଗରାଚକ ଗାଁ ଭଡାଘରେ ପୋଲିସ ଚଢ଼ାଉ କରି ବର୍ଦ୍ଧନଙ୍କୁ ଗିରଫ କରିଥିବା ଜଣାପଡ଼ିଛି।…

ରେଳପଥ ଆଧୁନିକୀକରଣ ଯୋଗୁ ବାଧାପ୍ରାପ୍ତ ହେବ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଉତ୍ତର, କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ରେଳପଥ ପରିସୀମା ମଧ୍ୟରେ ସଂରକ୍ଷଣ ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥ ଏବଂ ଏହାର ପରିସୀମାରୁ ଛାଡ଼ିବାକୁ ଥିବା କେତେକ ଟ୍ରେନ ବାତିଲ, ଆଂଶିକ ବାତିଲ ଓ ମାର୍ଗ ପରିବର୍ତ୍ତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri