ରାଜ୍ୟ

ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ସମ୍ବେଦନଶୀଳ ବିଦ୍ୟୁତ୍‌ ସରବରାହ ସ୍ଥାନଗୁଡ଼ିକୁ ଚିହ୍ନଟ କରି ଭବିଷ୍ୟତରେ କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ତୁରନ୍ତ ପଦକ୍ଷେପ ନେବା ପାଇଁ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ସମସ୍ତ ଜିଲାପାଳ, ଆରକ୍ଷୀ ଅଧୀକ୍ଷକ ଏବଂ ସମ୍ପୃକ୍ତ ବିଭାଗୀୟ ଉଚ୍ଚପଦସ୍ଥ…

୨୦୧୭ରେ ଓଡ଼ିଶାକୁ ହସ୍ତଶିଳ୍ପ କ୍ଷେତ୍ରରେ ସର୍ବାଧିକ ପୁରସ୍କାର

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୨୦୧୭ ମସିହା ପାଇଁ ଓଡ଼ିଶାର ୫ ହସ୍ତଶିଳ୍ପୀ ରାଷ୍ଟ୍ରୀୟ ପୁରସ୍କାର ଓ ୩ ଜଣ ରାଷ୍ଟ୍ରୀୟ ମେରିଟ୍‌ ସାର୍ଟିଫିକେଟ୍‌ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଗୋଟିଏ ବର୍ଷରେ ଓଡ଼ିଶାରୁ ୮ ଶିଳ୍ପୀ ଜାତୀୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ…

ଅଭିନବ ଢଙ୍ଗରେ ଭାଲେଣ୍ଟାଇନ ପାଳିଲା ସାମ୍‌ସଙ୍ଗ

ଭୁବନେଶ୍ୱର,୧୫।୨ : ପ୍ରମୁଖ କମ୍ପାନୀ ସାମସଙ୍ଗ ଏବଂ ରାମକୃଷ୍ଣ ଏଜେନ୍ସି ମିଳିତ ଭାବେ ଅଭିନବ ଢଙ୍ଗରେ ଭାଲେଣ୍ଟାଇନକୁ ପାଳନ କରିଛନ୍ତି। ସ୍ଥାନୀୟ ଲୁଇ ବ୍ରେଲୀ ଓ ରାଜଧାନୀ ସ୍କୁଲରେ ଦିବ୍ୟାଂଗ ପିଲାମାନଙ୍କ ଲାଗି ଉପହାର ଏବଂ ଖାଇବା ପ୍ୟାକେଟ ପ୍ରଦାନ କରାଯାଇଥିଲା।…

ବିରୋଧୀ ଗୃହର ମଧ୍ୟ ଭାଗକୁ ଆସିଲେ ଗଣମାଧ୍ୟମ ଦେଖାଇ ପାରିବ ନାହିଁ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ବିଧାନସଭା ଗୃହର ମଧ୍ୟଭାଗକୁ ବିରୋଧୀ ଆସିଲେ ଗଣମାଧ୍ୟମ ଦେଖାଇ ପାରିବ ନାହିଁ । ଶୁକ୍ରବାର ଏମିତି ରୁଲିଂ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ରାଜ୍ୟପାଳଙ୍କ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ବେଳେ ବିଧାନସଭା ଅଫିସର ଗ୍ୟାଲେରି…

ଭଞ୍ଜନଗରରେ କରୋନା ଭୟ: ପରୀକ୍ଷା କରାଇବାକୁ କଟକ ଗଲେ ଡାକ୍ତରୀ ଛାତ୍ର

ଭଞ୍ଜନଗର,୧୫।୨ (ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ କରୋନା ଭୂତାଣୁ ଭୟ ଦେଖାଦେଇଛି। ଗତ ଜାନୁୟାରୀ ୧୪ରେ ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିଥାଇପାରେ ବୋଲି ସନ୍ଦେହ କରାଯାଉଛି। ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଛାତ୍ରଙ୍କ ସ୍ବାସ୍ଥ୍ୟ…

ଅନ୍ୟ କୋର୍ଟକୁ ମାମଲା ସ୍ଥାନାନ୍ତର ନିଷ୍ପତ୍ତି

ସମ୍ବଲପୁର,୧୫।୨ (ବ୍ୟୁରୋ): ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଚାଲି ଆସୁଥିବା ଆନ୍ଦୋଳନର ସମାଧାନ ହୋଇପାରୁନାହିଁ । ହେଲେ ରାଜ୍ୟ ସରକାର କୋର୍ଟରେ ଗଡୁଥିବା ମାମଲାଗୁଡିକ ଅନ୍ୟ କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି…

ଶହୀଦ ମନୋଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ନିଆଳି, ୧୫।୨ (ଡି.ଏନ୍‌.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍‌ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଆ ଯବାନ କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ରତନପୁରର ମନୋଜ ବେହେରା ଶହୀଦ ହୋଇଥିଲେ। ଶହୀଦ ଦିବସ ଅବସରରେ ଶୁକ୍ରବାର ମନୋଜଙ୍କ ବାସଭବନ…

‘ଶହୀଦ ମନୋଜ ଦେଶ ପାଇଁ ଗର୍ବ ଓ ଗୌରବ’

ନିମାପଡ଼ା,୧୫।୨ (ଡି.ଏନ୍‌.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍‌ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ମନୋଜ ବେହେରା ଆମ ଦେଶ ପାଇଁ ଗର୍ବ ଓ ଗୌରବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ବିଧାନସଭାରେ ଶୋକ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୮ ଜଣ ପୂର୍ବତନ ମନ୍ତ୍ରୀ, ବିଧାନସଭାର ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୁକ୍ରବାର ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ରାଜ୍ୟପାଳଙ୍କ ଅଭିଭାଷଣ ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ବିହନ ପିଣ୍ଡୁଳାରେ ବୃକ୍ଷ

ପୁରୁଣା ଭୁବନେଶ୍ୱର, ୧୫।୨ (ଡି.ଏନ.ଏ.): ବିଶ୍ୱ ବ୍ୟାପୀ ‘ଭାଲେଣ୍ଟାଇନ୍‌ ଡେ’ କୁ ପ୍ରେମ ଦିବସ ଭାବେ ପାଳନ କରା ଯାଉଥିବା ବେଳେ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୁଶାନ୍ତ ସାହୁ ହୃଦୟ ଭିତରେ ବିହନ ପିଣ୍ଡୁଳାରେ ବୃକ୍ଷ ତିଆରି କରି ‘ଆସ…

ଲୋକସେବା ଭବନରେ ଦିବ୍ୟାଙ୍ଗ ଓ ବରିଷ୍ଠଙ୍କ ପାଇଁ ସ୍ବତନ୍ତ୍ର ଯାନ ଲୋକାର୍ପିତ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଲୋକସେବା ଭବନକୁ ପ୍ରତିଦିନ କାର୍ଯ୍ୟୋପଲକ୍ଷେ ବିଭିନ୍ନ ସ୍ଥାନରୁ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ସୁଗମ ଯାତାୟାତ ନିମନ୍ତେ ଏକ ସ୍ବତନ୍ତ୍ର ଯାନର ବ୍ୟବସ୍ଥା କରାଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…

ପରୀକ୍ଷା ସମୟରେ ବିଦ୍ୟୁତ କାଟ ବନ୍ଦ ହେଉ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଚଳିତ ମାସ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଓ ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ପରେ ଯୁକ୍ତ ୩ ଏବଂ ସିବିଏସ୍‌ଇ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ ଗ୍ରାହକଙ୍କ ବିଲ୍‌ ବାକିକୁ ନେଇ ଗ୍ରୀଡକୋ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri