ରାଜ୍ୟ

ରାଜ୍ୟ ସଭା ନିର୍ବାଚନ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, ରାଜ୍ୟ ସ୍ବାର୍ଥ ପାଇଁ ନବୀନଙ୍କୁ ଭେଟିବି

ଭୁବନେଶ୍ୱର,୨ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ଆଜି ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଦାସ । ମର୍ଯ୍ୟାଦା ପାଇଁ ରାଜ୍ୟ ସଭା ନିର୍ବାଚନ ଲଢ଼ିବୁ ବୋଲି କହିଛନ୍ତି। ରାଜ୍ୟର ବୃହତ ସ୍ବାର୍ଥ ପାଇଁ ଦିନେ ଦୁଇଦିନ ଭିତରେ ନବୀନଙ୍କ ସହ…

ବ୍ରିଜ୍‌ରୁ ୩୦ ଫୁଟ ତଳକୁ ଖସିଲା ଟ୍ରକ୍‌, ହେଲ୍ପର ମୃତ, ଗୁରୁତର ହୋଇ ଚାଳକ…

ରାଉରକେଲା,୨ା୨(ସଙ୍ଗୀତା ଜେନା): ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ରାଉରକେଲାରୁ କୁଆଁରମୁଣ୍ଡା ଯାଉଥିବା ଏକ ୧୮ଚକିଆ ଟ୍ରକ୍‌ ରବିବାର ବିଳମ୍ବିତ ରାତିରେ ଅଣାୟତ ହୋଇ ଯମୁନା ନାକି ବ୍ରିଜର ପାଚେରି ଭାଙ୍ଗି ୩୦ ଫୁଟ ତଳକୁ ବ୍ରାହ୍ମଣୀ ନଦୀରେ ଖସିପଡ଼ିଛି। ଏଥିରେ ହେଲ୍ପରଙ୍କର…

୬ ତାରିଖ ପର୍ଯ୍ୟନ୍ତ କୁହୁଡ଼ି: ଏସବୁ ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨ା୨(ବନ୍ଦନା ସେଠୀ): ରାଜ୍ୟରେ ଏବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାରୁ ଶୀତ ପ୍ରକୋପ ହ୍ରାସ ପାଇଛି। ତେବେ ଅତ୍ୟଧିକ କୁହୁଡି ପାଇଁ ଜନଜୀବନ ପ୍ରଭାବିତ ହେଉଛି। ସୋମବାର ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଏବଂ ପୁରୀରେ ଘନ କୁହୁଡି ହେବା ନେଇ ୟେଲୋ…

କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…

ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…

ଅନ୍ଧ, ମୂକ, ବଧିର ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ଅଭିଯୋଗ ଆଣିବାରୁ…

ଭବାନୀପାଟଣା,୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟରୁ ଆସିଛି ସାଂଘାତିକ ଅଭିଯୋଗ । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ଛାତ୍ରୀମାନେ। ମାମଲା ଜିଲାପାଳଙ୍କ ନିକଟରେ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି। ଏହି ଘଟଣାରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ଆଠମଲ୍ଲିକ ଥାନା ଗୋପାଳପୁର…

ଶୀତ କମିଛି, କମିନି ପର୍ଯ୍ୟଟକଙ୍କ ସଂଖ୍ୟା, ସକାଳୁ ରାତି ପର୍ଯ୍ୟନ୍ତ…

ଦାରିଙ୍ଗବାଡ଼ି,୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନରେ ଶୀତର ଅନୁଭୂତି କମିବାରେ ଲାଗିଛି। କେବଳ ସନ୍ଧ୍ୟା ପରଠାରୁ ଶୀତ ମାଡ଼ି ଆସି ଭୋର୍‌ ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଏହାର ପ୍ରଭାବ ଦିନରେ ବହୁତ କମ୍‌ ଦେଖାଯାଇଛି।…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨ା୨: ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ୫ ଜିଲାରେ ୬ ଦିନ ରହଣି କରିବେ ରାଷ୍ଟ୍ରପତି। ଏହି ୬ ଦିନରେ ରାଷ୍ଟ୍ରପତିଙ୍କ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ବିଭିନ୍ନ…

୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ରବିନାରାୟଣ ଜେନା): ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ହେଲେ କ୍ଷମତା ଅଧିକାରୀଙ୍କୁୁ ଏଭଳି…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଡିସେମ୍ବର ୫ତାରିଖରେ ଅସୁସ୍ଥ…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ ଶଶୀ ସାହୁ ବିଜୁ ଜନତା ଦଳରେ ସାମିଲ ହୋଇଥିବା ବେଳେ ତାଙ୍କ ପତ୍ନୀ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । କିଛି ଦିନ ତଳେ ମସ୍ତିସ୍କା ଘାତ ହେବାରୁ ବୁର୍ଲା ଭୀମସାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?