ରାଜ୍ୟ

ନିଖୋଜ ନାବାଳିକାଙ୍କ ମୃତଦେହ ଉଦ୍ଧାର

ରାୟଗଡା ଅଫିସ, ୨୪।୧୨: ରାୟଗଡା ଜିଲା ଚନ୍ଦ୍ରପୁର ଗ୍ରାମରେ ଗତ ଶନିବାରଠାରୁ ନିଖୋଜ ଥିବା ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଚନ୍ଦ୍ରପୁର ଗ୍ରାମ ନିକଟସ୍ଥ ଚିଚିପଙ୍ଗା ଗ୍ରାମ ନିକଟସ୍ଥ ଜଙ୍ଗଲରୁ ମଙ୍ଗଳବାର ସକାଳୁ ନାବାଳିକାର ଅର୍ଦ୍ଧନଗ୍ନ ଅବସ୍ଥାରେ ମୃତଦେହ ପୋଲିସ…

ବଡ଼ଦିନ ପାଇଁ ସଜେଇ ହେଲାଣି ଚର୍ଚ୍ଚ: କ୍ରିସ୍‌ମାସ୍‌ କ୍ୟାରୋଲରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ସରିଲାଣି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉ ଗୋଟିଏ ଦିନ ବାକି ଥିବାବେଳେ ରଙ୍ଗିନ ଆଲୋକମାଳାରେ ଝଲସିଲାଣି ସହର। ଚର୍ଚ୍ଚଗୁଡ଼ିକରେ ଉତ୍ସବର ପରିବେଶ ସାଙ୍ଗକୁ ଆରମ୍ଭ ହୋଇଗଲାଣି ସାଜସଜ୍ଜା ଓ କ୍ରିସ୍‌ମାସ୍‌-ଟ୍ରୀ ପ୍ରସ୍ତୁତି କାମ। ଏପଟେ ରାଜଧାନୀରେ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିବସକୁ ପାଳନ…

ଶ୍ରୀମନ୍ଦିରରେ ଏଏସ୍‌ଆଇ ଡିଜି: ମରାମତି କାର୍ଯ୍ୟର ତଦାରଖ କଲେ

ପୁରୀ ଅଫିସ, ୨୪ା୧୨: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକ (ଡିଜି) ଉଷା ଶର୍ମା ସୋମବାର ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ଅପରାହ୍ନରେ ଶର୍ମା ସିଂହଦ୍ୱାରରେ ପହଞ୍ଚତ୍ବା ପରେ ତାଙ୍କୁ ଏଏସ୍‌ଆଇ ଅଧିକାରୀ ସ୍ବାଗତ କରିଥିଲେ। ପରେ ଶର୍ମା ମନ୍ଦିରକୁ ଯାଇ…

ଘରୋଇ ସଂସ୍ଥା ହାତକୁ ଗଲା ସେସୁ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିିକ ସପ୍ଲାଏ ୟୁଟିଲିଟି ଅଫ ଓଡ଼ିଶା (ସେସୁ)ର ପରିଚାଳନା ଦାୟିତ୍ୱ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ ହାତରେ ନ୍ୟସ୍ତ କରାଯାଇଛି। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି) ଟାଟାକୁ ଲେଟର ଅଫ ଇଣ୍ଟଣ୍ଟେ(ଏଓଆଇ) ପ୍ରଦାନ କରିଛନ୍ତି। ଟେଣ୍ଡର…

ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ଆକ୍ସନ ପ୍ଲାନ୍‌

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): କାର୍ଯ୍ୟ ଅନ୍ବେଷଣରେ ରାଜ୍ୟ ବାହାରକୁ ଓ ବିଦେଶକୁ ଯାଉଥିବା ଶ୍ରମିକମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ପ୍ରସ୍ତୁତ ହେବ ଆକ୍ସନ ପ୍ଲାନ। ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିବେ। ସୋମବାର ଭୁବନେଶ୍ୱର ପାନ୍ଥନିବାସର କଳିଙ୍ଗ ସମ୍ମିଳନୀ କକ୍ଷରେ…

ମାଟି ଅତଡ଼ା ଧସି ଶ୍ରମିକଙ୍କ ମୃତ୍ୟୁ

ପୁରୁଣା ଭୁବନେଶ୍ୱର,୨୪ା୧୨(ଡି.ଏନ୍‌.ଏ.): ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ଜେମାଦେଇପୁର ସ୍କୁଲ ନିକଟରେ ଖୋଳାଯାଇଥିବା ଗାତରେ ମାଟି ଅତଡ଼ା ଧସି ସୋମବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଞ୍ଜନଗର ଜଗନ୍ନାଥ ପ୍ରସାଦ ଅଞ୍ଚଳର ନରହରି ପଲେଇ। ନରହରି ଏଠାରେ ବଡ଼ଗଡ଼…

ଦକ୍ଷତା, ନିଯୁକ୍ତି କ୍ଷେତ୍ରରେ ନୂତନ ସମ୍ଭାବନା: ଏଆଇ ଉତ୍କର୍ଷ କେନ୍ଦ୍ର, ବିପିଓ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସ୍ଥାନୀୟ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ସିଇଟି)ଠାରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଉତ୍କର୍ଷ କେନ୍ଦ୍ର (ସେଣ୍ଟର ଫର୍‌ ଏକ୍ସିଲେନ୍ସ)କୁ ଉଦ୍‌ଘାଟନ କରିଛନ୍ତି। ଟେକ୍‌ ମହିନ୍ଦ୍ରା ଲିମିଟେଡ ସହଯୋଗରେ ସିଇଟି ପକ୍ଷରୁ ସେଣ୍ଟର ଫର…

ବ୍ୟାଗ୍‌ରେ ଶ୍ରୀମନ୍ଦିର ଚିତ୍ର: ପ୍ରତିବାଦ କଲେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ

ପୁରୀ ଅଫିସ,୨୪ା୧୨: ପୁରୀ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ଲାଗି ପୌରସଂସ୍ଥା ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷକରି ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ ଓ ପଲିଥିନ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ପ୍ଲାଷ୍ଟିକ ଓ ପଲିଥିନ ପଡ଼ି ନାଳ, ନର୍ଦ୍ଦମା…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ମୃତ, ୬ ଗୁରୁତର

ଅନୁଗୋଳ ଅଫିସ/ଛେଣ୍ଡିପଦା,୨୪।୧୨,(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର କତଡା ଗୁରୁଣ୍ଡୁଗୋପାଳ ଉଚ୍ଚବିଦ୍ୟାଳୟ ନିକଟରେ ସୋମବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬…

ଆରମ୍ଭ ହେଲା ବିଶ୍ୱ ଓଡ଼ିଶୀ ଉତ୍ସବ

ଭୁବନେଶ୍ୱର, ୨୪ା୧୨ (ବ୍ୟୁରୋ) – ସାଂସ୍କୃତିକୀ ପକ୍ଷରୁ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ବିଶ୍ୱ ଓଡ଼ିଶୀ ନୃତ୍ୟ ଉତ୍ସବ ଆରମ୍ଭ ହୋଇଛି। ଗୋଟିପୁଅ ନୃତ୍ୟଶିଳ୍ପୀ ସ୍ବର୍ଗତଃ ଗୁରୁ ବୀରବର ସାହୁଙ୍କ ଉଦ୍ଦେଶ୍ୟରେ ଉତ୍ସଗୀକୃତ ଏହି ଉତ୍ସବରେ ନୃତ୍ୟ ପରିବେଷଣ…

ଅନ୍ତର୍ଜାତୀୟ ବ୍ରାଉନ୍‌ସୁଗାର କାରବାର: ରାଜାଙ୍କ ୨ ସହଯୋଗୀ ବାଲେଶ୍ୱରରୁ ଗିରଫ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଅନ୍ତର୍ଜାତୀୟ ନିଶା ମାଫିଆ ତଥା ବ୍ରାଉନସୁଗାର କାରବାରର ମାଷ୍ଟରମାଇଣ୍ଡ୍‌ ସେକ୍‌ ରାଜାଙ୍କ ଦୁଇ ସହଯୋଗୀ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ରବିବାର ରାତିରେ ବାଲେଶ୍ୱରରେ ଚଢ଼ାଉ କରି ସେମାନଙ୍କୁ ଗିରଫ କରିଛି। ସେମାନେ ହେଲେ ମସ୍‌ଜିଦ୍‌ ଗଳିରେ ରହୁଥିବା…

ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ଦୁବାଇ, ବ୍ୟାଙ୍କକ୍‌କୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ବିଦେଶକୁ ଉଡ଼ିବ ଅଧିକ ବିମାନ। କିଛି ଆନ୍ତର୍ଜାତିକ ବିମାନ ଚଳାଚଳ ସଂସ୍ଥା ଏଥିପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ତେବେ ଖୁବ୍‌ଶୀଘ୍ର ଦୁବାଇ ଓ ବ୍ୟାଙ୍କକ୍‌କୁ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଗତ ୧୭ ତାରିଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri