ରାଜ୍ୟ

ଗୁଣିଗାରେଡି ସନ୍ଦେହରେ ଦମ୍ପତ୍ତିଙ୍କୁ ହତ୍ୟା ଘଟଣା: ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ପାଟଣାଗଡ/ଖପ୍ରାଖୋଲ,୧୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ଗୁଣିଗାରେଡି ସନ୍ଦେହରେ ଦମ୍ପତ୍ତିଙ୍କୁ ହତ୍ୟା ଘଟଣାରେ ପୋଲିସ ଗୁରୁବାର ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛିା ଏମାନେ ହେଲେ ନାରାୟଣ ବରିହା, ସ୍ବରୁପା ଘିବେଲା, ଗୌରାଙ୍ଗ...

ସାଲେପୁର ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଫାଶୀ ପ୍ରସଙ୍ଗ: ନାବାଳିକାଙ୍କ ପରିବାର କହିଲେ ‘୧୭ ମାସ ପରେ ନ୍ୟାୟ ମିଳିଛି’

ନିଶ୍ଚିନ୍ତକୋଇଲି, ୧୯।୯(ସ୍ବ.ପ୍ର.): ୨୦୧୮ରେ ସାଲେପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଗୁରୁବାର ଦୋଷୀ ମହମ୍ମଦ ମୁସ୍ତାକଙ୍କୁ କଟକର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ନାବାଳିକାଙ୍କ ପରିବାର...

ଓସା ନିର୍ବାଚନ : ଗୃହ ପ୍ରମୁଖ ସଚିବଙ୍କୁ କର୍ମଚାରୀଙ୍କ ଦାବିପତ୍ର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର ନିର୍ବାଚନ ବିଳମ୍ବ ନେଇ କର୍ମଚାରୀ ମହଲରେ ଆଲୋଡନ ସୃଷ୍ଟି ହୋଇଛି। ଦୁଇ ବର୍ଷ ପୂର୍ବେ ନିର୍ବାଚିତ ପ୍ରତିନିଧିଙ୍କ କାର୍ଯ୍ୟକାଳ ସରିଯାଇଛି। ହେଲେ ପରବର୍ତ୍ତୀ ନିର୍ବାଚନ ନେଇ କୌଣସି ପ୍ରକ୍ରିୟା ଏଯାଏ ଦେଖିବାକୁ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍‌ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ

ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ ବରଗଡ଼ ଜିଲା ସୋହେଲା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ...

ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

ରାଜନଗର,୧୯।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନରେ ଗୁରୁବାର ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ରାଜନଗର ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନତାରେ ଏହି ଗଣନା ଆରମ୍ଭ ହୋଇଛି। ଦୁଇଟି ଟିମ୍‌ରେ ୧୨ଜଣ କର୍ମଚାରୀ ଏଥିରେ ସାମିଲ...

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ

କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଉକ୍ତ ନାବାଳିକା...

ଗତିପଥ ବଦଳାଇଲା ମଙ୍ଗଳା ମୁହାଣ

ପୁରୀ ଅଫିସ,୧୯।୯: ପ୍ରାୟ ପ୍ରତିବର୍ଷ ମଙ୍ଗଳା ନଦୀ ମୁହାଣ ଗତିପଥ ବଦଳୁଛି। ବିଭିନ୍ନ ସମୟରେ ପ୍ରାକୃତିକ ମୁହାଣ ପୋତିହୋଇ ଭିନ୍ନ ଜାଗାରେ ନୂଆ ଧାର ସୃଷ୍ଟି ହେଉଛି। ଗତ କିଛିଦିନ ହେବ ମଙ୍ଗଳା ନଦୀ ମୁହାଣ ପୋତିହୋଇ ସଙ୍କୁଚିତ ହୋଇଯାଇଥିଲା।...

ଉଚ୍ଛେଦକୁ ନେଇ ମହନ୍ତ, ସାଧୁସନ୍ଥଙ୍କ ମେଳି

ପୁରୀ ଅଫିସ, ୧୯।୯: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୀମା ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏଥିପାଇଁ ବର୍ତ୍ତମାନ ଡିଜିପିଏସ୍‌ ମ୍ୟାପିଂ ଚାଲିଛି। ତେବେ ଏହା ପୂର୍ବରୁ...

ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’

କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ...

ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉତ୍ପାତ ବଢ଼ି ଚାଲିଛି। ଏଥିଯୋଗୁ ଦୁର୍ଘଟଣା ଘଟୁଥିବାବେଳେ ବହୁ ଲୋକ କୁକୁର କାମୁଡ଼ାର ଶିକାର ହେଉଛନ୍ତି। ସେମାନଙ୍କ ବଂଶବୃଦ୍ଧି ଉପରେ ରୋକ୍‌ ଲଗାଇବା ସହ ସହରବାସୀଙ୍କୁ ଏଭଳି ବିପଦରୁ ରକ୍ଷାକରିବା ପାଇଁ ବିଏମ୍‌ସି...

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବାଲିଅନ୍ତା ବିଇଓ ଅଫିସ୍‌ ଗସ୍ତ: ଅନୁପସ୍ଥିତ କର୍ମଚାରୀଙ୍କ ଦିନକ ଦରମା ବନ୍ଦ

ଭୁବନେଶ୍ୱର(ବ୍ୟୁରୋ)/ବାଳକାଟୀ(ଡି.ଏନ.ଏ),୧୯।୯: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବାଲିଅନ୍ତା ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବାଳକାଟୀସ୍ଥିତ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଗସ୍ତବେଳେ ୧୦ଟା ୧୫ରୁ ୧୦ଟା ୪୦ ସୁଦ୍ଧା କାର୍ଯ୍ୟାଳୟରେ ଅପେକ୍ଷା କରିଥିଲେ।...

ବିଏମ୍‌ସିର ପଲିଥିନ ବ୍ୟାନ୍‌ ବାଟବଣା

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତବର୍ଷ ଅକ୍ଟୋବର ୨ରୁ ରାଜ୍ୟରେ ପ୍ଲାଷ୍ଟିକ୍‌ ଓ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ରାଜଧାନୀକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମଧ୍ୟ ଏହି ନିୟମକୁ କଡ଼ାକଡ଼ି ଲାଗୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri