ରାଜ୍ୟ

‘ଉତ୍ସବ ପ୍ରଧାନପାଟ-୨୦୨୦’ର ଅନ୍ତିମସନ୍ଧ୍ୟା: ନାଚ, ଗୀତରେ ଝୁମିଲେ ଦର୍ଶକ

ଦେବଗଡ଼, ୧୫।୨(ଡି.ଏନ.ଏ)-ସ୍ଥାନୀୟ ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଧରି ଚାଲିଥିବା ‘ଉତ୍ସବ ପ୍ରଧାନପାଟ-୨୦୨୦’ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅନ୍ତିମ ସନ୍ଧ୍ୟାରେ ଦର୍ଶକଙ୍କ ପ୍ରବଳ ଭିଡ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାର କଳାକାରମାନଙ୍କ ନାଚଗୀତରେ ଦର୍ଶକ ଝୁମିଉଠିଥିଲେ। ଜିଲାପାଳ ସୁଧାଂଶୁ ମୋହନ…

ଏସ୍‌ସିବି ମେଡିକାଲରେ ଖୋଲିଲା ଜରୁରୀକାଳୀନ ଲୋକସମ୍ପର୍କ କାର୍ଯ୍ୟାଳୟ

କଟକ ଅଫିସ,୧୫।୨: କଟକ ଏସ୍‌ସିବି ମେଡିକାଲ ପରିସରରେ ୨୪ ଘଣ୍ଟିଆ ଜରୁରିକାଳୀନ ଲୋକ ସମ୍ପର୍କ କାର୍ଯ୍ୟାଳୟ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍‌ଘାଟନ କରି କହିଛନ୍ତି, ଦୁର୍ଘଟଣାର ଶିକାର ହୋଇ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହେଉଥିବା…

ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଛକାପଞ୍ଝା

ଗୁଣପୁର,୧୫।୨(ଡି.ଏନ.ଏ) ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ ା ଏଥିଲାଗି ବିଭିନ୍ନ ଦଳ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ହେଲେ ଏହି ନିର୍ବାଚନ ନିର୍ଦ୍ଧାରିତ ତାରିଖରେ ହେବ ନା ନାହିଁ ତାହାକୁ ନେଇ ସନ୍ଦିହାନ…

ଶ୍ରମ କାର୍ଡ ନାଁରେ ଠକୁଛନ୍ତି ଦଲାଲ:ନକଲି କାର୍ଡ଼ ଦେଇ ଲୋକଙ୍କଠାରୁ ଲୁଟୁଛନ୍ତି ଟଙ୍କା

ନବରଙ୍ଗପୁର,୧୫।୨(ବି.ପ୍ର.) ଶିକ୍ଷା ଓ ସଚେତନତା ଅଭାବ ଯୋଗୁ ଅନେକ ଶ୍ରମିକ ଠକାମିର ଶିକାର ହେଉଛନ୍ତି। ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରମ କାର୍ଡ ପାଇଁ ନାମ ପଞ୍ଜୀକରଣ କରାଇ ଦେବାକୁ କହି ଲୋକଙ୍କୁ ଠକି ଚାଲିଛନ୍ତି ଦଲାଲ। ନକଲି ପଞ୍ଜୀକରଣ ପତ୍ର…

ବୀର ଯବାନଙ୍କୁ ମନେପକାଇଲେ ବିରୋଧୀ ଗୋଷ୍ଠୀ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): କେତେବେଳେ ବିଛୁଆତି, ବାଇଡଙ୍କ ଲଗାଇ ତ କେତେବେଳେ ରାଖୀ ବାନ୍ଧି ଭାଲେଣ୍ଟାଇନ୍ସ ଡେ’ରେ ପାର୍କ, ସିନେମା ହଲ୍‌ ଏବଂ ଶପିଂ ମଲ୍‌ରେ ପହଞ୍ଚି ପ୍ରେମୀଯୁଗଳଙ୍କୁ ବିଭିନ୍ନ ଉପାୟରେ ହଇରାଣ ହରକତ କରୁଥିବା ଗୋଷ୍ଠୀଗୁଡ଼ିକ ଏଥର କିନ୍ତୁ ନିଆରାଭାବେ ଦିନଟିକୁ…

ଖୁସିରେ ବୁଲି ପାଳିଲେ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଭାଲେଣ୍ଟାଇନ୍ସ ଡେ’କୁ ଧୁମ୍‌ଧାମରେ ପାଳନ କରିବା ଲାଗି ବହୁ ପୂର୍ବରୁ ପ୍ରସ୍ତୁତ ହୋଇଥିଲେ ପ୍ରେମୀଯୁଗଳ। ପ୍ରେମ ଓ ଭଲପାଇବାକୁ ଆହୁରି ଗଭୀର କରିବାକୁ ବିଭିନ୍ନ ସ୍ଥାନରେ ଏକାଠି ହୋଇଥିଲେ। ମନର ମଣିଷ ସହ ନିରୋଳାରେ କିଛି ସମୟ ବିତାଇବା…

ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ ପ୍ରସଙ୍ଗ: ତହସିଲ ସମ୍ମୁଖରେ ଧାରଣାକାରୀଙ୍କ ବିକ୍ଷୋଭ

ଏରସମା, ୧୫।୨ (ସ୍ବ.ପ୍ର.): ଏରସମା ଥାନା ଅଧୀନ ଜିରାଇଲୋ ପଞ୍ଚାୟତସ୍ଥିତ ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ଗତ ଜାନୁୟାରୀ ୨୧ରୁ ଦିଆଯାଇଥିବା ଗଣଧାରଣା ଶୁକ୍ରବାର ୨୫ ଦିନରେ ପହଞ୍ଚିଛି। ଧାରଣା ଦିଆ ଯିବାର ୨୨…

ଅସ୍ଥାୟୀ ଡମ୍ପିଂୟାର୍ଡ ହଟାଇବା ଦାବିରେ ଆନ୍ଦୋଳନ

ଜଗତ୍‌ସିଂହପୁର ଅଫିସ, ୧୫।୨: ସ୍ଥାନୀୟ କଲେଜ ଛକ ନିକଟ ଅସ୍ଥାୟୀ ଡମ୍ପିଂୟାର୍ଡ ଯୋଗୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ବିଶେଷକରି ଅଳିଆ ଗଦାରେ ନିଆଁ ଲଗାଇ ଦିଆଯାଉଥିବାରୁ ଏହି ଧୂଆଁ ସମଗ୍ର ଅଞ୍ଚଳକୁ ପ୍ରଦୂଷିତ କରିଦେଉଛି। ଲୋକେ ଘର ଭିତରେ କବାଟ…

ସିସିଟିଭି ନଜରରେ ରହିବ ଜଗତ୍‌ସିଂହପୁର ସହର

ଜଗତ୍‌ସିଂହପୁର ଅଫିସ, ୧୫।୨: ଜଗତ୍‌ସିଂହପୁର ସହରରେ ଦିନ ଦି ପ୍ରହରରେ ଲୁଟ୍‌ କିଛି ନୂଆ କଥା ନୁହେଁ। ଏଭଳି ଘଟଣା ଥରେ କି ଦୁଇଥର ନୁହେଁ, ଏକାଧିକ ବାର ଘଟିଥିଲେ ସୁଦ୍ଧା ପ୍ରତିକାର ନାହିଁ। କାରଣ ଅପରାଧୀମାନେ ଜାଣନ୍ତି ସହରରେ ସିସିଟିଭି…

ଟ୍ରାଫିକ୍‌ ଜାମ ଯୋଗୁ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟଣା: ଏକ ଘଣ୍ଟା ନୁହେଁ ୨୨ ମିନିଟ ୩୮ ସେକେଣ୍ଡ ଲାଗିଥିବା କହିଲା କମିଶନରେଟ ପୋଲିସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜଧାନୀ ରାଜରାସ୍ତାରେ ମଙ୍ଗଳବାର ପୂର୍ବାହ୍ନରେ ଟ୍ରାଫିକ ଜାମ୍‌ ପାଇଁ ଆମ୍ବୁଲାନ୍ସରେ ଥିବା ଶିଶୁପୁତ୍ର ନୀଲ ନୀତୀଶ ନାୟକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗକୁ ପରୋକ୍ଷରେ ମିଛ ବୋଲି କହିଛି କମିଶନରେଟ୍‌ ପୋଲିସ। ଘଟଣାଦିନ ଆମ୍ବୁଲାନ୍ସ ଟାଇମିଂ ଦେଇ ଏହାକୁ ମିଥ୍ୟା ଦର୍ଶାଯାଇଛି।…

ଦିଲ୍ଲୀରୁ ଫେରିଲେ ମୋକିମ: କହିଲେ ସଂଗଠନ ସୁଦୃଢ଼ ହେବା ନେଇ ଆଲୋଚନା ହୋଇଛି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବଦଳିବେ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନେତାଙ୍କ ଡକରା ପାଇ ଦିଲ୍ଲୀ ଯାଇ ଫେରିବା ପରେ ଏଭଳି କିଛି ଆଭାସ ମିଳିଛି। ଗସ୍ତ ନେଇ ପ୍ରତିକ୍ରିୟା ରଖି…

ଆରମ୍ଭରୁ ହଟ୍ଟଗୋଳ: ଶନିବାର ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶୁକ୍ରବାର ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନ। ପ୍ରାରମ୍ଭରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବା ପରେ ଶୋକ ପ୍ରସ୍ତାବ ନେଇ ଆଲୋଚନା ହୋଇଥିଲା। ଏହି ସମୟରେ ଗୃହ ଅଫିସର ଗ୍ୟାଲେରିରେ ଜଣେ ମଧ୍ୟ ଅଫିସର ନ ଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri