ରାଜ୍ୟ

ସବୁ ବର୍ଗର ସ୍କୁଲ୍‌ ପିଲାଙ୍କୁ ମିଳିବ ଡ୍ରେସ୍‌, ଜୋତା

ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ସରକାରୀ ସ୍କୁଲଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମିଳିବ ଡ୍ରେସ୍‌ ଓ ଜୋତା। ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ...

ଅବକାରୀ ଚଢାଉ, ୬ ଗିରଫ

ବଇଣ୍ଡା,୧୮ା୯(ଡି.ଏନ.ଏ): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଠାକୁରଗଡ଼ ଥାନାର ବିଭିନ୍ନ ଗ୍ରାମରେ ଚଢାଉ କରାଯାଇ ୮୫ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼ ଥାନା ରାଜିଙ୍ଗ...

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଦସ୍ତଖତ ଅଭିଯାନ

ଭଦ୍ରକ ଅଫିସ, ୧୮।୯ : ଭଦ୍ରକ ଜିଲା ଯାଦବ ଓ ଯୁବ ଯାଦବ ମହାସଭା ପକ୍ଷରୁ ବୁଧବାର ତୃତୀୟ ଥର ପାଇଁ ଆରଡ଼ି ଛକଠାରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ପଥପ୍ରାନ୍ତ ସଭା ଓ ଦସ୍ତଖତ ଅଭିଯାନ କରାଯାଇଛି। ଜିଲା...

ସରପଦାରେ ହେବ ମିନିଷ୍ଟାଡିୟମ୍‌

ଭଣ୍ଡାରିପୋଖରୀ, ୧୮।୯ (ଡି.ଏନ.ଏ.):  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ସ୍କୁଲ ପଡ଼ିଆରେ ମିନିଷ୍ଟାଡିୟମ୍‌ ନିର୍ମାଣ ହେବ। ଏଥିପାଇଁ ଅଢ଼େଇ ଏକର ସ୍ଥାନ ନିରୂପଣ କରାଯାଇଛି। ବୁଧବାର ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଣିତକାନ୍ତ ସାମଲ କ୍ଷେତ୍ର...

ଯୋଡ଼ାରେ କେନ୍ଦ୍ରୀୟ ଶ୍ରମ ମଙ୍ଗଳ କମିଶନର

ଯୋଡ଼ା ୧୮।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରରେ ୧୯୭୮ ମସିହାରେ କେନ୍ଦ୍ର ସରକାରଙ୍କ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ସ୍ଥାପନ ହୋଇଥିବା ୫୦ ଶଯ୍ୟା ବିଶିଷ୍ଟ ଯୋଡା କେନ୍ଦ୍ରୀୟ ଚିକିତ୍ସାଳୟର ବିଭିନ୍ନ ସମସ୍ୟାର ନିରାକରଣ ଓ ସ୍ଥାୟୀ ପ୍ରତିକାର ପାଇଁ କେନ୍ଦ୍ର...

ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ

ବାଲେଶ୍ୱର ଅଫିସ,୧୮।୯: ବାଲେଶ୍ୱରର ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ରାଜସ୍ଥାନ, ନେପାଳ, ବାଂଲାଦେଶ, ଗୋଆ ମାଫିଆଙ୍କ ସହ ତାଙ୍କର...

୧୨ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର

ସଜନାଗଡ଼,୧୮।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ କାଣ୍ଡଗରଡ଼ିହି ପଞ୍ଚାୟତ ଶିକିରିଆ ଗ୍ରାମରୁ ବୁଧବାର ୧୨ ଫୁଟ୍‌ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ଖାଦ୍ୟ ଅନ୍ବେଷଣରେ ଅଭୟାରଣ୍ୟରୁ ଜନବସତି ଆଡ଼କୁ ପଶି ଆସିଥିବା...

‘ମଠ ଧ୍ୱଂସସ୍ତୁପ ଉପରେ ବିକାଶର ଚିତ୍ର ଅଙ୍କା ନ ଯାଉ’

ପୁରୀ ଅଫିସ,୧୮ା୯: ସ୍ବଦେଶୀ ଜାଗରଣ ମଞ୍ଚ ପକ୍ଷରୁ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ବୁଧବାର ପୁରୀର ମଠ ସଂସ୍କୃତି, ଐତିହ୍ୟ ସଂରକ୍ଷଣ ଓ ଶ୍ରୀକ୍ଷେତ୍ର ବିକାଶ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଠ ଉଚ୍ଛେଦକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।...

‘ବଂଶୀ’କୁ ଟାର୍ଗେଟ କଲା ‘ଅସ୍ତ୍ର’

ବାଲେଶ୍ୱର ଅଫିସ,୧୮।୯: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ବୁଧବାର ପୂର୍ବାହ୍ନ ୧୦ଟା ୧ ମିନିଟ୍‌ ସମୟରେ ଆକାଶରୁ ଆକାଶକୁ ନିକ୍ଷେପ କରାଯାଇ ପାରୁଥିବା ସ୍ବଳ୍ପ ଦ୍ରୁତଗାମୀ କ୍ଷେପଣାସ୍ତ୍ର ‘ଅସ୍ତ୍ର’ର ବ୍ୟବହାରିକ ପରୀକ୍ଷଣ...

ବିଜେପୁର ଉପନିର୍ବାଚନ: କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଏକ ସମନ୍ବୟ କମିଟି ଗଠନ କରିଛି। ଏଥିରେ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, କଳିକେଶ ସିଂଦେଓ ଓ ସଞ୍ଜୟ ଦାସବର୍ମା ରହିଛନ୍ତି। ଏମାନେ ବିଭିନ୍ନ ସ୍ଥାନରେ ନେତାଙ୍କୁ ଦାୟିତ୍ୱ ଦେବା ସହ ପୂରା...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ହେଲେ ସୁବାସ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବାସ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ବୁଧବାର ଏନେଇ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସୁବାସ ବିଜେଡିରେ ଯୋଗଦେଇଥିଲେ।

ଆକ୍ସନ ମୋଡ୍‌ରେ ଗଣଶିକ୍ଷା ମନ୍ତ୍ରୀ: ବାଲିଅନ୍ତା ବିଇଓ ଅଫିସ, ସ୍କୁଲକୁ ଅଚାନକ ଗସ୍ତ; ଅନୁପସ୍ଥିତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବନ୍ଦ

ବାଳକାଟି,୧୮।୯(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିରେ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସମୀର ଦାସ। ଏହା ପରଠାରୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ସେ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ଏପରିକି ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri