ରାଜ୍ୟ

ଶକ୍ତି ବିଭାଗକୁ ଦାୟୀ କଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଗଞ୍ଜାମ ଜିଲାରେ ନିକଟ ଅତୀତରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ବସ୍‌ ଦୁର୍ଘଟଣା ଘଟିଯାଇଛି। ଏଥିପାଇଁ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ପୁର୍ନବାର ଶକ୍ତି ବିଭାଗକୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ପଦ୍ମନାଭ କହିଛନ୍ତି ଯେ, ପରିବହନ ବିଭାଗୀୟ…

‘ମାନବିକତା ଉପରେ ଗଣମାଧ୍ୟମ ଗୁରୁତ୍ୱ ଦେଉ’

ଭୁବନେଶ୍ୱର,୧୪।୨(ବ୍ୟୁରୋ): ମାନବିକତା ଉପରେ ଗଣମାଧ୍ୟମ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ। ବାଧ୍ୟବାଧକତା କି ଚାପରେ ନୁହେଁ, ବରଂ ସବୁ ଖବରକୁ ସମାନ ଢଙ୍ଗରେ ଦେଖିବା ହିଁ ଗଣମାଧ୍ୟମର ବଡ଼ ଧର୍ମ ହେବା ଉଚିତ। ଉତ୍କଳର ଐତିହ୍ୟକୁ ବିଶ୍ୱରେ ପ୍ରସାରିତ କରିବା ସହ…

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭକୁ ସଫଳ କରିବାକୁ ପ୍ରୟାସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଚଳିତ ବର୍ଷ ଶେଷଭାଗରେ ମେକ୍‌ ଇନ୍‌ ଓଡ଼ିଶା-୨୦୨୦ କନ୍‌କ୍ଲେଭ ଅନୁଷ୍ଠିତ ହେବ। ଏହାକୁ ସଫଳତାର ସହ ଆୟୋଜନ କରିବା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ…

ଅଧିକ କ୍ରିୟାଶୀଳ, ସୁଦୃଢ଼ ହେବ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ (ଲିଗାଲ୍‌ ମେଟ୍ରୋଲୋଜି)କୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ନିମନ୍ତେ ବିଭିନ୍ନ ଜିଲାରେ ନିଜସ୍ବ କାର୍ଯ୍ୟାଳୟ ଓ ଭିତ୍ତିଭୂମି ବିକାଶ ଦିଗରେ ଗୁରୁତ୍ୱ ପ୍ରଦାନ…

ସିଲ୍‌ଜୋରା, କାଳିମାଟି ଖଣି ହାତେଇଲେ ଓଡ଼ିଆ ଖଣି ବ୍ୟବସାୟୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): କେନ୍ଦୁଝର ଜିଲା ଅନ୍ତର୍ଗତ ସିଲ୍‌ଜୋରା ଏବଂ କାଳିମାଟି ଲୁହାପଥର ଏବଂ ମାଙ୍ଗାନିଜ୍‌ ଖଣିକୁ ଓଡ଼ିଆ ଖଣି ବ୍ୟବସାୟୀ ଦେବବ୍ରତ ବେହେରା ହାତେଇଛନ୍ତି। ଗୁରୁବାର ଚାଲିଥିବା ନିଲାମୀ ପ୍ରକ୍ରିୟାରେ ୧୫୪ ପ୍ରତିଶତ ପ୍ରିମିୟମ୍‌ ପୈଠ ସର୍ତ୍ତରେ ଏହି ଖଣିର ଲିଜ୍‌ ଦେବବ୍ରତଙ୍କୁ…

ଉପାୟ ନାହିଁ

କୃଷି ପ୍ରଧାନ ବୌଦ୍ଧ ଜିଲାରେ ଲୋକଙ୍କ ମୁଖ୍ୟ ଆୟ ପନ୍ଥା ହେଲା ଧାନଚାଷ। ଚାଷୀ ମୁଣ୍ଡଝାଳ ତୁଣ୍ଡରେ ମାରି ସୁନାର ଫସଲ ଅମଳ ପାଇଁ ବର୍ଷସାରା ଜମିରେ ଲାଗିଥାଏ। ଫସଲ ଅମଳ ପରେ ବର୍ଷସାରା ପରିବାର ପୋଷଣ ପାଇଁ ଧାନ ରଖି…

ଚାଷୀ ସମସ୍ୟାକୁ ଗୃହରେ ଜୋରଦାର କରିବ କଂଗ୍ରେସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଗୃହରେ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଥିବାବେଳେ ଶାସକ ଦଳ ସଦସ୍ୟଙ୍କୁ ଘେରିବା ଲାଗି ବିରୋଧୀ କଂଗ୍ରେସ ମଧ୍ୟ ନିଜର ପ୍ରସ୍ତୁତି…

ଶାସକ ଦଳକୁ ଘେରିବାକୁ ଭାଜପା ପ୍ରସ୍ତୁତ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଏହା ପୂର୍ବରୁ ଶାସକ ଦଳକୁ ଘେରିବା ଲାଗି ରାଜ୍ୟ ଭାଜପା ବିଧାୟକ ଦଳ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ…

ବିରୋଧୀଙ୍କ ମୁକାବିଲା ପାଇଁ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାଜ୍ୟ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ। ଗୃହ ମଧ୍ୟରେ ଯେକୌଣସି ପ୍ରସଙ୍ଗରେ ବିରୋଧୀ ଦଳର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ବିଧାୟକ ଦଳ…

ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ: ଅଗଷ୍ଟ ସୁଦ୍ଧା ସରିବ ଜମି ଅଧିଗ୍ରହଣ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ପ୍ରକଳ୍ପକୁ ୧୯୯୪-୯୫ ଆର୍ଥିକ ବର୍ଷରୁ ମଞ୍ଜୁରୀ ମିଳିଥିଲେ ବି ଏ ପର୍ଯନ୍ତ କାର୍ଯ୍ୟ ଶେଷ ହୋଇନାହିଁ। ଏହି ପ୍ରକଳ୍ପ କାମ ଯେପରି ତୁରନ୍ତ ଶେଷ କରାଯିବ ସେ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି।…

ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା

ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର କମିଶନରେଟ ପୋଲିସ ଓ ଗୋଇନ୍ଦା ବିଭାଗ ପକ୍ଷରୁ ୨…

ଅନ୍ତର୍ଜାତୀୟ ରେଡିିଓ ମେଳା ଆରମ୍ଭ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଶ୍ୱ ରେଡିଓ ଦିବସ ଅବସରରେ ଆଉଟ୍‌ରିଚ୍‌ ପକ୍ଷରୁ ୬ଷ୍ଠ ଅନ୍ତର୍ଜାତୀୟ ରେଡିଓ ମେଳା ଗୁରୁବାର ଭଞ୍ଜକଳା ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡିି, ରେଡିଓ ଚକୋଲେଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri