୨ ଶହ ମିଟର ଧସିଲା ହରିଦାସପୁର-ପାରାଦୀପ ରେଳରାସ୍ତା, ଲୋକେ ଆତଙ୍କିତ
ମାର୍ଶାଘାଇ,୧୩।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର ଘର ଉପରକୁ ମାଟି ମାଡି ଆସିଛି। ଏଥିସହ ସେମାନଙ୍କର ପକ୍କା ଘରଗୁଡ଼ିକରେ ଫାଟ…
ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର
ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ ଭାଇରାଲ କରି ଏହି ଅଭିଯୋଗ ଆଣିଛନ୍ତି । ଅଭିଯୋଗ କ୍ରମେ ବୁଧବାର ଅପରାହ୍ନ ପ୍ରାୟ…
ରାୟଗଡ଼ ପୋଲିସ ଦ୍ୱାରା ପୂର୍ବତନ ବିଧାୟକ ଅଟକ, ହତ୍ୟାକାଣ୍ଡରେ ସମ୍ପୃକ୍ତି ନେଇ ଚାଲିଛି ପଚରାଉଚରା
ଝାରସୁଗୁଡ଼ା ଅଫିସ,୧୩।୨: ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ ପୋଲିସ ଅଟକ ରଖିଛି। ଛତିଶଗଡ଼ ରାୟଗଡ଼ ପୋଲିସ ବୁଧବାର ରାତିରେ ଅନୁପଙ୍କୁ ଏକ ହତ୍ୟାକାଣ୍ଡ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇନେଇଛି। ବର୍ତ୍ତମାନ ତାଙ୍କୁ ରାୟଗଡ଼…
ସିଗାରେଟ୍ ପାଇଁ ଯୁବକଙ୍କୁ ହତ୍ୟା: ଗ୍ରାମବାସୀଙ୍କ ଆକ୍ରମଣରେ ୪ ଯୁବକ ଗୁରୁତର, ମୃତକଙ୍କୁ ନ୍ୟାୟ ଦାବିରେ ରାସ୍ତାରୋକୋ
ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ସଦର ବ୍ଲକ ସାର୍ଥା ଗ୍ରାମରେ ସିଗାରେଟ ପାଇଁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଘଟଣାରେ ଗ୍ରାମବାସୀଙ୍କ ପ୍ରତିଆକ୍ରମଣରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ଯୁବକଙ୍କୁ ନ୍ୟାୟ ପ୍ରଦାନ…
‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଯାଇଛି। ଫଳରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ…
୪.୭୭ ଲକ୍ଷ ଟଙ୍କା ଜବତ, ୬ ଗିରଫ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ୍.ଏ.) ୧୩ା୨: ଯାଜପୁରରୋଡ଼ ଥାନା ଅନ୍ତର୍ଗତ ଦାନଗଦୀ ହାଟ ନିକଟରୁ ଜାଲ୍ ନୋଟ କାରବାର ଚଳାଇଥିବା ଏକ ଆନ୍ତଃ ରାଜ୍ୟ ର଼୍ୟାକେଟକୁ ଜିଲା ପୋଲିସ ଠାବ କରିଛି। ଏଥିରେ ୪ଲକ୍ଷ ୭୭ ହଜାର ଟଙ୍କାର ଜାଲନୋଟ ଜବତ ହୋଇଥିବାବେଳେ…
ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ୭.୪ ଡିଗ୍ରୀ ତାପମାତ୍ରା ଥିବାବେଳେ ଅନୁଗୋଳ ୮,…
ଚାଇନା ଫେରନ୍ତା ଯୁବକଙ୍କୁ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ
ରଘୁନାଥପୁର, ୧୩ା୨ (ଡି.ଏନ.ଏ.): ସାରା ବିଶ୍ୱରେ କରୋନା ଭାଇରସ୍କୁ ନେଇ ଚିନ୍ତା ଘରିଛି। ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ଚାନ୍ଦପୁର ଗଁ।ର ଚାଇନା ଫେରନ୍ତା ଯୁବକଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଖୋଜାଯାଇଥିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସିଡିଏମଓଙ୍କ ପକ୍ଷରୁ…
ଏସ୍ପି ଅଫିସ ଆଗରେ ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଉଦ୍ୟମ
ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁର ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରିଣୀ ସଦସ୍ୟା ମୀନାକ୍ଷୀ ମିଶ୍ର ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ପୁଅଙ୍କୁ ଏକ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ…
ମୋ ସରକାର ଅଧୀନକୁ ଆସିଲା ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗ
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ତୃଣମୂଳସ୍ତରରେ ଥିବା ବ୍ଲକ ଅଫିସ ପ୍ରଶାସନର କେନ୍ଦ୍ର। ଗ୍ରାମାଞ୍ଚଳରେ ବିଭିନ୍ନ ସେବା ଯୋଗାଇବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ମୋ ସରକାର କାର୍ଯ୍ୟକ୍ରମ ରାଜ୍ୟର ୮୩ ପ୍ରତିଶତ ଜନତାଙ୍କ ପାଇଁ ଶୁଭଙ୍କର ସାବ୍ୟସ୍ତ ହେବ ବୋଲି ଆଶା କରାଯାଉଛି।…
ଖୁବ୍ଶୀଘ୍ର ଧର୍ମପଦ ପୁରସ୍କାର
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ଅଟକି ରହିଥିବା ଧର୍ମପଦ ପୁରସ୍କାରର ଭାଗ୍ୟ ଶେଷରେ ଖୋଲିବାକୁ ଯାଉଛି। ଚାରୁକଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା…
ଏଆଇସିସିରୁ ଡକରା ପାଇ ଦିଲ୍ଲୀରେ ମୋକିମ୍
ଭୁବନେଶ୍ୱର,୧୩ା୨(ବ୍ୟୁରୋ): କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ପରବର୍ତ୍ତୀ ସଭାପତି ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋକିମ୍ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ନେତାଙ୍କ ଡକରା ପାଇ ଦିଲ୍ଲୀ ଯିବାପରେ ଏଭଳି ଚର୍ଚ୍ଚା ଶୁଣିବାକୁ ମିଳୁଛି। ବୁଧବାର…
Archives


