ରାଜ୍ୟ

ରକ୍ତଭଣ୍ଡାର କାର୍ଯ୍ୟନିର୍ବାହୀ କମିଟି ପୁନର୍ଗଠନ ନେଇ ଜାରି ହେଲା ମାର୍ଗଦର୍ଶିକା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଥିବା ରକ୍ତଭଣ୍ଡାରଗୁଡ଼ିକର ସୁପରିଚାଳନା ନିମନ୍ତେ ଏହାର ସମସ୍ତ କାର୍ଯ୍ୟନିର୍ବାହୀ କମିଟିର ପୁନର୍ଗଠନ କରାଯିବ। ଏନେଇ ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ଗ୍ରହଣ କରି ସମସ୍ତ ଜିଲାପାଳଙ୍କୁ ଅବଗତ କରାଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା…

ରବିବାର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତିମ ଦିନିକିଆ, ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ପୋଲିସ ଡିଜି

କଟକ ଅଫିସ,୨୦।୧୨: ରବିବାର କଟକର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ମ୍ୟାଚ୍‌। ଏହା ପୂର୍ବରୁ ଶୁକ୍ରବାର ପୋଲିସ ଡିଜି ଅଭୟ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି। ତାଙ୍କ ସହ ପୋଲିସ କମିଶନର, କଟକ ଡିସିପି ପ୍ରମୁଖ…

‘ସିଏଏ ସହ ଏନ୍‌ଆର୍‌ସିକୁ ଯୋଡ଼ା ନ ଯାଉ’

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ(ସିଏବି) ଗୃହୀତ ହୋଇ ସାରିଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଏକ ଆଇନରେ ମଧ୍ୟ ପରିଣତ ହୋଇଛି। ହେଲେ ଏହି ନୂତନ ଆଇନକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ପ୍ରତିବାଦ ଜାରି ରହିଛି। ବିଶେଷ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୨୦।୧୨: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପୂର୍ବାହ୍ନରେ ଆୟୋଜିତ ହୋଇଥିବା ଏହି ବୈଠକରେ ଶ୍ରୀମନ୍ଦିର ସଂସ୍କାର ମାମଲା ନେଇ ସୁପ୍ରିମକୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଥିଲେ ସେ ସମ୍ପର୍କରେ ମୁଖ୍ୟତଃ ତର୍ଜମା…

ଭୂତକୋଠି ହେଲାଣି ରକ୍ତଭଣ୍ଡାର ଗୃହ

ଆଠମଲ୍ଲିକ, ୨୦ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକବାସୀଙ୍କ ଆବଶ୍ୟକତାକୁ ଆଖିରେ ରଖି ନିର୍ମାଣ ହୋଇଥିବା ରକ୍ତଭଣ୍ଡାର ଗୃହ ଭୂତକୋଠିରେ ପରିଣତ ହେବାକୁ ବସିଲାଣି। ନିର୍ମାଣକୁ ୧୦ ବର୍ଷ ପୂରିଥିଲେ ହେଁ ଏହାକୁ ସ୍ବାସ୍ଥ୍ୟ ବିଭାଗକୁ ହସ୍ତାନ୍ତର କରାଯାଉ ନାହିଁ। ଫଳରେ ଲତାବୁଦା ମାଡ଼ିବା…

ରିପୋର୍ଟ ଦେଲେ ଶିଶୁ ଅଧିକାର ସୁରକ୍ଷା ଆୟୋଗ ସଦସ୍ୟା: ଅନ୍ତେବାସୀଙ୍କ ସହ କଲେ ମଧ୍ୟାହ୍ନ ଭୋଜନ

ଅନୁଗୋଳ ଅଫିସ, ୨୦।୧୨-ଦୁଇ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସଦସ୍ୟା ଦିବ୍ୟା ଶାଶ୍ୱତୀ ବୁଧବାର ତାଙ୍କ ଗସ୍ତ ଶେଷ କରି ଫେରିଯାଇଛନ୍ତି। ତେବେ ଫେରିବା ପୂର୍ବରୁ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି…

ପୌରପାଳିକାରେ ଖୋଲିଲା ଏଫ୍‌ଏସ୍‌ଏମ୍‌: ଫୋନ୍‌ କଲେ ଘରୁ ନେଇଯିବେ ମଳପଙ୍କ

ଅନୁଗୋଳ ଅଫିସ, ୨୦।୧୨-ଅନୁଗୋଳ ପୌରପାଳିକାରେ ମଳପଙ୍କ ପରିଚାଳନା ସହାୟତା ସେବା କେନ୍ଦ୍ର (ଏଫ୍‌ଏସ୍‌ଏମ୍‌) ଉଦ୍‌ଘାଟିତ ହୋଇଯାଇଛି। ଏଥିସହ ଲୋକଙ୍କ ପାଇଁ ନିଃଶୁଳ୍କ ଫୋନ ନମ୍ବର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏଣିକି ଅନୁଗୋଳ ପୌରପାଳିକାବାସୀ ଫୋନ କଲେ ସେମାନଙ୍କ ଘରେ ଗାଡ଼ି ପହଞ୍ଚି…

ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣରେ ଅନିୟମିତତା: ଆରମ୍ଭରୁ ଉଠିଲାଣି ପିଚୁ

ପରଜଙ୍ଗ, ୨୦।୧୨(ଡି.ଏନ.ଏ.)-ସରିଯାଇଥିଲା ନିର୍ମାଣ ଅବଧି। ତଥାପି କାମ ନ କରି ଗଡ଼ାଇ ଚାଲିଥିଲେ ଦିନ। ଏହାକୁ ନେଇ ପ୍ରତିବାଦ ସ୍ବର ଉଠିବା ପରେ ତରବରିଆ ଭାବେ ଆରମ୍ଭ କଲେ ପିଚୁ ଢଳେଇ। ହେଲେ ରାସ୍ତା କାମ ଆଗକୁ ଯିବା ବେଳକୁ ପଛରୁ…

ମହିଳା ଖେଳାଳିଙ୍କୁ ପୋଲିସ ବିଭାଗରେ ଅବହେଳା ଅଭିଯୋଗ

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ):ଓ୍ବେଟ୍‌ ଲିଫ୍ଟିଂ ବା ଶକ୍ତି ଉତ୍ତୋଳନରେ ଦକ୍ଷିଣ ଆଫ୍ରିକାରେ ୨୦୧୦-୧୧ରେ ସ୍ବର୍ଣ୍ଣ ବିଜୟିନୀ ଶୁଭସ୍ମିତା ମହାନ୍ତି ରାଜ୍ୟ ପୋଲିସ ବିଭାଗରେ କନ୍‌ଷ୍ଟେବଳ ଭାବେ କାର୍ଯ୍ୟରତ ଅଛନ୍ତି। ଭଲ ଖେଳ ପ୍ରଦର୍ଶନ ପାଇଁ ୨୦୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ…

ଚିଲିକାରେ ହେବ ଫ୍ଲୋଟିଂ ରେସ୍ତୋରାଁ, ହାଉସ୍‌ବୋଟ୍‌

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଖୁବ୍‌ଶୀଘ୍ର ଏସିଆ ମହାଦେଶର ସର୍ବବୃହତ୍‌ ଲୁଣାହ୍ରଦ ଚିଲିକାରେ ଆରମ୍ଭ ହେବ ‘ଫ୍ଲୋଟିଂ ରେସ୍ତୋରାଁ’ ବା ‘ଭାସମାନ ଭୋଜନାଳୟ’। ଚିଲିକାର ରମ୍ଭା ଏବଂ ବଡ଼କୂଳରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ବ୍ୟବସ୍ଥାର ଶୁଭାରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ ୬…

ଆସିଲା ଦୁଇ ପ୍ରଜାତିର ୨୬ ପକ୍ଷୀ

ବାରଙ୍ଗ, ୨୦।୧୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଥିବା ପଶୁପକ୍ଷୀଙ୍କ ପ୍ରଜାତି ସଂଖ୍ୟା ବୃଦ୍ଧି ପାଇଛି। ଗୁରୁବାର ଏଠାକୁ ୨ଟି ପ୍ରଜାତିର ୨୬ଟି ପକ୍ଷୀ କଟକର ଏକ ଘରୋଇ ସଂସ୍ଥାରୁ ଅଣାଯାଇଛି। ଏହି ୨ଟି ପ୍ରଜାତି ହେଲା ୟେଲୋ ସାଇଟେଡ କନ୍ୟୁର ହଳ ଓ…

ଗ୍ରାହକ ସେବା ସର୍ବୋଚ୍ଚ ଲକ୍ଷ୍ୟ: ଶିଭମ୍‌ ହୋଣ୍ଡା

ପୁରୀ ଅଫିସ, ୨୦।୧୨:ପୁରୀ ଭିଆଇପି ରୋଡରେ ଥିବା ଶିଭମ୍‌ ହୋଣ୍ଡା ୪ର୍ଥ ବର୍ଷରେ ପଦାର୍ପଣ କରିଛି। ଗ୍ରାହକ ସେବାକୁ ସର୍ବୋଚ୍ଚ ଲକ୍ଷ୍ୟ ଭାବେ ଗ୍ରହଣ କରିଥିବା ହୋଣ୍ଡାର ଏହି ୨ଚକିଆ ଶୋ’ରୁମ ଅନେକ ସନ୍ତୁଷ୍ଟ ଗ୍ରାହକ ସୃଷ୍ଟି କରିପାରିଛି ବୋଲି ଏହାର ଏମ୍‌ଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri