ରାଜ୍ୟ

ପିଠା ଖାଇ ୨ ଭାଇ ମୃତ, ମା’ ବାପା ଗୁରୁତର: ଫୁଡ ପଏଜନିଂ ହୋଇଥିବା ସନ୍ଦେହ

ଚନ୍ଦାହାଣ୍ଡି,୧୨।୨(ଡି.ଏନ.ଏ):  ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଦଣ୍ଡାମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପିଠା ଖାଇ ଗୋଟିଏ ପରିବାର ୨ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଓ ବାପା ଗୁରୁତର ହୋଇଛନ୍ତି। ତେବେ ପରିବାରର ୨…

ତହସିଲର ୨ କିରାଣି ନିଲମ୍ବିତ

ତିହିଡ଼ି,୧୨।୨(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ତହସିଲ କାର୍ଯ୍ୟାଳୟର କିରାଣି କମଳାକାନ୍ତ ଗିରି ଓ ଗଣେଶ୍ୱର ସିଂଙ୍କୁ ନିଲମ୍ବନ କରାଯାଇଛି। ଜିଲା ପ୍ରଶାସନ ଚିଠି ନଂ ୨୩୯୧ ଓ ୨୩୯୩/୨୦ରେ ସେମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାଯାଇଛି। ସୂଚନା ଅନୁସାରେ, କାର୍ଯ୍ୟାଳୟରେ ଲୋକଙ୍କୁ ହଇରାଣ…

ଘରୋଇ ଛାତ୍ରୀନିବାସରେ ଅଗ୍ନିକାଣ୍ଡ

କଟକ ଅଫିସ୍‌,୧୨ା୨: କଟକ ସହର ମୁରାଦ୍‌ଘାଁପାଟଣା ଗଳିରେ ଥିବା ଏକ ଘରୋଇ ଛାତ୍ରୀନିବାସର ରୋଷେଇ ଶାଳ ଗ୍ୟାସ୍‌ଟାଙ୍କିରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଟାଙ୍କିରୁ ଗ୍ୟାସ୍‌ ଲିକ୍‌ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଛାତ୍ରୀନିବାସର ପ୍ରଥମ ମହଲାରେ ଥିବା ରୋଷେଇ ଶାଳରେ…

ସଂଖ୍ୟାଲଘୁ ଧର୍ମାନୁଷ୍ଠାନ ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ବିଭିନ୍ନ ଜିଲାରେ ଥିବା ସଂଖ୍ୟାଲଘୁ ଧର୍ମାନୁଷ୍ଠାନଗୁଡ଼ିକର ବିକାଶ ନିମନ୍ତେ ୧୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ଏହି ଅର୍ଥ ଯୋଗାଇ ଦିଆଯିବ। ଘୋଷଣାନୁଯାୟୀ ସତ୍ୟନଗର ଯିଶୁଖ୍ରୀଷ୍ଟ ଏବଂ ମଦର…

ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱରରେ ଡ୍ରେନେଜ ବ୍ୟବସ୍ଥା ବ୍ୟବସ୍ଥିତ କରିବାକୁ ବୁଧବାର ଚିଠି ଲେଖି ସେ ଅନୁରୋଧ କରିଛନ୍ତି। ବିଭିନ୍ନ ସ୍ଥାନରେ ଜମୁଥିବା ପାଣିର ନିଷ୍କାସନ ବ୍ୟବସ୍ଥା ସେଥିରେ ଉଲ୍ଲେଖ ଥିବା ଜଣାପଡ଼ିଛି।

ବସ୍‌ରେ ବିଦ୍ୟୁତ୍‌ ତାର ଲାଗି ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଣା: ଡ୍ରାଇଭର ଗିରଫ

ଗୋପାଳପୁର,୧୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଛକରେ ଗତ ରବିବାର ବସ୍‌ ଦୁର୍ଘଟଣାରେ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରଠାରୁ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ତାଙ୍କୁ ବୁଧବାର ଗିରଫ କରାଯାଇଥିବା ସୂଚନା ମିଳିଛି। ସେ ହେଲେ…

ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ ରାଜ୍ୟର ଦ୍ୱିତୀୟ ଧନୀ ମନ୍ତ୍ରୀ ପାଲଟିଛନ୍ତି। ଏ ସବୁ ମଧ୍ୟରେ ତାଙ୍କ ପାଖରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପ

ଭୁବନେଶ୍ୱର,୧୨।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ଉଭୟଙ୍କ ସାକ୍ଷାତ୍‌ ହୋଇଛି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ସାକ୍ଷାତ୍‌ ପରେ ପ୍ରତିକ୍ରିୟା ଦେଇ ପ୍ରତାପ…

‘ମୋ ସରକାର’ରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ‘ମୋ ସରକାର’ରେ ସାମିଲ ହୋଇଛି। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ବିଭାଗକୁ ବିଧିବଦ୍ଧ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,…

ପିଆଜ କିଣି ଅଡୁଆରେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୨।୨(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜର ଦର ବୃଦ୍ଧି ଦୁଇ ତିନି ମାସ ଧରି ସାଧାରଣ ଖାଉଟିଙ୍କୁ ହନ୍ତସନ୍ତ କରିବା ପରେ ଏବେ ବଜାରରେ ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ପିଆଜ କିଲୋ ହୋଲସେଲ ବଜାରରେ ୨୫ ଟଙ୍କା ଥିବାବେଳେ ଖୁଚୁରା ବଜାରରେ ୩୦…

ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟିବା ଘଟଣା: ପୋଲିସକୁ ଭୁଆଁ ବୁଲାଇଲେ ଆଶିଷ, ରାଜେଶ

ଭୁବନେଶ୍ୱର, ୧୨।୨(ବ୍ୟୁରୋ):ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟି ପ୍ରେମିକା ଆହତ ହେବା ଘଟଣାରେ ଗିରଫ ପ୍ରେମିକ ଆଶିଷ କୁମାର ନାୟକଙ୍କୁ ମଙ୍ଗଳବାର ଜେଲ ଯିବାକୁ ପଡ଼ିଛି। ତାଙ୍କୁ ଗିରଫ ପରେ ଇନ୍‌ଫୋସିଟି ଥାନା ପୋଲିସ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରିଥିଲା।…

ଶିଶୁର ଜୀବନ ଚାଲିଯିବା ପରେ…ରାସ୍ତା ନା ହସ୍ପିଟାଲ ଦାୟୀ

ଭୁବନେଶ୍ୱର, ୧୨।୨ (ବ୍ୟୁରୋ): ବିଳମ୍ବ ଯୋଗୁ ଚାଲିଯାଇଛି ୫ବର୍ଷର ନୀଲ୍‌ ନୀତୀଶ ନାୟକଙ୍କ ଜୀବନ। ରାଜଧାନୀ ରାଜରାସ୍ତାରେ ମଙ୍ଗଳବାର ପୂର୍ବାହ୍ନରେ ଘଟିଥିଲା ଏହି ହୃଦୟଥରା ଘଟଣା। ତ୍ରୁଟିପୂର୍ଣ୍ଣ ତଥା ବିଳମ୍ବ ଚିକିତ୍ସା ଯୋଗୁ ନା ରାସ୍ତାରେ ଟ୍ରାଫିକ ଜାମ୍‌ ଯୋଗୁ ନୀତୀଶଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri