ରାଜ୍ୟ

୨୦ ଯାଏ ହାଲୁକା ବର୍ଷା

ଭୁବନେଶ୍ୱର,୧୭-୯(ବ୍ୟୁରୋ):ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଏଥିଯୋଗୁ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ହାଲକା ବର୍ଷା ରହିବ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ...

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୧୭ା୯-ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ...

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ପୁରୀ ଅଫିସ/ନିମାପଡ଼ା, (ଡି.ଏନ.ଏ)୧୭-୯:ନିମାପଡ଼ା ଜଳସମ୍ପଦ ବିଭାଗର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ତାଙ୍କ ସରକାରୀ କାର୍ଯ୍ୟାଳୟ, ବାସଭବନ ସମେତ ଏକକାଳୀନ...

ଆଧାର ଲିଙ୍କ୍‌ ସତ୍ତ୍ୱେ ମିଳୁନି ଗ୍ୟାସ୍‌ ସବ୍‌ସିଡି

ଭୁବନେଶ୍ୱର,୧୭-୯(ବ୍ୟୁରୋ):୨୦୧୪ରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଆସିବା ପରେ ପ୍ରତ୍ୟେକ ଘରେ ଗ୍ୟାସ୍‌ ସଂଯୋଗ କରାଇବା ଉପରେ ବିଶେଷ ଗୁରୁତ୍ୱ ଦେଇଥିଲା। ସବୁଘରେ ସ୍ବଚ୍ଛ ଇନ୍ଧନ ପହଞ୍ଚାଇବା ଲକ୍ଷ୍ୟ ରଖି କେନ୍ଦ୍ର ସରକାର ୨୦୧୬ ମେ ୧ରେ ପ୍ରଧାନମନ୍ତ୍ରୀ...

ପାଇଖାନା ନ କଲେ ରାଶନ ସାମଗ୍ରୀ ମିଳୁନି

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକର ୨୩ ପଞ୍ଚାୟତରେ ପ୍ରଶାସନର ଗୋଟିଏ ନିୟମ ଥିବାବେଳେ ଆନ୍ଧ୍ର ସୀମାକୁ ଲାଗିଥିବା କେଶରୀପଡ଼ା ପଞ୍ଚାୟତ ସଦରମହକୁମାରେ ଆକ୍ରୋଶମୂଳକ ଭାବେ ଅଲଗା ନିୟମ କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଠାରେ ପାଇଖାନା ନିର୍ମାଣ ନକଲେ ରାଶନ ସାମଗ୍ରୀ ବନ୍ଦ...

ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ:ଗୋଟିଏ ଦିନରେ ୧୪୧ ମଦ୍ୟପ ଗାଡ଼ିଚାଳକ ଗିରଫ

କଟକ ଅଫିସ, ୧୭-୯:ରାଜ୍ୟରେ ମଦ୍ୟପ ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ସେମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ ଗିରଫ କରିବାକୁ ଡିଜିପି ବିଜୟ କୁମାର ଶର୍ମା କଡା ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ...

ବ୍ରହ୍ମପୁରରେ ଏଆର୍‌ଟିଓ ଅଫିସ ଖୋଲିବା ଦାବି

ବ୍ରହ୍ମପୁର ଅଫିସ,୧୭ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ପୋଲିସ ଏବେ ଜୋର୍‌ଦାର ଚେକିଂ କରୁଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଜନସାଧାରଣଙ୍କ ସୁବିଧା ନିମନ୍ତେ ବ୍ରହ୍ମପୁର ସହରରେ ଏକ ସହକାରୀ ଆଞ୍ଚଳିକ କାର୍ଯ୍ୟାଳୟ(ଏଆର୍‌ଟିଓ)...

ସଶକ୍ତୀକରଣ ରାସ୍ତା ଦେଖାଇଲା ‘ଜଜ୍‌ବା’

ବ୍ରହ୍ମପୁର ଅଫିସ୍‌,୧୭ା୯-ଦୃଢ଼ମନା ଯୁବପିଢ଼ିଙ୍କ ବିନା କୌଣସି ଦେଶ ସଶକ୍ତ ହୋଇପାରିବ ନାହିଁ। ଏଣୁ ଅଧିକରୁ ଅଧିକ ଯୁବତୀ ଯୁବକଙ୍କୁ ସଶକ୍ତୀକରଣ କରାଇବାର ଆବଶ୍ୟକତା ରହିଛି। ଯୁବପିଢି ଭବିଷ୍ୟତକୁ ନେଇ ସତର୍କ ଥିବା ବେଳେ ସେମାନଙ୍କୁ ଦରକାର ଉପଯୁକ୍ତ ମାର୍ଗଦର୍ଶନ। ଯୁବପିଢ଼ିଙ୍କୁ...

ଜିଲା ଶ୍ରମ ଅଫିସ ଆଗରେ ବିକ୍ଷୋଭ ସମାବେଶ

ବ୍ରହ୍ମପୁର ଅଫିସ,୧୭ା୯-ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଚତୁର୍ଥ ଶ୍ରେଣୀ କର୍ମଚାରୀ ୟୁନିୟନ ଗଞ୍ଜାମ ଜିଲା ଶାଖା ପକ୍ଷରୁ ସୋମବାର ବ୍ରହ୍ମପୁରସ୍ଥ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ସମାବେଶ କରାଯାଇଥିଲା। କାର୍ଯ୍ୟରତ ଆଉଟସୋର୍ସିଂ କର୍ମଚାରୀଙ୍କ ମୌଳିକ ସମସ୍ୟା ସମାଧାନ ଏବଂ...

୨୬ ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ:ତୁରନ୍ତ କ୍ୱାର୍ଟର୍ସ ଛାଡ଼, ନଚେତ୍‌ ବିଦ୍ୟୁତ୍‌, ପାଣି ବନ୍ଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ସରକାରୀ କ୍ୱାର୍ଟର୍ସଗୁଡିକୁ ତୁରନ୍ତ ଛାଡିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୋମବାର ୨୬ ଜଣ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହିତ ପାଣି ଓ ବିଦ୍ୟୁତ୍‌ ଯୋଗାଉଥିବା ବିଭାଗଗୁଡିକୁ ମଧ୍ୟ ନୋଟିସ ଜାରି କରାଯାଇଛି। ଯେଉଁ ପୂର୍ବତନ...

ଏନ୍‌ଏଫ୍‌ଏସ୍‌ଏରୁ ବାଦ୍‌ ପଡ଼ିପାରନ୍ତି ୧୯ ଲକ୍ଷ:ଆଧାର ଛଡ଼ାଇନେବ ରାଶନ, ଚିନ୍ତାରେ ହିତାଧିକାରୀ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଭୋକ ଉପାସରେ କେହି ରହିବେ ନାହିଁ। ଦେଶର ସମସ୍ତ ଗରିବ ଲୋକଙ୍କୁ ଦିନକୁ ଦୁଇମୁଠା ପେଟ ଭରି ଖାଇବାକୁ ମିଳିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଆରମ୍ଭ କରିଥିଲେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)। ଓଡ଼ିଶା ସରକାର ମଧ୍ୟ...

ପୂଜା ପାଇଁ ଝଲସୁଛି ଆଲୁମିନିୟମ ନଗରୀ

ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍‌କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର ନାଲ୍‌କୋ ନଗରରେ ଉତ୍ସାହ ଦେଖାଦେଇଛି। ଚଳିତ ବର୍ଷ ପ୍ରଭୁ ବିଶ୍ୱ ନିର୍ମାତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri