ରେଳମନ୍ତ୍ରୀଙ୍କୁ ଭେଟିଲା ବିଧାନସଭା ରେଲଓ୍ବେ କମିଟି
ଭୁବନେଶ୍ୱର,୧୨।୨(ବ୍ୟୁରୋ) :ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟବରାଦଠାରୁ ୧୬୨୦କୋଟି ଟଙ୍କା କମ୍ ରହିଥିବା ଯୋଗୁ ବିଧାନସଭାର ରେଲଓ୍ବେ କମିଟି ଉଦ୍ବେଗ ପ୍ରକାଶ କରିଛି। କେନ୍ଦ୍ରର…
ଜନସାଧାରଣ ଶାନ୍ତି ଚାହାନ୍ତି, ହିଂସା ନୁହେଁ: ନିଶିକାନ୍ତ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ଅରବିନ୍ଦ କେଜ୍ରିୱାଲଙ୍କ ଆମ୍ ଆଦ୍ମୀ ପାର୍ଟି(ଏଏପି) ତୃତୀୟଥର ଦିଲ୍ଲୀ ବିଧାନସଭା ନିର୍ବାଚନରେ ସଫଳତା ପାଇଛି। ଦିଲ୍ଲୀ ବ୍ୟତୀତ ପଞ୍ଜାବ, ହରିୟାଣା, ଗୋଆ ଭଳି ରାଜ୍ୟରେ ଦଳର ସଙ୍ଗଠନ ରହିଛି। ଓଡ଼ିଶାରେ ମଧ୍ୟ ଦଳ କାର୍ଯ୍ୟ କରୁଛି। ନିର୍ବାଚନୀ ରାଜନୀତିରେ ଦଳ…
ଅଭ୍ୟାସ-୨୦୨୦ ଉଦ୍ଘାଟିତ
ଭୁବନେଶ୍ୱର,୧୨।୨(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟରୁ ସାଂସ୍କୃତିକ ଐତିହ୍ୟସ୍ଥଳଗୁଡ଼ିକୁ କିପରି ସୁରକ୍ଷିତ ରଖାଯାଇ ପାରିବ। ବିପଦ ଆସିବା ଆଗରୁ ସତର୍କ ସୂଚନା କିଭଳି ଲୋକଙ୍କ ନିକଟରେ ପହଞ୍ଚି ପାରିବ ସେ ନେଇ ବିମ୍ଷ୍ଟେକ(ବେ ଅଫ ବେଙ୍ଗଲ ଇନିସିଏଟିଭ ଫର ମଲ୍ଟି ସେକ୍ଟରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ୍…
୮ ଓଏଏସ୍ ଅଧିକାରୀଙ୍କୁ ଅତିରିକ୍ତ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି
ଭୁବନେଶ୍ୱର,୧୨।୨(ବ୍ୟୁରୋ):ରାଜ୍ୟ ସରକାର ୮ ଜଣ ଓଏଏସ୍ (ସୁପରିୟର ଆଡମିନିଷ୍ଟ୍ରେଟିଭ ଗ୍ରେଡ) ଅଫିସରଙ୍କୁ ସ୍ପେଶାଲ ସେକ୍ରେଟାରି ର଼୍ୟାଙ୍କକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଓଏଏସ୍(ଏସଏଏଜି) ଅଫିସର ଅଭୟ କୁମାର…
ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ପରଲୋକ
କଟକ ଅଫିସ,୧୨।୨: ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ(୮୫)ର ହୃଦ୍ଘାତରେ ପରଲୋକ ହୋଇଯାଇଛି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ବାସଭବନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ…
‘ସୋସିଆଲ ମିଡିଆରେ ବୁଲୁଛି କୋଣାର୍କ ମନ୍ଦିରର ଭ୍ରମାତ୍ମକ ଫଟୋ’
ଭୁବନେଶ୍ୱର,୧୨।୨ବ୍ୟୁରୋ):ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିରର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢ଼ି ସାଦା ପଥର ଲଗାଇବା ଅଭିଯୋଗକୁ ଖଣ୍ଡନ କରିଛି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍ଆଇ)। ଗତ କିଛିଦିନ ହେଲା ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା କୋଣାର୍କ ମନ୍ଦିରର ଫଟୋକୁ…
କନ୍ୟା ସନ୍ତାନ ଜନ୍ମ ଦେବାରୁ ମହିଳାଙ୍କୁ ପୋଡ଼ି ହତ୍ୟା
ରାଉରକେଲା ଅଫିସ,୧୨।୨:କନ୍ୟା ସନ୍ତାନ ଜନ୍ମ ଦେବାରୁ ରାଧା କୁମାରୀ(୨୪) ନାମ୍ନୀ ଜଣେ ମହିଳାଙ୍କୁ ନିର୍ଯାତନା ଦିଆଯିବା ସହ ପୋଡି ହତ୍ୟା କରାଯାଇଛି ବୋଲି ମଙ୍ଗଳବାର ଷ୍ଟିଲ ସିଟିର ବନ୍ଧମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ପୋଲିସ ତଦନ୍ତ ଆରମ୍ଭ କରି ରାଧାଙ୍କ ସ୍ବାମୀ…
ଟ୍ରାଫିକ ଜାମ୍ରେ ଚାଲିଗଲା ଶିଶୁର ଜୀବନ
ଭୁବନେଶ୍ୱର, ୧୨।୨(ବ୍ୟୁରେ):ରାଜଧାନୀରେ ଟ୍ରାଫିକ ଜାମ୍ ଆଉ ଏକ ଜୀବନ ନେଇଛି। ରାସ୍ତା ଜାମ୍ରେ ଆମ୍ବୁଲାନ୍ସ ଫସି ରହିବାରୁ ଜଣେ ୫ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ଘଟିଛି ଏହି ଦୁଃଖଦ ଘଟଣା। ମୃତ ଶିଶୁ ହେଲେ ପୁରୁଣା ଭୁବନେଶ୍ୱରରେ ରହୁଥିବା…
ଟୋକନ୍ ସମସ୍ୟା, ଚାଷୀ ହନ୍ତସନ୍ତ
ସୋନପୁର,୧୨।୨(ନି.ପ୍ର.) – ଅନଲାଇନ ଟୋକନ ବ୍ୟବସ୍ଥାରେ ସମସ୍ୟା ଯୋଗୁଁ ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲାରେ ଧାନ ସଂଗ୍ରହ କ୍ଷେତ୍ରରେ ଚରମ ବିଶୃଙ୍ଖଳା ସୃଷ୍ଟି ହୋଇଛି। ନଭେମ୍ବର ୧୫ ତାରିଖରୁ ଖରିଫ ଧାନ କିଣା ଆରମ୍ଭ ହୋଇଥିଲେ ମଧ୍ୟ ହଜାର ହଜାର ଚାଷୀ…
ରାସ୍ତା ଉପରେ ପରିବା ବିକ୍ରି, ରହୁନି ଡଷ୍ଟବିନ୍
ଛତ୍ରପୁର,୧୨ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ସନ୍ଧ୍ୟାରେ ଅଚାନକ ସାଇକେଲରେ ଛତ୍ରପୁର ଏନ୍ଏସି ବୁଲିଥିଲେ। ମଦ ଦୋକାନଠାରୁ ଆରମ୍ଭ କରି ଚା ଦୋକାନ, ପରିବା, ଛତୁ ଦୋକାନ, ଫାଷ୍ଟଫୁଡ୍ ଆଦିକୁ ଯାଇ ଜିଲାପାଳ ଯାଞ୍ଚ କରିଥିଲେ ା ସବୁଠି ଅବ୍ୟବସ୍ଥା…
ବୁଧବାର ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ,୧୧ା୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର…
କୋଣାର୍କ ମନ୍ଦିର ମରାମତି ନାମରେ ସାଦା ପଥର ଖଞ୍ଜାଯିବା ପ୍ରସଙ୍ଗ: ସୋସିଆଲ ମିଡିଆରେ ବୁଲୁଛି ଭ୍ରମାତ୍ମକ ଫଟୋ
ଭୁବନେଶ୍ୱର,୧୧ା୨(ବ୍ୟୁରୋ)- ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିରର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢ଼ି ସାଦା ପଥର ଲଗାଇବା ଅଭିଯୋଗକୁ ଖଣ୍ଡନ କରିଛି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍ଆଇ)। ଗତ କିଛିଦିନ ହେଲା ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା କୋଣାର୍କ ମନ୍ଦିରର…
Archives


