ରାଜ୍ୟ

ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ବଣ୍ଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼,୧୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଚେରି ପରିସରରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ପେନ୍‌ସନ ଦିବସ ପାଳିତ ହୋଇଛି। ସଂଘର ସଭାପତି କୃଷ୍ଣଚନ୍ଦ୍ର ପଣ୍ଡା ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀ…

ପୋଷା ବିରାଡ଼ିକୁ ଗୁଳିମାଡ଼

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ବିରାଡ଼ିକୁ ଗୁଳିମାଡ଼। ନିର୍ଦ୍ଦୟ ଭାବେ ବିରାଡ଼ିକୁ ଗୁଳି ମାରିବା ପରେ ତା’ର ମୃତ୍ୟୁ ଘଟିଛି। ଏଭଳି ଘଟଣାକୁ ନେଇ ବୁଧବାର ଖାରବେଳ ଥାନାରେ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, ଥାନା ଅଞ୍ଚଳରେ ରହୁଥିବା ସୁଶାନ୍ତ ପଟ୍ଟନାୟକଙ୍କ ପୋଷା ବିରାଡ଼ିକୁ ପଡୋଶୀ ଗୁଳି…

‘ଜଳସାଥୀ’ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, ଦେଲେ ୫୯୩ଟଙ୍କା ଜଳକର

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଏଣିକି ଜଳକର ଆଦାୟ କରିବେ ମିଶନ ଶକ୍ତି ମହିଳା। ଏଥିପାଇଁ ସ୍ବୟଂ ସହାୟକ ଗୋଷ୍ଠୀକୁ ଦିଆଯିବ ବୈଷୟିକ ତାଲିମ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭୁବନେଶ୍ୱର ରେଲଓ୍ବେ ଅଡିଟୋରିୟମ୍‌ରେ ଜଳସାଥୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ଏହା କହିଛନ୍ତି। ଏହି ଅବସରରେ…

ଆଇଆଇଟି ଭୁବନେଶ୍ୱରକୁ ନୂତନ ଦାୟିତ୍ୱ: ସଡ଼କ ସୁରକ୍ଷାର ଅଡିଟ୍‌ କରିବ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଏଣିକି ଯାନବାହନ ଚଳାଚଳ ଓ ସୁରକ୍ଷା ସମସ୍ୟାର ଅଡିଟ୍‌ କରିବ ଆଇଆଇଟି ଭୁବନେଶ୍ୱର । ସଂସ୍ଥା ୬ ମାସରେ ଅଡିଟ୍‌ କରି ରିପୋର୍ଟ ପ୍ରଦାନ କରିବ। ସଡ଼କ ଦୁର୍ଘଟଣା ସମୀକ୍ଷା ପରେ ବୁଧବାର ପରିବହନ ସଚିବ ଜି.ଶ୍ରୀନିବାସନ ଏହି ସୂଚନା…

ତରୁଣକାନ୍ତି ମିଶ୍ରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ବିଶିଷ୍ଟ କଥାକାର ତଥା ପୂର୍ବତନ ଶାସନ ସଚିବ ତରୁଣକାନ୍ତି ମିଶ୍ର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ। ଗଳ୍ପ ସଙ୍କଳନ ‘ଭାସ୍ବତୀ’ ପାଇଁ ସେ ଏହି ପୁରସ୍କାର ପାଇବେ ବୋଲି ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ଡବଲ୍‌ ଷ୍ଟାଣ୍ଡାର୍ଡ କହିଲେ ନିରଞ୍ଜନ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ସମର୍ଥନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ନିରଞ୍ଜନ କହିଛନ୍ତି, ନବୀନ ୨୦ ବର୍ଷ…

ସମ୍ବଲପୁର ପୋଲିସର ଅଭିନବ ପଦକ୍ଷେପ: ମହିଳାଙ୍କ ସୁରକ୍ଷା ପାଇଁ ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ

ସମ୍ବଲପୁର, ୧୮।୧୨ (ବ୍ୟୁରୋ)- ସମ୍ବଲପୁର ଜିଲାପାଳ ମହିଳାଙ୍କ ସୁରକ୍ଷା ପାଇଁ ଆଉ ଏକ ପଦକ୍ଷେପ ଗ୍ରହଣ କରିଛ। ଅତ୍ୟାଧୁନିକ ବ୍ୟବସ୍ଥା ଥିବା ସ୍ବତନ୍ତ୍ର ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ କରାଯାଇଛି। ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ ବୁଧବାର ଏହାର…

ଭିଜିଲାନ୍ସ ଜାଲରେ ବିଡିଏ ଅଧିକାରୀ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବିଡିଏ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଡିଏ ସେକ୍ସନ ଅଫିସର ବିଭୂତି ଭୂଷଣ ରାୟଙ୍କ ୫ଟି ସ୍ଥାନରେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ବୁଧବାର ରେଡ୍‌ ଜାରି ରହିଛି। ଭୁବନେଶ୍ୱରର ଝାରପଡ଼ା, ଜିଜିପି କଲୋନୀସ୍ଥିତ ଘର…

ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ଏନ୍‌ଆର୍‌ସିକୁ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିବା ବେଳେ ପ୍ରଥମ ଥର ପାଇଁ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟ…

ପଞ୍ଚାୟତିରାଜ ମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ : ବିଭିନ୍ନ ପ୍ରକଳ୍ପ କଲେ ଉଦ୍‌ଘାଟନ

ଦାରିଙ୍ଗବାଡ଼ି,୧୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାକୁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ସନ୍ଧ୍ୟାରେ ଗସ୍ତ କରି ବୁଧବାର ବିଭିନ୍ନ ବ୍ଲକରେ ଏକାଧିକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ସେ ପୂର୍ବାହ୍ନରେ ଦାରିଙ୍ଗବାଡ଼ି ବ୍ଲକର ପ୍ଲିହେରୀ ପଞ୍ଚାୟତର ୩୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ନୂତନ…

ଛତିଶା ନିଯୋଗ ବୈଠକ ଆରମ୍ଭ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବୁଧବାର ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଥିବା ଏହି ବୈଠକରେ ମକର ସଂକ୍ରାନ୍ତି, ସୂର୍ଯ୍ୟୋପରାଗ ଏବଂ ନୂଆବର୍ଷର ନୀତିକାନ୍ତି ସଂକ୍ରାନ୍ତରେ ଆଲୋଚନା ହେବ।  ମୁଖ୍ୟ…

ପିଆଜ ପରେ ଆଳୁ ମାଡ: ୨ ଦିନ ମଧ୍ୟରେ ବଢିଲାଣି ୧୦ ଟଙ୍କା

କଟକ ଅଫିସ୍‌, ୧୮।୧୨: ପିଆଜ ପରେ ଏବେ ଆଳୁ ପାଳି। ପିଆଜର ଅହେତୁକ ମୂଲ୍ୟ ବୃଦ୍ଧିରେ ଗ୍ରାହକ ଅସନ୍ତୁଷ୍ଟ ଥିବାବେଳେ ଏବେ ଆଳୁ ମୂଲ୍ୟ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଲାଣି। ୨ ଦିନ ମଧ୍ୟରେ ୧୦ ଟଙ୍କା ବଢିଲାଣି। ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri