ରାଜ୍ୟ

କୋଟଗଡ ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

କୋଟଗଡ,୧୮।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ମୁନିଗୁଡା ଏନଏଚ୍‌-୫ ରାସ୍ତାଜୁଡାବାଲି ଗ୍ରାମପଞ୍ଚାୟତ ଗେଟାବାଲି ଛକ ନିକଟ ତେନ୍ତୁଲି ଗଛ ନିକଟରେ ବୁଧବାର ଦିନ ମାଓ ବେନର ଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟରରେ ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟର ଛାତ୍ରଙ୍କୁ ଉପରେ…

ଆଜି ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୩ଟାରୁ ରାତି ୭ଟା ୪ଘଣ୍ଟା ମହାପ୍ରଭୁଙ୍କୁ ଦର୍ଶନ ବନ୍ଦ ରହିବ। କିନ୍ତୁ ଶ୍ରଦ୍ଧାଳୁମାନେ ବେଢ଼ା ପରିସର ଅନ୍ୟାନ୍ୟ ମନ୍ଦିର ବୁଲି ଦର୍ଶନ କରିପାରିବେ…

‘ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌’:ରିୟୁନିୟନ୍‌ରୁ ଲକ୍‌ଜୁରିୟସ୍‌ ଷ୍ଟେ’

ସସ୍ମିତା ପାଇକରାୟଭୁବନେଶ୍ୱର,୧୭ା୧୨(ବ୍ୟୁରୋ):କାହାପାଇଁ ଏହା ବ୍ୟାଚ୍‌ ରିୟୁନିୟନ୍‌ ଲାଗି ଡେଷ୍ଟିନେଶନ ତ କାହାପାଇଁ ଲକ୍‌ଜୁରିୟସ୍‌ ହଲିଡେ’ ଡେଷ୍ଟିନେଶନ। ଫେଭରାଇଟ୍‌ କପୁଲ୍‌ ଗୋଲ୍‌ ସେଲ୍‌ଫି ହେଉ କି ଚନ୍ଦ୍ରଭାଗାର ଧଳାବାଲିରେ ରାତି ବିତାଇବାର ନିଆରା ଅନୁଭୂତି। ଓଡ଼ିଶା ପର୍ଯ୍ୟଟନ ପକ୍ଷରୁ ପ୍ରଥମଥର ପାଇଁ ଆୟୋଜିତ…

ଭୁବନେଶ୍ୱରର ସବୁଘରେ ହେବ ବର୍ଷାଜଳ ସଂଗ୍ରହଣ ପ୍ରକଳ୍ପ

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):୬ ମାସ ମଧ୍ୟରେ ଭୁବନେଶ୍ୱରର ସମସ୍ତ ଘରେ ବର୍ଷା ଜଳ ସଂଗ୍ରହଣ ପ୍ରକଳ୍ପ (ରେନ୍‌ ଓ୍ବାଟର ହାର୍ଭେଷ୍ଟିଂ) କାର୍ଯ୍ୟ ସରିବ। ନଚେତ୍‌ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦୃଢ କାର୍ଯ୍ୟାନୁଷ୍ଠାନ ନେବ ବୋଲି ମଙ୍ଗଳବାର ଏକ ବିବୃତ୍ତିରେ ପ୍ରକାଶ କରିଛି।…

‘ଯୁବପିଢ଼ିଙ୍କ ହାତରେ ନୂତନ ଭାରତ’

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଦେଶ ସ୍ବାଧୀନ ହେବା ସମୟରେ ଯେତିକି ଲୋକ ଥିଲେ, ବର୍ତ୍ତମାନ ତା’ର ବହୁ ଗୁଣା ଅଧିକ ଅଛନ୍ତି। ଏମାନଙ୍କ ମଧ୍ୟରେ ୬୦ପ୍ରତିଶତ ଲୋକ ୩୫ବର୍ଷରୁ କମ୍‌ ବୟସର ଅଛନ୍ତି। ତେଣୁ ନୂତନ ଭାରତ କିପରି ହେବାର ଆବଶ୍ୟକ ରହିଛି, ତାହା ଆଜିର…

ଚତୁର୍ଦ୍ଦଶ ତୋଷାଳି ମେଳା:ଥିମ୍‌ ପାଭିଲିୟନ୍‌ରେ ‘କଳିଙ୍ଗ ତନ୍ତୁକୃତି’

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଟସର କୋଷାର ମୋଦଲ, ଡାବା, ବୁଗେ, ଫୁକି, ମଲ୍‌ବେରୀ, ଏରି ସୂତା ଓ ଟସର ଡେମ୍ଫର ସୂତା। କୁଟୀର ସୂତା, ରିଲ୍‌ ସୂତା, ଘିଚା ସୂତା ଓ ମଲ୍‌ବେରୀରେ ତିଆରି କାନଫୁଲ ଓ ହାର। ମଲ୍‌ବେରୀ ଖୋଳରେ ଖଞ୍ଜା ଯାଇଛି ରଙ୍ଗ…

କମ୍ପ୍ୟୁଟର ଲାବ୍‌ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୮।୧୨(ଡି.ଏନ.ଏ.):ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତର ପଦ୍ମଲୋଚନ ମୁଣ୍ଡହାଣ ଉଚ୍ଚ ବିଦ୍ୟାଳୟ ଜଡ଼ିବାଲି ପରିସରରେ ମଙ୍ଗଳବାର ବାର୍ଷିିକ କ୍ରୀଡ଼ା ଉତ୍ସବ ଏବଂ କମ୍ପ୍ୟୁଟର ଲାବର ଉଦ୍‌ଘାଟନ ସଭା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଶିକ୍ଷାବିତ୍‌ ଭାଗବତ ବେହେରା ସଭାପତିତ୍ୱ କରିଥିବା ବେଳେ ବିଦ୍ୟାଳୟର…

ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ଆଗମନ

ରାଜନଗର,୧୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଏବଂ ଏହାର ଚାରିପାଖରେ ଥିବା ଆର୍ଦ୍ରଭୂମିରେ ବିଦେଶାଗତ ପକ୍ଷୀମାନେ ପାଦ ଥାପିଛନ୍ତି। ଅତିଥି ପକ୍ଷୀମାନଙ୍କ ଆଗମନ ଓ ସେମାନଙ୍କ କଳରବରେ ଭିତରକନିକା ମୁଖରିତ ହୋଇଉଠିଛି ା ଯୋଜନ ଯୋଜନ…

ଅନ୍‌ଲାଇନ ପଞ୍ଜୀକରଣର ୪୮ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଶକ୍ତିମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍‌ ସେବା ପାଇବାରୁ ବଞ୍ଚିତ ହେବେ ନାହିଁ, ସେହି ଦିଗରେ…

ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ବିଜେଡି ଓ ଭାଜପା ମଧ୍ୟ ଭିତିରି ବୁଝାମଣା ରହିଥିବା ନେଇ କଂଗ୍ରେସ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିବାବେଳେ ଏକଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଖଣ୍ଡନ କରିଛନ୍ତି। କିନ୍ତୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଭିତିରି କଥାର ଗୁମର…

ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମ ପରିଚାଳନା ପରିଷଦ ମାମଲା:ହାଇକୋର୍ଟଙ୍କ ରେକର୍ଡପତ୍ର ତଲବ

କଟକ ଅଫିସ,୧୮।୧୨:ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମର ପରିଚାଳନା ପରିଷଦକୁ ରଦ୍ଦ କରାଯିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ରେଜିଷ୍ଟ୍ରାରଙ୍କ ପକ୍ଷରୁ ନିଗମର ପରିଷଦକୁ ଅସାମ୍ବିଧାନିକ ଭାବେ ରଦ୍ଦ କରାଯାଇଥିବା ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ ମାମଲାର…

ସରକାରୀ କଲେଜ ଅଧ୍ୟାପକ ନିଯୁକ୍ତି:କୋହଳ ହେଲା ଆବେଦନ ବୟସ ସୀମା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ସରକାରୀ କଲେଜ ଅଧ୍ୟାପକ ପଦବୀ ପୂରଣ ପାଇଁ ବୟସସୀମା ବୃଦ୍ଧି କରାଯାଇଛି। ଏଣିକି ୩୩ ବର୍ଷ ପରିବର୍ତ୍ତେ ୪୮ ବର୍ଷ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାକିରି ପାଇଁ ଆବେଦନ କରିପାରିବେ। ୧୯୯୦ ଓଡ଼ିଶା ଶିକ୍ଷା ସେବା(କଲେଜ ଶାଖା) ଚୟନ ନିୟମ ଓ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri