ଓଡ଼ିଶା ବିଧାନସଭାର ହେବ ନବକଳେବର
ଭୁବନେଶ୍ୱର,୧୭-୯(ବ୍ୟୁରୋ):ଓଡ଼ିଶା ବିଧାନସଭା ହେବ ଦେଶର ମଡେଲ ବିଧାନ ସଭା। ଏହାକୁ ଅଧିକ ଆକର୍ଷଣୀୟ କରିବାକୁ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏକ ବିଲ୍ଡିଂ କମିଟି ଗଠନ କରିଛନ୍ତି। ପୂର୍ତ୍ତ ବିଭାଗର ସଚିବ ଏହି କମିଟିର ଅଧ୍ୟକ୍ଷ ରହିବେ। ଏହି କମିଟି...
ବିନା ପଞ୍ଜୀକରଣରେ ସ୍କୁଟି ବିକ୍ରି:ଡିଲରଙ୍କ ଉପରେ ୧ ଲକ୍ଷ ଜରିମାନା
କଟକ ଅଫିସ,୧୭-୯:କଟକ ଜିଲା ବାରଙ୍ଗ ଥାନା ସମ୍ମୁଖରେ ଗତ ୧୨ରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗାଡି ଚେକିଂ ଚାଲିଥିବାବେଳେ ଜବତ ହୋଇଥିବା ସ୍କୁଟିକୁ ନେଇ କଟକ ଆର୍ଟିଓ ଭୁବନେଶ୍ୱରର ଏକ ଗାଡ଼ି ଡିଲରଙ୍କୁ ୧ ଲକ୍ଷ ଟଙ୍କା ଜରିମାନା...
ଗୋଦାବରୀ ନଦୀରେ ଲଞ୍ଚ ବୁଡି ଘଟଣା:ନିଖୋଜଙ୍କୁ ଖୋଜୁଛି ବାୟୁସେନା, ନୌସେନା
ମାଲକାନଗିରି,୧୭-୯(ଡି.ଏନ୍.ଏ.):ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଆନ୍ଧ୍ର ପ୍ରଦେଶରେ ପୂର୍ବ ଗୋଦାବରୀ ନଦୀରେ ରବିବାର ଲଞ୍ଚ ବୁଡି ୫୦ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୃତଦେହ ଊଦ୍ଧାର କରାଯାଇଥିଲା। ସୋମବାର ଅନ୍ୟ ନିଖୋଜମାନଙ୍କୁ ଖୋଜିବା ଲାଗି ବାୟୁସେନା ଓ...
କନ୍ଦଳକୁ ନେଇ ଚର୍ଚ୍ଚାରେ କଂଗ୍ରେସ
ଭୁବନେଶ୍ୱର,୧୭-୯(ବ୍ୟୁରୋ): କିଛିଦିନ ହେବା ନିଷ୍କ୍ରିୟ ହୋଇପଡିଥିବା କଂଗ୍ରେସ ପୁଣିଥରେ ଦଳୀୟ କନ୍ଦଳକୁ ନେଇ ଚର୍ଚ୍ଚାକୁ ଆସିଯାଇଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ମନ୍ତବ୍ୟ ରଖିବା ଯୋଗୁ ରବିବାର ଇତିଶ ପ୍ରଧାନଙ୍କୁ ଏନ୍ଏସୟୁଆଇ ଓଡିଶା ଇନ୍ଚାର୍ଜ ମୋଥା...
ମିଳୁନି ଆବଶ୍ୟକ କୋଇଲା:ଟିଟିପିଏସ୍ର ୩ ୟୁନିଟ୍ ବନ୍ଦ
ତାଳଚେର,୧୭-୯(ନି.ପ୍ର.):ଆବଶ୍ୟକ କୋଇଲା ଅଭାବରୁ ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍)ର ୩ ଗୋଟି ୟୁନିଟ୍ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ ଦିନରେ...
୨୦ ଯାଏ ହାଲୁକା ବର୍ଷା
ଭୁବନେଶ୍ୱର,୧୭-୯(ବ୍ୟୁରୋ):ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଏଥିଯୋଗୁ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ହାଲକା ବର୍ଷା ରହିବ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ...
ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ
ଫୁଲବାଣୀ ଅଫିସ, ୧୭ା୯-ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି ା ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍ ତଥା ପୋକ୍ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ...
ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ
ପୁରୀ ଅଫିସ/ନିମାପଡ଼ା, (ଡି.ଏନ.ଏ)୧୭-୯:ନିମାପଡ଼ା ଜଳସମ୍ପଦ ବିଭାଗର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ତାଙ୍କ ସରକାରୀ କାର୍ଯ୍ୟାଳୟ, ବାସଭବନ ସମେତ ଏକକାଳୀନ...
ଆଧାର ଲିଙ୍କ୍ ସତ୍ତ୍ୱେ ମିଳୁନି ଗ୍ୟାସ୍ ସବ୍ସିଡି
ଭୁବନେଶ୍ୱର,୧୭-୯(ବ୍ୟୁରୋ):୨୦୧୪ରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାର ଆସିବା ପରେ ପ୍ରତ୍ୟେକ ଘରେ ଗ୍ୟାସ୍ ସଂଯୋଗ କରାଇବା ଉପରେ ବିଶେଷ ଗୁରୁତ୍ୱ ଦେଇଥିଲା। ସବୁଘରେ ସ୍ବଚ୍ଛ ଇନ୍ଧନ ପହଞ୍ଚାଇବା ଲକ୍ଷ୍ୟ ରଖି କେନ୍ଦ୍ର ସରକାର ୨୦୧୬ ମେ ୧ରେ ପ୍ରଧାନମନ୍ତ୍ରୀ...
ପାଇଖାନା ନ କଲେ ରାଶନ ସାମଗ୍ରୀ ମିଳୁନି
ପାତ୍ରପୁର,୧୭ା୯(ଡି.ଏନ୍.ଏ.)-ପାତ୍ରପୁର ବ୍ଲକର ୨୩ ପଞ୍ଚାୟତରେ ପ୍ରଶାସନର ଗୋଟିଏ ନିୟମ ଥିବାବେଳେ ଆନ୍ଧ୍ର ସୀମାକୁ ଲାଗିଥିବା କେଶରୀପଡ଼ା ପଞ୍ଚାୟତ ସଦରମହକୁମାରେ ଆକ୍ରୋଶମୂଳକ ଭାବେ ଅଲଗା ନିୟମ କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଠାରେ ପାଇଖାନା ନିର୍ମାଣ ନକଲେ ରାଶନ ସାମଗ୍ରୀ ବନ୍ଦ...
ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ:ଗୋଟିଏ ଦିନରେ ୧୪୧ ମଦ୍ୟପ ଗାଡ଼ିଚାଳକ ଗିରଫ
କଟକ ଅଫିସ, ୧୭-୯:ରାଜ୍ୟରେ ମଦ୍ୟପ ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ସେମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ ଗିରଫ କରିବାକୁ ଡିଜିପି ବିଜୟ କୁମାର ଶର୍ମା କଡା ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ...
ବ୍ରହ୍ମପୁରରେ ଏଆର୍ଟିଓ ଅଫିସ ଖୋଲିବା ଦାବି
ବ୍ରହ୍ମପୁର ଅଫିସ,୧୭ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ପୋଲିସ ଏବେ ଜୋର୍ଦାର ଚେକିଂ କରୁଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଜନସାଧାରଣଙ୍କ ସୁବିଧା ନିମନ୍ତେ ବ୍ରହ୍ମପୁର ସହରରେ ଏକ ସହକାରୀ ଆଞ୍ଚଳିକ କାର୍ଯ୍ୟାଳୟ(ଏଆର୍ଟିଓ)...
Archives


