ରାଜ୍ୟ

ଯାତ୍ରା ଆୟୋଜକ, ପାର୍ଟି ମ୍ୟାନେଜର, ଡ୍ୟାନ୍ସରଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ ନଗ୍ନ ନୃତ୍ୟ ପ୍ରଦର୍ଶନ କରିଥିବା ଡ୍ୟାନ୍ସର ଲଭ୍‌ଲୀଙ୍କ ନାମରେ ଖଣ୍ଡଗିରି ଥାନାରେ ଆଇପିସି ଦଫା…

ଜାପାନରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଓଡ଼ିଶା: ମୋ ପରିବାର ସଙ୍ଗଠନ ପ୍ରଚେଷ୍ଟା କ୍ରମେ ଜାପାନରୁ ୨ ଓଡ଼ିଆଙ୍କ ମୃତଦେହ ଶୁକ୍ରବାର ଫେରିପାରିଛି। ଜାପାନର ଟୋକିଓ ସହରରେ ରୋଷେୟା କାମ କରୁଥିବା ୨ ଓଡ଼ିଆଙ୍କ କିଛିଦିନ ତଳେ ମୃତ୍ୟୁ ହୋଇଥିଲା। ଏହି…

ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି ଟଙ୍କା କମ୍‌ ରହିଛି। ପୂର୍ବତଟ ରେଳପଥ ଲାଗି ଚଳିତ ଥର ୫୮୬୫ କୋଟି…

ଆଜି ଶପଥ ନେବେ ହାଇକୋର୍ଟର ନୂତନ ବିଚାରପତି

କଟକ ଅଫିସ,୧୦।୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ନିଯୁକ୍ତି ପାଇଥିବା ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ସୋମବାର ଶପଥ ଗ୍ରହଣ କରିବେ। ଅପରାହ୍ନ ୨ଟାରେ ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।…

ଜବରଦଖଲରେ ସରକାରୀ ଜମି

ଆରଡ଼ି,୧୦।୨ (ଡି.ଏନ.ଏ.)-ଜବରଦଖଲକାରୀଙ୍କ କବଳରେ ସରକାରୀ ଜମି। କାର୍ଯ୍ୟାନୁଷ୍ଠାନ ପାଇଁ ୨୦୧୪ରୁ ଗ୍ରାମବାସୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜବରଦଖଲ ଉଚ୍ଛେଦ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ତହସିଲ କାର୍ଯ୍ୟାଳୟର ଉଦାସୀନତା ପାଇଁ ତାହା କାର୍ଯ୍ୟକାରୀ ହୋଇପାରୁନି ବୋଲି ଅଭିଯୋଗ କରି ପୁନଃ…

ବର୍ଷା ପରେ ଥରାଇବ ଶୀତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଗତ ୩ଦିନ ଧରି ବର୍ଷା ଲାଗିରହିଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ସର୍ବାଧିକ ୨୨.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ବୌଦ୍ଧ ୧୫.୩, ଦାରିଙ୍ଗବାଡ଼ି…

ଆରମ୍ଭ ହେଲା ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା

ବଡ଼ସାହି,୧୦ା୨(ସ୍ବ.ପ୍ର)- ଉତ୍ତର ଓଡିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାରଠାରୁ ଆରମ୍ଭ ହୋଇଛି। ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପୂଜା ୧୧ତାରିଖରେ ଉଦ୍‌ଯାପିତ ହେବ ା ପ୍ରତିକୂଳ ପାଗ ସତ୍ତ୍ୱେ ଏହି ପୀଠରେ ହଜାର ହଜାର…

ବସ୍‌ରେ ବିଦ୍ୟୁତ୍‌ ତାର ଲାଗି ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପିଛା ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା

ଭୁବନେଶ୍ୱର,୯।୨(ବ୍ୟୁରୋ)- ଗଞ୍ଜାମ ଜିଲାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟିଥିବା ବସ୍‌ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ମଧ୍ୟ ଜ୍ଞାପନ କରିଛନ୍ତି। ଏଥିସହିତ ମୃତକଙ୍କ ପରିବାର…

୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଯାତ୍ରୀବାହୀ ବସ୍‌ : ୯ ମୃତ, ୩୦ରୁ ଊର୍ଦ୍ଧ୍ୱ ଗୁରୁତର

ଗୋପାଳପୁର, ୯।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଡରାଜପୁର ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନରେ ଏକ ଯାତ୍ରୀବାହୀ ବସ୍‌ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦୁର୍ଘଟଣା ଘଟିଛି। ଏଥିରେ ୯ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ…

ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର ଦ୍ବିତୀୟ ଦିନ ଅର୍ଥାତ୍‌ ରବିବାର ଉକ୍ତ ସ୍ଥାନରୁ ଆଉ ଡିଜେଲ ବାହାରୁନଥିବା ନେଇ ପୁଣି…

ମାଧପୁରରେ ହାତୀ ଉପଦ୍ରବ: ଘଉଡ଼ାଇବାକୁ ଦାବି

ମାଧପୁର,୯।୨: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର ପର୍ଯ୍ୟନ୍ତ ଅଞ୍ଚଳର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ କରୁଥିବା ଦେଖିବାକୁ ମିଳିଛି। ଏ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି । ସୂଚନାନୁଯାୟୀ, ଶନିବାର…

ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ମେସ୍‌ ମାଲିକ ଗିରଫ

ଭଦ୍ରକ ଅଫିସ,୯।୨: ଗତ କିଛିଦିନ ତଳେ ବାସୁଦେବପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀ ଭଦ୍ରକ ଷ୍ଟେଶନରେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ବାସୁଦେବପୁର ପୋଲିସ ମେସ୍‌ ମାଲିକ ପ୍ରତାପ ଡାଙ୍ଗୁଆଙ୍କୁ ରବିବାର ଗିରଫ କରିଛି। ସୂଚନାଯୋଗ୍ୟ, ଛାତ୍ରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri