ରାଜ୍ୟ

ଓଲଟିଲା ପେଟ୍ରୋଲ ଟ୍ୟାଙ୍କର, ରାଜପଥ ୯ ଘଣ୍ଟା ଅଚଳ

ଜୟପୁର,୧୭ା୧୨(ଡି.ଏନ୍‌.ଏ.): ଜୟପୁର-କୋରାପୁଟ ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ପୂର୍ବାହ୍ନ ୬ଟାରେ ଏକ ତେଲ ଟ୍ୟାଙ୍କର ଓଲଟି ପଡ଼ିଛି। ଫଳରେ ସେଥିରୁ ନିର୍ଗତ ପେଟ୍ରୋଲ ରାସ୍ତାକୁ ବହିବା ଯୋଗୁ ଅଗ୍ନିକାଣ୍ଡ ଆଶଙ୍କାରେ ସେହି ରୁଟ୍‌ରେ ଗାଡ଼ି ଚଳାଚଳ ବନ୍ଦ ହୋଇଛି।…

‘ବ୍ରହ୍ମୋସ୍‌’ର ଦୁଇଥର ସଫଳ ବ୍ୟାବହାରିକ ପରୀକ୍ଷଣ: ଶତ୍ରୁପକ୍ଷର ଯେକୌଣସି କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେବାର ରଖିଛି କ୍ଷମତା

ବାଲେଶ୍ୱର ଅଫିସ, ୧୭।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜ(ଆଇଟିଆର) ପକ୍ଷରୁ ମଙ୍ଗଳବାର ସୁପରସୋନିକ୍‌ କ୍ରୁଜ୍‌ ମିଶାଇଲ୍‌ ‘ବ୍ରହ୍ମୋସ’ର ଦୁଇଥର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ପୂର୍ବାହ୍ନ ୮ଟା ୪୫ ମିନିଟ୍‌ରେ ଚାନ୍ଦିପୁର ଟେଷ୍ଟ ରେଞ୍ଜରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ଏବଂ ଅପରାହ୍ନ ସାଢ଼େ ୩ଟାରେ…

ବଜେଟ ପାଇଁ ସାଧାରଣ ଜନତାଙ୍କଠାରୁ ମତାମତ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ବଜେଟ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବାକୁ ଚାହୁଁଛି ରାଜ୍ୟ ଅର୍ଥ ବିଭାଗ। ଏଥିଲାଗି ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ବାନ କରାଯାଇଛି। ଏ ସଂକ୍ରାନ୍ତ ସମସ୍ତ ତଥ୍ୟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ତେବେ ସାଧାରଣ…

ହେଟେଲରେ ବଙ୍ଗୀୟ ଯୁବତୀଙ୍କୁ ମାରପିଟ୍‌, ୨ ଅଟକ

କଟକ ରୋଡ୍‌,୧୭।୧୨(ଡି.ଏନ୍‌.ଏ.): ରାଜଧାନୀର ଏକ ହୋଟେଲରେ ମଙ୍ଗଳବାର ଜଣେ ବଙ୍ଗୀୟ ଯୁବତୀଙ୍କୁ ଅସଦାଚରଣ ସହ ମାରପିଟ୍‌ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି। ତେବେ ସମ୍ପୃକ୍ତ ଯୁବତୀଙ୍କ ଘର କଲିକତାରେ।…

ରାଜ୍ୟରେ ବଢ଼ିଚାଲିଛି ମହିଳା ବିରୋଧୀ ହିଂସା, କେବେ ପ୍ରତିଷ୍ଠା ହେବ ଫାଷ୍ଟଟ୍ରାକ୍‌ କୋର୍ଟ: ଭାଜପା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଅପରାଧୀଙ୍କର ପୋଲିସ ପ୍ରତି ଆଉ ଭୟ ନାହିଁ। ଏସବୁ ହିଂସାର ବିଚାର ପାଇଁ ଆନ୍ଧ୍ରପ୍ରଦେଶର ୭୨ଟି, ତାମିଲନାଡ଼ୁରେ ୬୯ଟି, ପଶ୍ଚିମବଙ୍ଗରେ ୮୮ଟି ଓ ମହାରାଷ୍ଟ୍ରରେ ୧୦୦ଟି ଫାଷ୍ଟଟ୍ରାକ୍‌ କୋର୍ଟ…

୩୧ରୁ ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସାଲ ଆରମ୍ଭ

ବରଗଡ଼ ଅଫିସ,୧୭।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୩୧ ତାରିଖରେ ଆରମ୍ଭ ହେବ। ଏହା ଦୀର୍ଘ ୧୧ଦିନ ଧରି ୨୦୨୦ ଜାନୁୟାରୀ ମାସ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବଧିରେ ବରଗଡ଼ ମଥୁରାନଗରୀ…

‘ମୋ ସରକାର’ରେ ସାମିଲ ହେଲା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ବିଭାଗ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ମୋ ସରକାରରେ ସାମିଲ ହୋଇଛି। ଫଳରେ ସରକାର ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ସିଧାସଳଖ କଥା ହେବେ। ମଙ୍ଗଳବାର ଲୋକସେବା ଭବନରୁ…

ଜାନୁୟାରୀରେ ପିସିସି ସଭାପତି ଘୋଷଣା ହେବ: ନିରଞ୍ଜନ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀରେ ପିସିସି ସଭାପତି ଏବଂ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଡିସେମ୍ବର ୨୮ରେ କଂଗ୍ରେସର ପ୍ରତିଷ୍ଠା ଦିବସ ଉପଲକ୍ଷେ ଦେଶର ଅର୍ଥନୈତିକ ଏବଂ ରାଜନୈତିକ ସ୍ଥିତି…

ଖୋର୍ଦ୍ଧା ଗୁଳିକାଣ୍ଡ ପଛରେ ସୁପାରି କିଲର: ପୋଲିସ ହାତରେ ଲାଗିଲା ଠୋସ୍‌ ପ୍ରମାଣ

ଖୋର୍ଦ୍ଧା ଅଫିସ୍‌, ୧୭।୧୨: ଖୋର୍ଦ୍ଧା ଜିଲାର ଏକ କ୍ଲିନିକରେ ପଶି ଡାକ୍ତର ଏବଂ ଔଷଧ ଦୋକାନୀଙ୍କୁ ଗୁଳିମାଡ ଘଟଣାରେ ପୋଲିସ ହାତରେ ଠୋସ୍‌ ପ୍ରମାଣ ଲାଗିଛି। ପ୍ରାଥମିକ ତଦନ୍ତ ପରେ ଏହି ଘଟଣାରେ ସୁପାରି କିଲର ହାତ ଥିବା ଖୋର୍ଦ୍ଧା ଏସପି…

ପଡିଆରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଜଗନ୍ନାଥ ପ୍ରସାଦ,୧୭।୧୨ (ଡି.ଏନ.ଏ): ପୁଣି ଅଲୋଡା ଶିଶୁ କନ୍ୟା ଉଦ୍ଧାର। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଲାଡ଼ି ପଞ୍ଚାୟତ କାଦପ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୭ଟା ସମୟରେ ଗ୍ରାମର ମହିଳା ଶାନ୍ତିଲତା…

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି: ଭଙ୍ଗାଗଲା ଘରୋଇ କୋଠା

ପୁରୀ ଅଫିସ୍‌, ୧୭।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୋମବାର ଦୋଳବେଦୀ କୋଣସ୍ଥିତ ଏକ ତିନି ମହଲା ଘରୋଇ କୋଠା ଭଙ୍ଗାଯାଇଥିବାବେଳେ ମଙ୍ଗଳବାର ଗାଣ୍ଡୁଆଚଉରା ଛକରେ ଉଚ୍ଛେଦ ଚାଲିଛି। ଦାମୋଦର ସିଂଘାରୀଙ୍କ ଦୁଇ ମହଲା ବିଶିଷ୍ଟ କୋଠା…

‘ଭାଜପାର ପରାଜୟ ଏକ ରହସ୍ୟ’

ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ):୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟରେ ପୂର୍ବାପେକ୍ଷା ଭାଜପା ଭଲ ପ୍ରଦର୍ଶନ କରି ପ୍ରଥମ ଥର ଲାଗି ମୁଖ୍ୟ ବିରୋଧୀ ଦଳ ଆସନ ହାସଲ କରିଛି। ସେହିପରି ଲୋକ ସଭା କ୍ଷେତ୍ରରେ ମଧ୍ୟ ଦଳ ଏଥର ୮ଟି ଆସନରେ ସଫଳତା ପାଇଛି। ବାଲେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri