ଭତାକେ ନେଇ ପଁଚେତ୍ରେ ତାଲା ପକାଲେ ହିତାଧିକାରୀ
ପୁରୁଣାକଟକ, ୧୪ା୯ (ଡି.ଏନ୍.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଂଙ୍କୁଲେଇ ପଁଚେତ୍କେ ଶୁକୁରବାର ହିତାଧିକାରୀମାନେ ଭତା ନେବାକେ ଆସି ହଇରାନ ହରକତ ହେଲାରୁ ପଁଚେତ୍ରେ ତାଲା ପକେଇଥିବାର ଜନାଯାଇଛେ। ଏହେଦେ ଇ ଘଟନା ଅଂଚଲରେ ଗୁଟେ ଚରଚାର ବିଷେ ପାଲଟିଛେ।...
‘ଦେଶାନ୍ତରୀ ଶିଶୁ, କିଶୋର ଶ୍ରମିକ ଚାଲାଣକୁ ନେଇ ଜାରି ହେବ ନିର୍ଦ୍ଦେଶାବଳୀ’
ବଲାଙ୍ଗୀର ଅଫିସ,୧୪ା୯ ବଲାଙ୍ଗୀର ଡିଆରଡିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଦେଶାନ୍ତର ଶିଶୁ ଓ ଯୁବ ଶ୍ରମିକ ଚାଲାଣକୁ ନେଇ ଏକ ଆଞ୍ଚଳିକ ପରାମର୍ଶ କର୍ମଶାଳା ଅନୁଷ୍ଠିତ ହୋଇଥିଲା ା ଦେଶାନ୍ତର ଶ୍ରମିକ ଶିଶୁଙ୍କ ସମସ୍ୟା ଉପରେ କାମ କରୁଥିବା ଅନ୍ତର୍ଜାତୀୟ...
ଜାତୀୟ ରାଜପଥରେ ଜଳିଗଲା କାର୍
ଭଣ୍ଡାରିପୋଖରୀ, ୧୩ା୯(ଡି.ଏନ.ଏ.)- ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ପୁରିପଡ଼ା ସ୍କୁଲଠାରୁ ଅନତି ଦୂରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଏକ ଚଳନ୍ତା କାର୍ ନିଅଁା ଲାଗି ଜଳିଯାଇଛି। କାର୍ଟି ଯାଜପୁର ଜିଲା ଷଠିପୁର ଅଞ୍ଚଳରୁ...
ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ: ୧୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୬ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପ୍ରଧାନଶିକ୍ଷକ, ୪ଜଣ ଇଞ୍ଜିନିୟର, ୨ଜଣ ରେଭିନ୍ୟୁ ଅଫିସର(ଆର୍ଆଇ), ଜଣେ ଫାର୍ମାଶିଷ୍ଟ, ଜଣେ ଅମୀନ, ଜଣେ ପଞ୍ଚାୟତ ଇକ୍ଜିକ୍ୟୁଟିଭ୍ ଅଫିସର ଏବଂ ୨ଜଣ...
ପିସିସି ସଭାପତିଙ୍କୁ ସମାଲୋଚନା ପ୍ରସଙ୍ଗ: ନିରଞ୍ଜନ କହିଲେ ‘ଅସନ୍ତୋଷ ହୋଇ ଇତୀଶ ଏପରି ପିଲାଳିଆ କଥା କହିଛନ୍ତି’
ଭୁବନେଶ୍ୱର,୧୩।୯(ବ୍ୟୁରୋ): ଗୁରୁବାର ଏଆଇସିସିର ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଥିବା ବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଥିଲେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ। ଶୁକ୍ରବାର ଏନେଇ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ। ସେ କହିଛନ୍ତି,...
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୩।୯(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୨୭ ଏବଂ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏନେଇ ଶୁକ୍ରବାର ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ...
ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍ ଅଫିସର
ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ୫ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି।...
ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର
ମାଲକାନଗିରି,୧୩।୯(ଡି.ଏନ୍.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍ଲେଟ୍ କରିବା ପାଇଁ ୨ ଟି ଅଣ୍ଡା ଫଟାଇଥିବା ବେଳେ ଅନ୍ୟ ଏକ...
ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ
ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍ଟିକୁ ସେଠାରୁ ନେଉ ନ ଥିବା ଯୋଗୁ ଦୀର୍ଘ ମାସ ଧରି ଏହା ପଡ଼ି ରହିଛି। କାର୍...
୩ମାସ ଟ୍ରାଫିକ ନିୟମ କୋହଳ ହେବାରୁ ଗାଡ଼ିଚାଳକ ବେପରୁଆ: କିନ୍ନରଙ୍କ ଅଭିନବ ଉପାୟରେ ସଚେତନତା
ଭୁବନେଶ୍ୱର, ୧୩।୯(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ଯାହାଦ୍ୱାରା ଗାଡ଼ିଚାଳକ ଏବେ ପୁଣି ବେପରୁଆ ହୋଇଗଲେଣି। ସେମାନେ ଢିଲାଭାବେ ଗାଡ଼ିଚାଳନା କରୁଛନ୍ତି। ତେଣୁ ଲୋକଙ୍କ ମଧ୍ୟରେ...
ହୀରାକୁଦ ଡ୍ୟାମ୍ରୁ ୮ଟି ଗେଟ୍ଦେଇ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍ରୁ ଶୁକ୍ରବାର ୮ଟି ଗେଟ୍ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ, ପ୍ରତି ସେକେଣ୍ଡରେ ୧ଲକ୍ଷ ୫୦ ହଜାର ୮୬୮ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିବା...
ରେଳ ଟ୍ରାକ୍ରେ ଫସିଲା ଟ୍ରେଲର : ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ
ମୁଡ଼ିଗୁଡ଼ା,୧୩।୯(ଡି.ଏନ୍.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ଏକ ଟ୍ରେଲରର ବ୍ରେକ୍ ଫେଲ ହୋଇଯିବାରୁ ରେଳ ଲାଇନ ଉପରେ ଫସିରହିଛି। ଫଳରେ ମୁନିଗୁଡା ରାୟଗଡ଼ା ମଧ୍ୟରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଟ୍ରେଲରଟି ବିଶାଖାପାଟଣାରୁ...
Archives


