ସ୍କୁଲରେ ଛାତ୍ରଙ୍କୁ ତାଲା ପକାଇବା ଘଟଣା: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର/ବାଲେଶ୍ୱର ଅଫିସ,୧୨।୯ (ବ୍ୟୁରୋ): ବାଲେଶ୍ୱର ସହର ମଠସାହି ମହାବୀର ନୋଡାଲ ସ୍କୁଲରେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ତାଲା ପକାଇ ପଳାଇବା ଘଟଣାରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ...
ବନ୍ୟାସ୍ଥିତି ନିୟନ୍ତ୍ରଣାଧୀନ: ମନ୍ତ୍ରୀ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଲଗାଣ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ବନ୍ୟାସ୍ଥିତି ନିୟନ୍ତ୍ରଣରେ ଥିବା ଗୁରୁବାର ବିପର୍ଯ୍ୟୟ ଓ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି। ସେ କହିଛନ୍ତି, କୋରାପୁଟ, ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ ଓ...
ଜଳସମ୍ପଦ ମନ୍ତ୍ରୀଙ୍କ ଗସ୍ତ: ମଙ୍ଗଳା ଦର୍ଶନ ସହ ନଦୀ ବନ୍ଧବାଡ଼ ବୁଲି ଦେଖିଲେ
କାକଟପୁର,୧୨।୯(ଡି.ଏନ୍.ଏ.): ରାଜ୍ୟ ଜଳ ସମ୍ପଦ ବିଭାଗ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର କାକଟପୁର ଏବଂ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମନ୍ତ୍ରୀଙ୍କୁ ସ୍ଥାନୀୟ ବିଧାୟକ ତଥା କ୍ରୀଡ଼ା, ଯୁବ-ବ୍ୟାପାର, ଆଇଟି ବିଭାଗ...
ଦିଲ୍ଲୀରୁ ଫେରିବା ପରେ ନିରଞ୍ଜନଙ୍କୁ ରାଜ୍ୟରେ ପୂରାଇ ଦିଆଯିବ ନାହିଁ: ଇତୀଶ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟ କଂଗ୍ରେସରେ ଦଳୀୟ କନ୍ଦଳ ଥମିବାର ନାଁ ନେଉନାହିଁ। ଗତ ସାଧାରଣ ନିର୍ବାଚନରେ ଦଳ ଶୋଚନୀୟ ପରାସ୍ତ ହୋଇ ବିରୋଧୀ ଦଳ ଆଖ୍ୟା ପାଇବାରୁ ବଞ୍ଚିତ ହୋଇଛି। ଏଭଳିସ୍ଥଳେ ଦଳର ନେତାମାନେ ପରସ୍ପରକୁ ଟାର୍ଗେଟ କରିବା ସହ ଜଣେ...
ଶୌଚାଳୟ ଯାଇଥିବା ବେଳେ ତାଲା ପକାଇ କର୍ତ୍ତୃପକ୍ଷ ଛୁ’, ଘଣ୍ଟାଏ ପରେ ଛାତ୍ର ଉଦ୍ଧାର
ବାଲେଶ୍ୱର ଅଫିସ,୧୨।୯: ବାଲେଶ୍ୱର ସହରର ମଠସାହି ମହାବୀର ନୋଡାଲ ସ୍କୁଲରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ଶୌଚାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ର ଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷ ତାଲା ପକାଇ ପଳାଇଥିଲେ। ପ୍ରାୟ ୧ ଘଣ୍ଟା...
ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପଡ଼ୋଶୀଙ୍କ ବାରଣ୍ଡାରେ ଆଶ୍ରୟ ନେଲେ ବୃଦ୍ଧ ଦମ୍ପତି
କୋଟଗଡ଼, ୧୨। ୯(ଡି.ଏନ୍.ଏ.): ସରକାରଙ୍କ ତରଫରୁ ବାସହୀନଙ୍କୁ ଗୃହ ଯୋଗାଇ ଦେବା ଉଦ୍ଦେଶ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ କନ୍ଧମାଳ ଜିଲା କୋଟଗଡ ବ୍ଳକ ଯୁଡ଼ାବାଲି ପଞ୍ଚାୟତ ଗୁମପଦର ଗ୍ରାମର ପାଇନା ମଲିକ(୬୦)ଙ୍କ ପାଇଁ ସେସବୁ ସାତସପନ ପାଲଟିଛି।...
ଅର୍ଜୁନପୁର ଛକରେ ଦୁର୍ଘଟଣା: ପୋଲିସ ଭ୍ୟାନ୍ ଧକ୍କାରେ ୨ ମୃତ
ସୋନପୁର,୧୨।୯(ନି.ପ୍ର.): ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ସୋନପୁର ଥାନା ଅର୍ଜୁନପୁର ଛକରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ପୋଲିସ ଭ୍ୟାନ୍ ଏକ ବାଇକ୍କୁ ମୁହାଁମୁହିଁ ଧକ୍କା ଦେବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ବାଇକ୍ଟି ବଲାଙ୍ଗୀରରୁ ସୋନପୁର ଅଭିମୁଖେ ଆସୁଥିବା...
ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି: ଆପୋଲୋ ହସ୍ପିଟାଲକୁ ୪ ସପ୍ତାହ ମହଲତ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ଥାନୀୟ ଆପୋଲୋ ହସ୍ପିଟାଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍ଏଚ୍ଆର୍ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି ୪ ସପ୍ତାହ ପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ...
ନୂଆଖାଇ ପାଳନ ବେଳେ ବଚସା: ବନ୍ଧୁଙ୍କୁ ହତ୍ୟା କଲେ ଦୁଇ ସାଙ୍ଗ
କୋଟଗଡ଼,୧୨।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଗ୍ରାମରେ ବୁଧବାର ନୂଆଖାଇ ପର୍ବ ପାଳନ ବେଳେ କୌଣସି କାରଣକୁ ନେଇ ତିନି ବନ୍ଧୁଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାକୁ କେନ୍ଦ୍ରକରି ଗୁରୁବାର ସକାଳେ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।...
ଝାରସୁଗୁଡ଼ା ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ: ମୃତବ୍ୟକ୍ତିଙ୍କୁ ସାଲାଇନ୍, ଇଞ୍ଜେକ୍ଶନ
ଝାରସୁଗୁଡ଼ା ଅଫିସ/ଲଖନପୁର, ୧୨।୯(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିସତ୍। ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏପରି କି ଜଣେ ନର୍ସ ସଂପୃକ୍ତ ବ୍ୟକ୍ତିଙ୍କ ମୃତଦେହରେ ସାଲାଇନ୍ ଲଗାଇବା ସହ ଇଞ୍ଜେକଶନ ଦେବା ଘଟଣା...
ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ
କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ମଙ୍ଗଳବାର ଫାଶୀ...
ଗଣମାଧ୍ୟମ, ଲୋକସମ୍ପର୍କ ଉପଦେଷ୍ଟା ମାନସ ମଙ୍ଗରାଜଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ମାନସ ରଞ୍ଜନ ମଙ୍ଗରାଜ ବୁଧବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ସପ୍ତାହରେ ମାନସଙ୍କୁ ଏହି ପଦରେ ନିଯୁକ୍ତି ଦେଇଥିଲେ। ଦାୟିତ୍ୱ ନେବା ସହ ମାନସ...
Archives


