ପାହାଡ଼ ଉପରକୁ ନେଇ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର
ସୁନ୍ଦରଗଡ଼, ୮।୨ (ଡି.ଏନ୍.ଏ.)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୀଡିତା ଏସମ୍ପର୍କରେ କୁତ୍ରା ଥାନାରେ ଅଭିଯୋଗ କରିବା ପରେ ସମ୍ପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି ା ମିଳିଥିବା ସୂଚନା ଅନୁଯାୟୀ,…
ଭତାରୁ ବଁଚିତ୍ ନିସାହା ଛଉଣୀ
ଅତାବିରା, ୮।୨ (ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍ ଅଧୀନ ଉଦେପୁର ଗଁାର ବିଧବା ମହିଲା ଛଉଣୀ ଦନ୍ତା(୬୦)। ବଏସ୍ ହେଇଥିଲେ ସେ ଭତା ପାଏବାରୁ ବଁଚିତ୍ ଥିବାର ଅଭିଯୋଗ କରିଛନ୍। ଏନ୍ତାକି ସେ ୨ରୁ ୩…
ସମସିଆ ଘେରରେ ଲାଠୋର ଉ.ପ୍ରା.ବିଦ୍ୟାଲୟ: କୁଠି ଅଭାବୁ ପାଠ୍ପଢ଼ାରେ ଖେଲଢ଼େପ୍
ଲାଠୋର, ୮।୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନାନା ସମସିଆ ଘେରରେ ରହିଛେ। ସ୍କୁଲରେ ଅନେକ ଦିନ୍ ହେଲା ପଢ଼ା କୁଠି ଅଭାବ୍କେ ପିଇଲା ପାଏନ୍ ସମସିଆ ଲାଗି ରହିଛେ।…
ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ
କଟକ ଅଫିସ,୭।୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସଞ୍ଜୀବ ପାଣିଗ୍ରାହୀଙ୍କୁ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍ ଭାବେ ନିଯୁକ୍ତି ଦେଇଥିବା ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏବେ ସଞ୍ଜୀବ ସୁପ୍ରିମକୋର୍ଟରେ ଆଇନଜୀବୀ…
କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ହାଇକୋର୍ଟଙ୍କ ନୋଟିସ
କଟକ ଅଫିସ,୭।୨: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍ କରାଯାଇଛି। ବାଲେଶ୍ୱର ଲୋକ ସଭା ନିର୍ବାଚନ ମାମଲାରେ ତାଙ୍କୁ ନୋଟିସ ହୋଇଥିବା ସୂଚନା ମିଳିଛି। ତେବେ ସେ ସତ୍ୟପାଠରେ ଅପରାଧିକ ମାମଲା ନେଇ ତଥ୍ୟ ଲୁଚାଇବା ଅଭିଯୋଗ ହୋଇଛି। ଜଣେ…
କୁନି କାନ୍ଧରେ ପରିବାରର ବୋଝ ଘଟଣା: ଅସହାୟ ପବିତ୍ରଙ୍କ ପରିବାକୁ ଭେଟିଲେ କେନ୍ଦ୍ରାପଡ଼ା ଜିଲାପାଳ
ମାର୍ଶାଘାଇ,୭।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଆଠବାଟିଆ ଗ୍ରାମର ଅସହାୟ ପବିତ୍ର ବେହେରାଙ୍କ ପରିବାର ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ଜିଲାପାଳ ସମର୍ଥ ବର୍ମା ତାଙ୍କ ଘରେ ପହଞ୍ଚିଥିଲେ। ପରିବାରର ସମସ୍ୟା ବିଷୟରେ ସେ ବୁଝିବା ସହ…
ରାଇଘର ନାବାଳିକା ନିଖୋଜ ଘଟଣା: ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ; ପୋଲିସର ତଦନ୍ତ ଆରମ୍ଭ
ରାଇଘର,୭।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅନ୍ତର୍ଗତ ପଖନାପାରା ଗ୍ରାମର ଦୁଇଜଣ ନାବାଳିକା ଗତ ମଙ୍ଗଳବାରଠାରୁ ନିଖୋଜ ଥିଲେ। ତିନିଦିନ ଧରି ଗ୍ରାମବାସୀ ଓ କୁନ୍ଦେଇ ପୋଲିସ ଉକ୍ତ ଗ୍ରାମ ସହ ଆଖପାଖ ଗ୍ରାମଗୁଡ଼ିକରେ ଖୋଜାଖୋଜି କରିଥିଲେ। ହେଲେ…
କରୋନା ମୁକାବିଲା ଚିନ୍ତା: ସ୍କୁଲଗୁଡ଼ିକ ପାଇଁ ଗାଇଡ୍ଲାଇନ୍ ଜାରି କଲା ସ୍ବାସ୍ଥ୍ୟବିଭାଗ
ଭୁବନେଶ୍ୱର,୭।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭାଇରସ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍କୁଲଗୁଡ଼ିକୁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି କରାଯାଇଛି। ଖାଦ୍ୟ ଖାଇବା ପୂର୍ବରୁ ଭଲ ଭାବେ ସାବୁନରେ ହାତ ଧୋଇବା ସହ ଥଣ୍ଡା ହୋଇଥିଲେ ରୁମାଲ ଦେଇ ଛିଙ୍କିବାକୁ ଛାତ୍ରୀଛାତ୍ରୀମାନଙ୍କୁ ପରାମର୍ଶ…
ମାଟିରେ ମିଶିଲା ରୂପେଶ ଭଦ୍ରଙ୍କ ଅତିଥିଭବନ
ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ର୍ନିବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ ଶୁକ୍ରବାର ଭଙ୍ଗାଯାଇଛିା। ବର୍ତ୍ତମାନ ସମ୍ପୂର୍ଣ୍ଣ ଅଟ୍ଟାଳିକା ମାଟିରେ ମିଶିଛି। ପାଞ୍ଚଜଣ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଅପରାହ୍ନ…
ବୋମା ମାଡ଼ରେ ପୂର୍ବତନ କାଉନସିଲର ଗୁରୁତର ଘଟଣା: ୩ ଅଟକ, ଅଫୁଟା ବୋମା ନିଷ୍କ୍ରିୟ
ରାଉରକେଲା,୭।୨(ଡି.ଏନ୍.ଏ.): ରାଉରକେଲା ଉଦିତନଗର ଥାନା ଅଧୀନ ବାସନ୍ତୀ କଲୋନୀର ବାସିନ୍ଦା ତଥା ପୂର୍ବତନ କାଉନ୍ସିଲର ଆଶିଷ ମହାନ୍ତି (ବୁଲୁ)ଙ୍କୁ ବୋମାମାଡ଼ ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି ଯାଞ୍ଚ…
କ୍ୟାବିନେଟ୍ ବୈଠକରେ ୯ ପ୍ରସ୍ତାବକୁ ମଞ୍ଜୁରୀ: ସରକାରୀ ଚାକିରିରେ ଥିବା ବେଳେ ମୃତ୍ୟୁ ହେଲେ ପରିବାରଲୋକଙ୍କୁ ଥଇଥାନ
ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ ବୈଠକରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୯ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳଛି। ପଞ୍ଚମ ଅର୍ଥ କମିଶନଙ୍କ ରିପୋର୍ଟ, ଓଡ଼ିଶା ସିଭିଲ ସର୍ଭିସ ସଂଶୋଧନ…
ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି
ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା ୧୮ ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏଥର ବଜେଟ ପରିମାଣ…
Archives


