ନୂଆଖାଇ ପାଳନ ବେଳେ ବଚସା: ବନ୍ଧୁଙ୍କୁ ହତ୍ୟା କଲେ ଦୁଇ ସାଙ୍ଗ
କୋଟଗଡ଼,୧୨।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଗ୍ରାମରେ ବୁଧବାର ନୂଆଖାଇ ପର୍ବ ପାଳନ ବେଳେ କୌଣସି କାରଣକୁ ନେଇ ତିନି ବନ୍ଧୁଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାକୁ କେନ୍ଦ୍ରକରି ଗୁରୁବାର ସକାଳେ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।...
ଝାରସୁଗୁଡ଼ା ଡାକ୍ତରଖାନାରେ ଚିକିତ୍ସା ଅବହେଳା ଅଭିଯୋଗ: ମୃତବ୍ୟକ୍ତିଙ୍କୁ ସାଲାଇନ୍, ଇଞ୍ଜେକ୍ଶନ
ଝାରସୁଗୁଡ଼ା ଅଫିସ/ଲଖନପୁର, ୧୨।୯(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିସତ୍। ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏପରି କି ଜଣେ ନର୍ସ ସଂପୃକ୍ତ ବ୍ୟକ୍ତିଙ୍କ ମୃତଦେହରେ ସାଲାଇନ୍ ଲଗାଇବା ସହ ଇଞ୍ଜେକଶନ ଦେବା ଘଟଣା...
ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ
କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ମଙ୍ଗଳବାର ଫାଶୀ...
ଗଣମାଧ୍ୟମ, ଲୋକସମ୍ପର୍କ ଉପଦେଷ୍ଟା ମାନସ ମଙ୍ଗରାଜଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ମାନସ ରଞ୍ଜନ ମଙ୍ଗରାଜ ବୁଧବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ସପ୍ତାହରେ ମାନସଙ୍କୁ ଏହି ପଦରେ ନିଯୁକ୍ତି ଦେଇଥିଲେ। ଦାୟିତ୍ୱ ନେବା ସହ ମାନସ...
ରାସ୍ତା ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ବଚ୍ଛ ପରିବେଶ ବିକାଶ ପାଇଁ ରାଜ୍ୟରେ ସୃଷ୍ଟି ହେଉଥିବା ପ୍ଲାଷ୍ଟିକ ବର୍ଜ୍ୟର ଉପଯୁକ୍ତ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନଠାରେ ଆୟୋଜିତ ବୈଠକରେ...
କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ: ୪ ବର୍ଷରେ ୪୦୧.୬ କୋଟି ଖର୍ଚ୍ଚ ହେବ
ଭୁବନେଶ୍ୱର, ୧୨।୯(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ ବୁଧବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରକଳ୍ପର ଅଗ୍ରଗତି...
ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ହେଉ
ପୁରୀ ଅଫିସ, ୧୨।୯: ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ନିର୍ମାଣ ପାଇଁ ଓଡ଼ିଶା ଯୁବ ଚେତନା ସଙ୍ଗଠନ ଦାବି କରିଛି। ଏ ନେଇ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଙ୍ଗଠନର ରାଜ୍ୟ ସଭାପତି ବଦ୍ରି ମିଶ୍ର ମଙ୍ଗଳବାର...
ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ: ଲକ୍ଷାଧିକ ସମ୍ପତ୍ତି ନଷ୍ଟ
ଛତିଆ,୧୨।୯(ଡି.ଏ.ଏନ.): ଯାଜପୁର ଜିଲାର ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀ ପାଟଣା ଗଁ।ର ଏକ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଉକ୍ତ ଗଁ।ର ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ଦୋକାନରେ ଅଗ୍ନିକାଣ୍ଡ ଘଟିବାରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ...
ନଦୀରୁ ଅଜଣା ମୃତଦେହ ଉଦ୍ଧାର
କଣ୍ଟାମାଳ, ୧୨।୯(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କମଘାଟ ଗାଁର ତେଲ ନଦୀ ଘାଟରୁ ଗୁରୁବାର ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି। ସକାଳେ ମୃତଦେହଟି ଏକ କପଡ଼ାରେ ଗୁଡାଇ ହୋଇ ଭାସୁଥିବାର ଦେଖି ଗଁାଲୋକେ...
କଣାସ : ୧୨ ଗାଁ ଜଳମଗ୍ନ
କଣାସ,୧୨।୯(ସ୍ବ.ପ୍ର./ ଡି.ଏନ୍.ଏ.): ଉପରମୁଣ୍ଡରେ ବନ୍ୟାଜଳ ନିଷ୍କାସନ ପରେ ତଳମୁଣ୍ଡର ଅଧିକାଂଶ ଗ୍ରାମ ଜଳମଗ୍ନ ହୋଇଯାଇଛି। ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ଏବେ ସମ୍ପୂର୍ଣ୍ଣ...
ଘରେ ପଶିଲା ବନ୍ୟାଜଳ: ଖୋର୍ଦ୍ଧାରେ ୩୦ ହଜାର ଲୋକ ଜଳବନ୍ଦୀ
ଖୋର୍ଦ୍ଧା ଅଫିସ,୧୨।୯: ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତର ହିରିମୂଳ, ଡିହଖଳା, ଦୁର୍ଗାପୁର, ଓରବରସିଂ, ମଶାଣିଆ, ତେନ୍ତୁଳିମୂଳ, ରାୟପୁର, ବାଲିକୁଦା, ଲେଖନପୁର, କୃଷ୍ଣପୁର ଆଦି ୧୦ ଗଁ। ଓ ନରଣଗଡ ପଞ୍ଚାୟତର ଧବଳପୁର, ମାନପୁର, ଓରିମି ଓ ବଳପୁର ଆଦି ୪...
ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ
ସୁନ୍ଦରଗଡ଼,୧୨।୯ (ଡି.ଏନ୍.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ ରୂପରେ ଦେଖିବାକୁ ମିଳିଥିଲା। ଦୁର୍ଘଟଣାରେ ଆହତ ଜଣେ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା...
Archives


