ରାଜ୍ୟ

ଏସ୍‌ସିବିରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି।

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି ଅଫିସଠାରୁ ଚୂନଭାଟି ଗଳି ଏବଂ ନାଳକଡ଼ ରାସ୍ତାରୁ ଉଚ୍ଛେଦ କରାଯାଉଥିବା ବେଳେ ସ୍ଥାନୀୟ ଲୋକେ…

ଆସନ୍ତା ୧୦ ଯାଏ ବର୍ଷା: କ୍ଷତିଗ୍ରସ୍ତ ହେବ ରବି ଫସଲ, ପନିପରିବା ଚାଷ

ଭୁବନେଶ୍ୱର,୬।୨(ବ୍ୟୁରୋ): ଛତିଶଗଡ଼ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାରଠାରୁ ୧୦ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏ ଉତ୍ତର କେନ୍ଦ୍ରୀୟ ଓ…

ଏପ୍ରିଲ ପହିଲାରୁ ହାଉସ୍‌ ଲିଷ୍ଟିଂ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ରାଜ୍ୟର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମିଳିତ ସହଯୋଗରେ ଏହି ପ୍ରକ୍ରିୟା ସମ୍ପାଦନ କରାଯିବ। ଏହି କ୍ରମରେ ଆସନ୍ତା ଏପ୍ରିଲ ପହିଲାରୁ ୩୦ ସେପ୍ଟେମ୍ବର…

ବର୍ଷା ପାଇଁ ଭିତରକନିକା ମହୋତ୍ସବ ୧୪କୁ ଘୁଞ୍ଚିଲା

ରାଜନଗର , ୬ା୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା। ଏଥିପାଇଁ ଟେଣ୍ଟ ବନ୍ଧା କାମ ଚାଲିଥିଲା। ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ମଧ୍ୟ ମରାଯାଇଥିଲା।…

ରେଳ ବଜେଟ: ପ୍ରାପ୍ୟ ଅନୁଯାୟୀ ଅନୁଦାନ ପାଉନି ରାଜ୍ୟ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରେଳପଥ ପକ୍ଷରୁ ବିଭିନ୍ନ ରେଳ ଜୋନ୍‌କୁ ଅନୁଦାନ ପ୍ରଦାନ କରାଯାଇଛି। ହେଲେ ଏହି ଅନୁଦାନ ପୂର୍ବତଟ ରେଳପଥ ତଥା ଓଡ଼ିଶା ପକ୍ଷରୁ ପ୍ରଦାନ କରାଯାଉଥିବା ରାଜସ୍ବ ତୁଳନାରେ ନଗଣ୍ୟ ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ…

୯ ଦିନରେ ଏନ୍‌ବିଡବ୍ଲ୍ୟୁରେ ବନ୍ଧାହେଲେ ୫୧୨୧

କଟକ ଅଫିସ, ୬ା୨: ପୋଲିସ ଡିଜି ଅଭୟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ଜାମିନବିହୀନ ଗିରଫ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ)ଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ଗତ ୨୭ ତାରିଖରୁ ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ ମୋଟ…

ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗଞ୍ଜାମ ଜିଲା ତାରାତାରିଣୀ ପୀଠର ଉନ୍ନତୀକରଣ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ସେହିପରି ନିର୍ଦ୍ଧାରିତ ସମୟରେ ଏହାର ସୌନ୍ଦର୍ଯ୍ୟକରଣ ଓ ଭିତ୍ତିଭୂମି କାର୍ଯ୍ୟ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମନ୍ଦିରର ପ୍ରବେଶ…

ପ୍ରଦତ୍ତ ଅନୁଦାନକୁ ଠିକ୍‌ ଭାବେ ଖର୍ଚ୍ଚ କରୁନାହିଁ ରେଳ ମନ୍ତ୍ରଣାଳୟ: ପ୍ରସନ୍ନ

ଭୁବନେଶ୍ୱର,୬ା୨(ବ୍ୟୁରୋ): କେନ୍ଦ୍ର ସରକାର ବଜେଟରେ ରେଳପଥ ପାଇଁ ଅନୁଦାନ ଦେଉଛନ୍ତି। ସେହିକ୍ରମରେ ଓଡ଼ିଶା ମଧ୍ୟ ଅନୁଦାନ ପାଉଛି। ହେଲେ ରେଳପଥ ଦ୍ୱାରା ଅନୁମୋଦନ କରାଯାଉଥିବା ଅର୍ଥକୁ ମନ୍ତ୍ରଣାଳୟ ଠିକ୍‌ ଭାବେ ରାଜ୍ୟରେ ଖର୍ଚ୍ଚ କରୁନାହିଁ ବୋଲି ବିଜେଡି ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ…

୮ ମାସର ଶିଶୁପୁତ୍ରକୁ ଚେଙ୍କ

ଉମରକୋଟ,୬ା୨(ଡି.ଏନ.ଏ): ରୋଗରେ ଆକ୍ରାନ୍ତ ଶିଶୁଙ୍କୁ ଚେଙ୍କ ନ ଦେଇ ଆବଶ୍ୟକ ଚିକିତ୍ସା କରିବାକୁ ଲୋକମାନଙ୍କୁ ସଚେତନ କରାଯାଉଛି। ତଥାପି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ପରିବାର ଲୋକ ଶିଶୁଙ୍କୁ ଡାକ୍ତରଖାନା ନେବା ପରିବର୍ତ୍ତେ ଦିଶାରୀ ଓ ଗୁଣିଆ ପାଖକୁ ନେଇ ଚେଙ୍କ ଚିକିତ୍ସା…

ଜାଲ୍‌ ସାର୍ଟିଫିକେଟ ନେଇ ଏତଲା, ଶିକ୍ଷୟିତ୍ରୀ ନିଲମ୍ବିତ

ଚିକିଟି,୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଛି। ଚିକିଟି ବ୍ଲକରେ ଏପରି ଜଣେ ନକଲି ଶିକ୍ଷୟିତ୍ରୀ ଧରାପଡ଼ିଛନ୍ତି। ତାଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବା ସହ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ନକଲି ଶିକ୍ଷୟିତ୍ରୀ…

ଜାତିଭିତ୍ତିକ ଜନଗଣନା ଉପରେ ବିଜେଡିର ଗୁରୁତ୍ୱ

ଭୁବନେଶ୍ୱର,୬ା୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟ ବଜେଟ ଅଧିବେଶନ ପ୍ରାରମ୍ଭରେ ବକ୍ତବ୍ୟ ରଖି ବାବା ସାହେବ ଆମ୍ବେଡ଼କରଙ୍କ ପ୍ରଦର୍ଶିତ ସାମାଜିକ ନ୍ୟାୟ ପ୍ରସଙ୍ଗରେ ବକ୍ତବ୍ୟ ରଖିଥିଲେ। ରାଷ୍ଟ୍ରପତିଙ୍କର ଏହି ବକ୍ତବ୍ୟକୁ ବିଜେଡି ପକ୍ଷରୁ ରାଜ୍ୟ ସଭାରେ ଧନ୍ୟବାଦ ଦିଆଯାଇଛି। ଉଚ୍ଚ ସଦନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri