ଭରତପୁରରେ ସେବା ସପ୍ତାହ ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୧-୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ୭ଦିନ ପର୍ଯ୍ୟନ୍ତ ସାରା ଦେଶରେ ଭାଜପା ସେବା ସପ୍ତାହଭାବେ ପାଳନ କରିବ ା ୧୭ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପଡୁଛି। ତେଣୁ ସେପ୍ଟେମ୍ବର ୧୪ରୁ ୨୦ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ।...
ସ୍କୁଲ ବ୍ୟାଗ୍ ଯାଞ୍ଚ ପାଇଁ ଗଠନ ହେଲା ସ୍କ୍ବାଡ୍
ଭୁବନେଶ୍ୱର, ୧୧-୯(ବ୍ୟୁରୋ): ସ୍କୁଲ ବ୍ୟାଗ୍ ଓଜନ ଯାଞ୍ଚ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ତତ୍ତ୍ୱାବଧାନରେ ୩ ଜିଲାସ୍ତରୀୟ ସ୍କ୍ବାଡ ଗଠନ କରାଯାଇଛି। ଏହି ସ୍କ୍ବାଡ୍ ସ୍କୁଲଗୁଡ଼ିକୁ ପରିଦର୍ଶନ କରି ପିଲାଙ୍କ ସ୍କୁଲ ବ୍ୟାଗ୍ ଯାଞ୍ଚ କରିବେ। ଯଦି କିଛି ନିୟମ ଉଲଙ୍ଘନ...
ପୁରୀ-ଇନ୍ଦୋର ଏକ୍ସପ୍ରେସ୍ ଦୁଇଦିନ ବାତିଲ
ଭୁବନେଶ୍ୱର,୧୧-୯(ବ୍ୟୁରୋ): ଦକ୍ଷିଣ-ପୂର୍ବ କେନ୍ଦ୍ରୀୟ ରେଳପଥର ଭୂପଦେଓପୁର ରେଳ ଷ୍ଟେଶନର ଆଧୁନିକୀକରଣ କାର୍ଯ୍ୟ ଆସନ୍ତା ୧୭ ଓ ୧୮ ତାରିଖରେ ହେବ। ଏଥିପାଇଁ ଏହି ରୁଟ୍ରେ ଚଳାଚଳ କରୁଥିବା ପୁରୀ-ଇନ୍ଦୋର (୧୯୩୧୭) ଓ ଇନ୍ଦୋର-ପୁରୀ (୧୯୩୧୮) ଏକ୍ସପ୍ରେସକୁ ଦୁଇଦିନ ପାଇଁ ବାତିଲ...
ଧାନକିଣାରେ ମହିଳା ଏସ୍ଏଚ୍ଜି ସାମିଲ, ମାର୍କଫେଡ୍ ବିଦା
ଭୁବନେଶ୍ୱର,୧୧-୯(ବ୍ୟୁରୋ):ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ସେପ୍ଟେମ୍ବର ୧୦ ସୁଦ୍ଧା ରାଜ୍ୟରେ ୯ ଲକ୍ଷ, ୭୯ ହଜାର ୯୫୮ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୧ ଲକ୍ଷ ୧୨ ହଜାର ୪୭ ଜଣ...
ନାଲ୍କୋରେ କୋଇଲା ସଙ୍କଟ: କିଣା ବିଦ୍ୟୁତ୍ରେ ଚାଲୁଛି ପ୍ଲାଣ୍ଟ
ବଅଁରପାଳ, ୧୧।୯-ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ଏବେ କୋଇଲା ସଙ୍କଟ ଦେଇ ଗତି କରୁଛି। ଏମ୍ସିଏଲ୍ରୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନ ଥିବାରୁ ନିଜସ୍ବ ବିଦ୍ୟୁତ୍ କେନ୍ଦ୍ର (ସିପିପି)ର ୩ଟି ୟୁନିଟ୍ ବନ୍ଦ ରହିଛି। ଫଳରେ...
ବୃଦ୍ଧଙ୍କ ମୃତଦେହକୁ ମିଳିଲାନି କାନ୍ଧ: ସାଇକେଲରେ ଗଲେ ଶ୍ମଶାନ
କଣିହାଁ,୧୧।୯(ଡି.ଏନ.ଏ.)-କୁହାଯାଏ ଅସହାୟଙ୍କୁ ସରକାର ସାହାଭରସା। ହେଲେ ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍ କଲୋନୀରେ ମଙ୍ଗଳବାର ଘଟିଥିବା ଏକ ଘଟଣା ସରକାରୀ ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। କଲୋନୀରେ ରହୁଥିବା ଜଣେ ଅସହାୟ ବୃଦ୍ଧଙ୍କ ମୃତ୍ୟୁ ଖବର...
ପଲ୍ୟୁଶନ ଟେଷ୍ଟିଂ ସେଣ୍ଟରରେ ଲାଗିବ ରେଟ୍ ଚାର୍ଟ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ନୂଆ ମୋଟର ଯାନ ଆଇନ ଅନୁଯାୟୀ ଲୋକଙ୍କୁ କିଭଳି ସେମାନଙ୍କ ଗାଡ଼ି ପାଇଁ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିବାକୁ ସୁବିଧା ଯୋଗାଇ ଦିଆଯାଇପାରିବ ସେନେଇ ମଙ୍ଗଳବାର ପରିବହନ ବିଭାଗ ସଚିବ ଜି. ଶ୍ରୀନିବାସ ଏବଂ ପରିବହନ କମିଶନର ଭିଡିଓ କନଫରେନ୍ସିଂ...
ବଦଳିବ ଯୁକ୍ତ ୩ ପରୀକ୍ଷା ଢାଞ୍ଚା
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ଯୁକ୍ତ ୩ ପରୀକ୍ଷା ଢାଞ୍ଚା ବଦଳିବ। ପ୍ରତିଯୋଗିତାମୂଳକ ପରୀକ୍ଷାକୁ ଦୃଷ୍ଟିରେ ରଖି ସିଲାବସ୍ ମଧ୍ୟ ସେହିପରି ପ୍ରସ୍ତୁତ କରାଯାଇଛି। ସେଥିପାଇଁ ଚଳିତ ବର୍ଷଠାରୁ ନୂଆ ସିଲାବସ୍ ଲାଗୁ ସହ ପରୀକ୍ଷା ପଦ୍ଧତିକୁ ମଧ୍ୟ ପ୍ରତିଯୋଗିତାମୂଳକ ଢାଞ୍ଚାରେ କରିବାକୁ ଉଚ୍ଚଶିକ୍ଷା...
ମଧ୍ୟାହ୍ନ ଭୋଜନରେ ଦିଆଯିବ ଦୁଗ୍ଧଜାତ ଦ୍ରବ୍ୟ
ଭୁବନେଶ୍ୱର, ୧୧-୯(ବ୍ୟୁରୋ):ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବିଗତ ବର୍ଷଗୁଡ଼ିକରେ କ୍ରମାଗତ ଭାବରେ ବୃଦ୍ଧି ପାଇଛି। ଅଧିକରୁ ଅଧିକ ଲୋକ ଦୁଗ୍ଧ ଚାଷକୁ ଆପଣେଇଛନ୍ତି। ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଉଥିବାବେଳେ ଏହାର ଠିକ୍ ବିକ୍ରିବଟା ଏବଂ ଖାଉଟିମାନଙ୍କୁ ଉନ୍ନତ ମାନର ଦୁଗ୍ଧ...
୫ ହଜାର ବିଦ୍ୟାର୍ଥୀଙ୍କ ପାଇଁ ନାହାନ୍ତି ଆବଶ୍ୟକ ଶିକ୍ଷକ: ୯୦ ଅଧ୍ୟାପକ ପଦବୀରୁ ୫୫ ଖାଲି
ବ୍ରହ୍ମପୁର ଅଫିସ, ୧୧ା୯- ବ୍ରହ୍ମପୁର ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଏବେ ଗୁରୁତ୍ୱ ହରାଇବାକୁ ବସିଛି ା ଆବଶ୍ୟକ ସଂଖ୍ୟକ ଅଧ୍ୟାପକ ନ ଥିବାରୁ ମହାବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି ା ବିଗତ ଦିନରେ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ଘୋଷଣା ପରେ...
ନିମ୍ନମାନର ମଧ୍ୟାହ୍ନଭୋଜନ: ଖାଉନାହାନ୍ତି ଛାତ୍ରୀ
କବିସୂର୍ଯ୍ୟନଗର,୧୧ା୯- କବିସୂର୍ଯ୍ୟନଗର ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସରକାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇଦେଉଥିବାବେଳେ ଏଠାରେ ଛାତ୍ରୀମାନେ ଘରୁ ଆଣି ଖୋଲା ପଡିଆରେ ବସି ଖାଉଛନ୍ତି। ମୋଟ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ୫୯୭...
ଧାନ ବିକିବାକୁ ଆଧାର ବାଧ୍ୟତାମୂଳକ
ଭୁବନେଶ୍ୱର,୧୧-୯(ବ୍ୟୁରୋ):ରାଶନ କାର୍ଡ ପରେ ଏବେ ଚାଷୀ ପଞ୍ଜୀକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀ ଧାନ ବିକ୍ରି କରିବେ ସେମାନେ ନାମ ପଞ୍ଜୀକରଣ ବେଳେ ଆଧାର କାର୍ଡ ଦେବେ। ଏହାଦ୍ୱାରା ଚାଷୀ ପଞ୍ଜୀକରଣରେ ଜାଲିଆତି ହୋଇପାରିବ ନାହିଁ। ବିଗତ...
Archives


