ରାଜ୍ୟ

ଛୁଟିଦିନରେ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଗତ ୧ ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକମାନେ ସେମାନଙ୍କ ଗାଡ଼ି ସମ୍ବନ୍ଧିତ କାଗଜପତ୍ର ଦେଖାଇ ନ ପାରିବା ଯୋଗୁ ୧୦ ଗୁଣା ଜରିମାନା ଆଦାୟ କରାଗଲା। ଏନେଇ ବିଭିନ୍ନ ପ୍ରକାର ପ୍ରତିବାଦ ଓ...

ସରକାରୀ ନିର୍ଦ୍ଦେଶକୁ ବେଖାାତିର: ସ୍କୁଲ ବ୍ୟାଗ୍‌ର ଓଜନ କମିଲାନି

ବଡବିଲ, ୧୧।୯(ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବ୍ୟାଗର ଓଜନ କମାଇବାକୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ ହେଉ ନ ଥିବା ଅଭିଯୋଗ ହୋଇଛି। ଖାସକରି କେନ୍ଦୁଝର ଜିଲା ଯୋଡା-ବଡବିଲ ଅଞ୍ଚଳରେ ଥିବା ଘରୋଇ ସ୍କୁଲ ଗୁଡିକ...

ଗ୍ରାମୀଣ ହସ୍ତକଳାର ପୁନରୁଦ୍ଧାର ସମ୍ଭବ

ବନ୍ତ,୧୧।୯(ଡି.ଏନ୍‌.ଏ.)-ଗ୍ରାମୀଣ ତଥା ପାରମ୍ପରିକ ହସ୍ତକଳାର ପୁନରୁଦ୍ଧାର ଲାଗି ପ୍ରୟାସ ଚଳାଇ କଳା ଶିକ୍ଷକ ପଦ୍ମନାଭ ସେଠୀ ଚର୍ଚ୍ଚାକୁ ଆସିଛନ୍ତି । ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ବିଟିପୁର ଅଞ୍ଚଳରେ ତାଙ୍କ ଘର। ପୁରୁଷଣ୍ଢ ନୋଡାଲ ଉପ୍ରା ବିଦ୍ୟାଳୟରେ ଗତ...

ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖୁଣ୍ଟା,୧୧ା୯(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସେମାନେ ଏକ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ବେଖାତିର: ବାଇକ୍‌ ଚାଳକଙ୍କୁ ଜରିମାନା ୧୮,୫୦୦ ଟଙ୍କା

ବେତନଟୀ,୧୧ା୯(ଡି.ଏନ୍‌.ଏ.)- ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ମାତ୍ର ଏହି ଘୋଷଣାର ଦିନକ ପରେ ଜଣେ ବାଇକ ଚାଳକଙ୍କ ଉପରେ ୧୮ହଜାର ୫ଶହ ଟଙ୍କାର ଜରିମାନା ଧାର୍ଯ୍ୟ...

ପଲ୍ୟୁସନ ଟେଷ୍ଟିଂ ଗାଡ଼ିିକୁ ହଟାଇଲେ ଲୋକେ

ବାରିପଦା ଅଫିସ,୧୧ା୯- ନୂତନ ମୋଟରଯାନ ଆଇନରେ ପରିବର୍ତ୍ତନ ହେବା ପରେ ଜରିମାନା ଭୟରେ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି। ରାଜ୍ୟ ସରକାର ଲୋକଙ୍କ ଦାବିକୁ ଗୁରୁତ୍ୱ ଦେଇ ଜରିମାନା ଆଦାୟକୁ ୩ ମାସ ପାଇଁ କୋହଳ କରିଛନ୍ତିି।...

ଥମୁନି ହାତୀ ଉପଦ୍ରବ

ଔପଦା, ୧୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଓ ଭରଡ଼ାବାଟି ଗ୍ରାମରେ ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଫଳରେ ଚାଷୀମାନେ ଅସନ୍ତୁଷ୍ଟ ହୋଇ ଚାଷ ଛାଡିଦେବେ ବୋଲି ଚେତାବନୀ ଦେଇଛନ୍ତି। କୁଲଡ଼ିହା ହାତୀ ଅଭୟାରଣ୍ୟ ସଂଲଗ୍ନ...

ଗଭୀର ନଳକୂଅ ଖନନ ଟଙ୍କା ମିଳିଲାନି: ବିଷପାନ କରିଥିବା ଚାଷୀଙ୍କୁ ନେଇ ୪ ଘଣ୍ଟା ଗଣଧାରଣା

କେସିଙ୍ଗା,୧୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମପଞ୍ଚାୟତ ବାହାଦୂରପଦର ଗ୍ରାମର ଡମ୍ବରୁଧର ପୋଢ଼ (୪୦) ଜଳନିଧି ଯୋଜନାରେ ଗଭୀର ନଳକୂଅ ଖନନ କରିଥିଲେ। ୪ ବର୍ଷ ହେଲା ଏ ବାବଦ ଟଙ୍କା ନ ମିଳିବାରୁ ସେ ଗତ...

ଓଏଏସ୍‌ସ୍ତରରେ ଅଦଳବଦଳ,ପକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ହେଲେ ଇନ୍ଦ୍ରମଣୀ ତ୍ରିପାଠୀ, ବିଶ୍ୱନାଥ ସାହୁ, ତୁଷାରକାନ୍ତ ମହାନ୍ତି, ପ୍ରଦୀପ କୁମାର ଗରଡ଼ିଆ,...

୧୩ରେ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୦।୯(ବ୍ୟୁରୋ) – ଚଳିତ ମାସ ୧୩ ଏବଂ ୧୪ ତାରିଖରେ ଓଡ଼ିଶା ବିଧାନସଭାର ନବନିର୍ବାଚିତ ସଦସ୍ୟାସଦସ୍ୟମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ (ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ) ଓ ଓଡ଼ିଶା ବିଧାନସଭା...

ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ: ୩୦୦ ଗ୍ରାମ ବ୍ରାଉନସୁଗାର ଓ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କମିଶନରେଟ ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ କୁମାର ପଣ୍ଡା। ୫ବର୍ଷ ଧରି ପୋଲିସ ଆଖିରେ ଧୂଳି ଦେଇ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବ୍ରାଉନ୍‌ସୁଗାର ଯୋଗାଉଥିବା ସନ୍ତୋଷଙ୍କୁ ଖଣ୍ଡଗିରି ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଗିରଫ...

କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ

ଗୋପ, ୧୦।୯(ଡି.ଏନ୍‌.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍‌ ପ୍ରକଳ୍ପ ସଂଯୋଜକ ଠିକ୍‌ ଭାବେ କାଗଜପତ୍ର ସଂଗ୍ରହ କରି ନ ପାରିବାରୁ ହିତାଧିକାରୀମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri