ରାଜ୍ୟ

ଶ୍ରୀଲିଙ୍ଗରାଜ କ୍ଷେତ୍ର ପ୍ରତି ଚରମ ଅବହେଳା

ପୁରୁଣା ଭୁବନେଶ୍ୱର,୬ା୨ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ବିଭିନ୍ନ ସ୍ଥାନରେ ଉଚ୍ଛେଦ ଯୋଗୁ ମନ୍ଦିର ସମ୍ମୁଖ ରାସ୍ତା ବନ୍ଦ କରାଯାଇଛି। ଏହି କାରଣରୁ ବିଏମ୍‌ସି ଡାକ୍ତରଖାନା ଓ ରକ୍ତଭଣ୍ଡାର ଉପରେ ନିର୍ଭର କରି ଆସୁଥିବା ଆଖପାଖ ଅଞ୍ଚଳର…

କଳା, କଳାକାରଙ୍କ କଥା କହିବେ ବୋସ୍‌ କ୍ରିଷ୍ଣାଚାରୀ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ ଫେବୃୟାରୀ ୭ରୁ ୯ ଯାଏ ଆୟୋଜିତ ହେବ କଳା ଓ କଳାକାର ଆଧାରିତ ତ୍ରୟୋଦଶ ଅନ୍ତର୍ଜାତୀୟ ପ୍ରାମାଣିକ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ। ଏଥର ଏହି ଉତ୍ସବ କିଛି ନିଆରା ବ୍ୟକ୍ତିତ୍ୱଙ୍କ…

କର୍କଟ ପୀଡ଼ିତଙ୍କ ପାଣ୍ଠି ସଂଗ୍ରହ ପାଇଁ ନିଆରା ପ୍ରୟାସ

ଭୁବନେଶ୍ୱର, ୬ା୨(ବ୍ୟୁରୋ): କର୍କଟ ପୀଡିତଙ୍କ ପାଣ୍ଠି ସଂଗ୍ରହ ପାଇଁ ରେଡ୍‌ ସ୍ବସ୍ତିକ ସୋସାଇଟି ଓଡ଼ିଶା ଶଖା, ସମ୍ପଲି କେୟାର କ୍ଲିନିକ୍‌ ଓ ଲାୟନ ମିନତୀ ବେହେରା କ୍ୟାନ୍‌ସର ଫାଉଣ୍ଡେଶନର ମିଳିତ ଉଦ୍ୟମରେ ସୂଚନା ଭବନରେ ଏକ ନିଆରା ସଙ୍ଗୀତ କାର୍ଯ୍ୟକ୍ରମ ବୁଧବାର…

ସଷ୍ଟେନେବଲ୍‌ ଫ୍ୟାଶନ, ଓଡ଼ିଶା ହସ୍ତତନ୍ତ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଗ୍ଲୋବାଲ ଓ୍ବାର୍ମିଂ ଏବେ ସମଗ୍ର ବିଶ୍ୱ ପାଇଁ ବିପଦ ସୃଷ୍ଟି କରିଥିବାବେଳେ ପ୍ଲାଷ୍ଟିକ୍‌ ପ୍ରଦୂଷଣ ସମସ୍ତ ରାଷ୍ଟ୍ର ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏବେଠାରୁ ମଣିଷ ସଚେତନ ନ ହେଲେ ପରିସ୍ଥିତି ଆହୁରି ଭୟଙ୍କର ହେବାସହ ଆଗାମୀ ପିଢ଼ି ତିଷ୍ଠି…

ଜବରଦଖଲକୁ ବିରୋଧ, ରାସ୍ତାକୁ ଓହ୍ଲାଇବେ ୫୦୦ ପରିବାର

ଭୁବନେଶ୍ୱର, ୬ା୨(ବ୍ୟୁରୋ): ପାଇକନଗରରେ ଚାଲିଥିବା ଜମି ବିବାଦ ଘଟଣାର ସମାଧାନ ଏ ପର୍ଯ୍ୟନ୍ତ ହୋଇପାରୁନାହିଁ। ୫୦୦ରୁ ଊର୍ଦ୍ଧ୍ୱ ପରିବାର ଉକ୍ତ ସରକାରୀ ଜମି ଉପରେ ନିର୍ଭର କରୁଛନ୍ତି। ହେଲେ ବିଲ୍‌ଡର ଉକ୍ତ ଜମିରେ ନିଜର କନଷ୍ଟ୍ରକଶନ କାର୍ଯ୍ୟ ଜାରି ରଖିଛନ୍ତି। ବୁଧବାର…

ପୃଥକ୍‌ ସଂଗ୍ରହ ହେବ ଓଦା, ଶୁଖିଲା ବର୍ଜ୍ୟ

ଭୁବନେଶ୍ୱର, ୬ା୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସଭାଗୃହରେ ବର୍ଜ୍ୟ ସଂଗ୍ରହ ଜନିତ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଓଦା ଓ ଶୁଖିଲା ବର୍ଜ୍ୟବସ୍ତୁକୁ ପ୍ରତ୍ୟେକ ପରିବାରରୁ ପୃଥକ୍‌ ଭାବେ ସଂଗ୍ରହ କରିବାକୁ ଚାଲୁ ରହିଥିବା ଚେଷ୍ଟା…

ରଙ୍ଗ୍‌ ସାଇଡ୍‌ରେ ଗଲେ ଚକ କଣା କରିଦେବ ‘ଟାୟାର କିଲର’

ଭୁବନେଶ୍ୱର,୬ା୨(ବ୍ୟୁରେ): ନୂଆ ନୂଆ ଆଇନ ଲାଗୁ କରାଯିବା ସହ ଅଧିକ ଜରିମାନା ସତ୍ତ୍ୱେ ଲୋକେ ସୁଧୁରୁନାହାନ୍ତି। ବିଶେଷକରି ରଙ୍ଗ୍‌ ସାଇଡ୍‌ରେ ଗାଡ଼ି ଚାଳନା ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟୁଛି। ଏଣିକି ଅମାନିଆ ଗାଡ଼ି ଚାଳକଙ୍କୁ ସାବାଡ୍‌ କରିବାକୁ କମିଶନରେଟ ପୋଲିସ କଡ଼ା…

ରେଳବଜେଟରେ ଯାଜପୁର ନିରାଶ

ଯାଜପୁର ଅଫିସ,୬ା୨: ରେଳବଜେଟ ୨୦୨୦-୨୧ ଓଡ଼ିଶା ଏବଂ ବିଶେଷକରି ଯାଜପୁର ଜିଲା ପାଇଁ ନିରାଶଜନକ ହୋଇଛି। ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନରୁ ଧାମରା(ଭାୟା-ବିରଜାକ୍ଷେତ୍ର ଓ ଆରଡି)କୁ ସିଧାସଳଖ ଟ୍ରେନ ସଂଯୋଗ ପାଇଁ ଦୀର୍ଘବର୍ଷର ଦାବି ଚଳିତ ବଜେଟରେ ମଧ୍ୟ ଉପେକ୍ଷିତ ହୋଇଛି। ଏହାସହ ଯାଜପୁରରୋଡ…

ବ୍ୟକ୍ତିଗତ ସ୍ବାର୍ଥରେ ଲାଗୁଛି ବିଧାୟକ ପାଣ୍ଠି

ଯାଜପୁର ଅଫିସ,୬।୨: ବ୍ୟକ୍ତିଗତ ବ୍ୟବସାୟିକ ଅନୁଷ୍ଠାନକୁ ବିଧାୟକ ପାଣ୍ଠି(ଏମଏଲଏ ଲ୍ୟାଡ) ଖର୍ଚ୍ଚ ହେବା ଘଟଣାକୁ ନେଇ ଦଶରଥପୁର ବ୍ଲକ ବିରିପଟା ପଞ୍ଚାୟତବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ଚାରିବାଟିଆଠାରେ ଶାସକ ଦଳର ଜଣେ କର୍ମୀଙ୍କ ପୁଅ ନାମରେ ଥିବା ଏକ ଇଟା…

ବ୍ୟାସ ସରୋବରରେ ହେବ ହରିଣ ପାର୍କ

କଳିଙ୍ଗନଗର, ୬।୨ (ଡି.ଏନ୍‌.ଏ.): ପବିତ୍ର ଭୌମ ଏକାଦଶୀ ତିଥି ଅବସରରେ ବ୍ୟାସନଗରସ୍ଥିତ ପୁରାଣ ପ୍ରସିଦ୍ଧ ବ୍ୟାସ ସରୋବର ପୀଠରେ ବୁଧବାରଠାରୁ ବ୍ୟାସ ସରୋବର ମହୋତ୍ସବ ଆରମ୍ଭ ହୋଇଛି। ବ୍ୟାସନଗର ପୌର ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ମହୋତ୍ସବର ପ୍ରଥମ ଦିବସରେ ସକାଳ ୮ଟାରୁ…

ମଣ୍ଡଳସ୍ତରୀୟ ପରିବର୍ଦ୍ଧିତ ତଥ୍ୟ ସଂଗ୍ରହ ବ୍ୟବସ୍ଥା ସମ୍ପର୍କିତ ତାଲିମ: ଏଣିକି ଅନ୍‌ଲାଇନ୍‌ରେ ପିଲାଙ୍କ ତଥ୍ୟ ପୂରଣ ହେବ

ଜଗତ୍‌ସିଂହପୁର ଅଫିସ୍‌,୬ା୨: ବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରଙ୍କ ନାମ ଲେଖାଠାରୁ ଆରମ୍ଭ କରି ବିଦ୍ୟାଳୟ ଛାଡିବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଫାଇଲ୍‌ରେ ରଖାଯାଉଛି। ଯଦ୍ଦ୍ବାରା ଅଯଥା କାଗଜପତ୍ର କାମ ସାଙ୍ଗକୁ ଅନେକ କିଛି ତ୍ରୁଟି ପରିଲକ୍ଷିତ ହେଉଛି। କିନ୍ତୁ ଏଣିକି ସେଭଳି ଆଉ ହେବନାହିଁ।…

ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ: ‘ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁ’

ଜଗତ୍‌ସିଂହପୁର ଅଫିସ୍‌,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ। ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri